ମେଟ୍ରୋ

ଘୂର୍ଣ୍ଣିବଳୟ: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ...

ଆଜି କ୍ୟାବିନେଟ୍‌, ୪ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ ଗୁରୁତ୍ୱପୂର୍ଣ୍ଣ...

ବନ ବିଭାଗ ଶୋଇଗଲା: ବନ୍ୟପ୍ରାଣୀ ଅପରାଧ ବଢ଼ିଗଲା

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ସବୁଜ ଓଡ଼ିଶାର ସ୍ବପ୍ନ ଦେଖୁଛନ୍ତି ସରକାର। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ କାର୍ଯ୍ୟ କରୁଥିବାବେଳେ ବଡ଼ ବଡ଼ ଅଫିସର ଦାୟିତ୍ୱରେ ରହୁଛନ୍ତି। ହେଲେ ସବୁଜ ବନାନୀକୁ ପ୍ରକୃତ ସୁରକ୍ଷା ଦେଉଥିବା ହାତୀ, ବାଘ...

ରଥଯାତ୍ରା ନେଇ ଆଜି ହେବ ଚୂଡ଼ାନ୍ତ ନିଷ୍ପତ୍ତି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପୁରୀ ରଥଯାତ୍ରା ଆୟୋଜନକୁ ନେଇ ଲାଗି ରହିଥିବା ଅନିଶ୍ଚିନ୍ତତାର ଅନ୍ତ ଘଟିବ। ଚଳିତବର୍ଷ ରଥଯାତ୍ରା ନ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ ହୋଇଥିବା ଆବେଦନର ଶୁଣାଣି ଗୁରୁବାର ହେବ। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ...

ପ୍ରତି ପଞ୍ଚାୟତରେ ହେବ କୋଭିଡ୍‌ କେୟାର ହୋମ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା (କୋଭିଡ୍‌‌-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ନିଜର ରଣନୀତିରେ ପରିବର୍ତ୍ତନ କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ରତ୍ୟେକ ପଞ୍ଚାୟତରେ କୋଭିଡ୍‌‌ କେୟାର ହୋମ୍‌ ସ୍ଥାପନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୧୦ରୁ ୨୦ ଜଣ...

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୬(ବ୍ୟୁରୋ)-ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା...

ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ ଦାବି ରଖିଲେ ନବୀନ

ଭୁବନେଶ୍ୱର,୧୭।୬(ବ୍ୟୁରୋ)-କରୋନା(କୋଭିଡ୍‌-୧୯) ମହାମାରୀ ସଂକ୍ରମଣ ଆଶଙ୍କା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ଯୁକ୍ତ ଦୁଇ ପରୀକ୍ଷା ମଧ୍ୟ ଅଧାରୁ ବନ୍ଦ ରହିଛି। ଅବଶିଷ୍ଟ ପରୀକ୍ଷା ଶେଷ ହେବା ପରେ ଜାତୀୟ ସ୍ତରରେ ହେଉଥିବା ଏନ୍‌ଇଇଟି, ଜେଇଇ ମେନ, ସିଏଲ୍‌ଏଟି ଭଳି...

୪ ମହାନଗର ନିଗମରେ ଯୋଗାଯିବ ‘ଆକ୍ୱାଗାର୍ଡ’ ଜଳ

ଭୁବନେଶ୍ୱର,୧୭।୬(ବ୍ୟୁରୋ):ରାଜ୍ୟରେ ୪ଟି ମହାନଗର ନିଗମରେ ଖୁବ୍‌ଶୀଘ୍ର ଟ୍ୟାପ୍‌ ଯୋଗେ ୨୪ଘଣ୍ଟିଆ ବିଶୁଦ୍ଧ ପାନୀୟଜଳ ଯୋଗାଣ ଉପଲବ୍ଧ ହେବ। ଲୋକେ ସିଧାସଳଖ ଏହି ଟ୍ୟାପ୍‌ରୁ ଆକ୍ୱାଗାର୍ଡ ମାନର ପାଣି ପାଇପାରିବେ। ରାଜଧାନୀର କେତେକ ଓ୍ବାର୍ଡରେ ପ୍ରଥମ ପର୍ଯ୍ୟାୟରେ ଏଭଳି ଜଳ ଯୋଗାଣ...

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୧୭।୬(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ...

କାଲିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା

ଭୁବନେଶ୍ୱର,୧୭।୬(ବ୍ୟୁରୋ)-ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ ପ୍ରକାଶ ପାଇଛି। ଏହି ଛାତ୍ରୀଛାତ୍ରମାନେ ୧୮ରୁ ୨୭ ତାରିଖ ମଧ୍ୟରେ ନାମ...

ଖୋଲିଲା ମାର୍କେଟ ବିଲ୍‌ଡିଂ: ନିୟମ ଉଲ୍ଲଘଂନ କଲେ ସବୁଦିନ ପାଇଁ ଦୋକାନ ବନ୍ଦ

ଭୁବନେଶ୍ୱର,୧୭।୬(ବ୍ୟୁରୋ)-କୋଭିଡ କଟକଣା ଉଲ୍ଲଘଂନ ଯୋଗୁ ଗତ ଶୁକ୍ରବାରଠାରୁ ଭୁବନେଶ୍ୱରସ୍ଥିତ ମାର୍କେଟ ବିଲ୍‌ଡିଂକୁ ସିଲ କରି ଦିଆଯାଇଥିଲା। ତେବେ ବୁଧବାରଠାରୁ ମାର୍କେଟ ବିଲ୍‌ଡିଂ ଖୋଲିବା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କୁହାଯାଇଛି। ଏ ନେଇ ବିଏମସି ପକ୍ଷରୁ କିଛି...

ବିଏମ୍‌ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri