ମେଟ୍ରୋ

କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ୧୬ ଟଙ୍କାରୁ ଟଙ୍କାଟିଏ ବି ଅଧିକ ଦେଇନାହିଁ ଓଡ଼ିଶା; କଂଗ୍ରେସର ଅପପ୍ରଚାର ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର,୧୧।୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ମାସ୍କ ଅଧିକ ଦରରେ କିଣିବା ଅଭିଯୋଗ ନେଇ ଗୁରୁବାର ଉତ୍ତର ରଖିଛି ବିଜେଡି। ରାଜ୍ୟ ସରକାର କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଦର ଅନୁଯାୟୀ ଡାକ୍ତରୀ ଉପକରଣ କିଣିଛନ୍ତି। ମହାମାରୀ ସମୟରେ ଅର୍ଥ ସଞ୍ଚୟ...

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା...

ରଜ ପାଇଁ କୋହଳ: ଶୁକ୍ରବାର ରାତି ୧୦ଟାରୁ କର୍ଫ୍ୟୁ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସୁଛି ରଜ। ଏହାକୁ ନେଇ ବିଭିନ୍ନ ବଜାର ଘାଟରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଅପରପକ୍ଷେ ରାତ୍ରକାଳୀନ କର୍ଫ୍ୟୁକୁ ନେଇ ଦିନ ସମୟରେ ଲୋକେ ଭିଡ ଜମାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ସମୟକୁ ସାମାନ୍ୟ କୋହଳ...

ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ର ଆଉ ୫୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଆଉ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଯବାନମାନେ ରହିଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟରେ ୫୦ ଏନ୍‌ଡିଆର୍‌ଏଫ୍‌ ଯବାନ ଓ ୧୨ ଜଣ...

CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୩୪ ଜଣ...

ଶିକ୍ଷକଙ୍କ ଉପରେ ମରଣାନ୍ତକ ଆକ୍ରମଣକୁ ବରଦାସ୍ତ କରାଯିବ ନାହିଁ: ମିଳିତମଞ୍ଚ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କ୍ୱାରାଣ୍ଟାଇନ୍‌ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକଙ୍କ ପ୍ରତି ହୋଇଥିବା ମରଣାନ୍ତକ ଆକ୍ରମଣକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ପ୍ରତିବାଦ କରିଛି। ବୁଧବାର ଏକ ଖବରଦାତା ସମ୍ମିଳନୀରେ ମିଳିତ ମଞ୍ଚର ଆବାହକ ଗୋଲକ ନାୟକ,...

କେଟିଲ୍‌ରେ ଜଗନ୍ନାଥଙ୍କ ଚିତ୍ର

ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ଚିତ୍ରଥିବା ଏକ କେଟିଲ୍‌ ବିକ୍ରିକୁ ନେଇ ଅଡ଼ୁଆରେ ପଡ଼ିଛି ଦେଶର ଆଗଧାଡ଼ିରେ ଥିବା ଅନ୍ୟତମ ଇ-କମର୍ସ ସଂସ୍ଥା ‘ଫ୍ଲିପ୍‌କାର୍ଟ’। ଫ୍ଲିପ୍‌କାର୍ଟର ହୋମ୍‌ ଡେକର୍‌ ସେକ୍ସନରେ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଚିତ୍ର ଥିବା ଏକ...

୬ରୁ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଟର୍ମିନାଲ୍‌ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୧୧।୬ (ବ୍ୟୁରୋ): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଟର୍ମିନାଲ୍‌ ସେମିଷ୍ଟର ପରୀକ୍ଷା ଜୁଲାଇ ୬ରୁ ଆରମ୍ଭ ହୋଇ ୨୭ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍‌ଲାଇନ୍‌ରେ ଏହି ପରୀକ୍ଷା ଦେବେ ଅର୍ଥାତ୍‌ ହୋମ୍‌ ବେସ୍‌ଡ ଓପନ୍‌ ବୁକ୍‌ ଏକ୍‌ଜାମ...

ରଥଯାତ୍ରା ହେବ କି ନାହିଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରନ୍ତୁ: ଭାଜପା

ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ରଥଯାତ୍ରା ଶତାଦ୍ଦୀ ଶତାଦ୍ଦୀର ପରମ୍ପରା। ବିଶ୍ୱର ଅଗଣିତ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହିତ ରଥଯାତ୍ରା ଅନାଦି କାଳରୁ ରହି ଆସିଛି। ଚଳିତ ବର୍ଷ ରଥଯାତ୍ରାକୁ ନେଇ ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏହା ପଛରେ...

ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ବିଧାନସଭା ଘେରାଉ: ପ୍ରଦୀପ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଚିନରେ କାମ କରୁଥିବା ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ସହ ହତ୍ୟା କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ପୋଲିସ ଚପାଇଦେବାକୁ ଚକ୍ରାନ୍ତ...

ଘରେ ବସି କାମ ଖୋଜିପାରିବେ ପ୍ରବାସୀ:ସହାୟକ ହେବ ‘ମୋ ସହାୟ’ ପୋର୍ଟାଲ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ଯୋଗୁ କାମ ହରାଇଥିବା ପ୍ରବାସୀ ଶ୍ରମିକଙ୍କୁ କାମ ଯୋଗାଇବାରେ ସହଯୋଗ କରିବ ସ୍ବତନ୍ତ୍ର ଆପ୍ଲିକେଶନ। ଘରେ ବସି ଅନ୍‌ଲାଇନରେ ନିଜ ଦକ୍ଷତା ଅନୁଯାୟୀ ଚାକିରି ବା କାମ ଖୋଜିପାରିବେ ଶ୍ରମିକ। ଘରେ ବସିଥିବା ଲକ୍ଷାଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri