ମେଟ୍ରୋ

କେବଳ ଶନି-ରବିବାର ଶଟ୍‌ଡାଉନ୍‌; ଉଡ଼ା ଖବରକୁ ବିଶ୍ୱାସ କରନ୍ତୁ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୯।୬(ବ୍ୟୁରୋ): ସପ୍ତାହର କେବଳ ଶନିବାର ଓ ରବିବା ଶଟ୍‌ଡାଉନ୍‌ ରହିବ। ଶନି ଓ ରବିବାର ବ୍ୟତୀତ ଅନ୍ୟ କୌଣସି ଦିନରେ ଶଟ୍‌ଡାଉନ୍‌ ହେବ ନାହିଁ। ଅନ୍ୟ ଦିନଗୁଡ଼ିକରେ ଶଟ୍‌ଡାଉନ୍‌ ବୃଦ୍ଧି ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ ବୋଲି ଏସ୍‌ଆର୍‌ସି ପ୍ରଦୀପ...

ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା

ଭୁବନେଶ୍ୱର,୯।୬(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ସିନିୟର ରେସିଡେଣ୍ଟ ଡାକ୍ତର ରହିଛନ୍ତି। ତେବେ ସେମାନେ ଏକାଠି ରହୁଥିବା ନେଇ ଏମ୍‌ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ମଙ୍ଗଳବାର ସୂଚନା ଦେଇଛନ୍ତି। ୩...

ଜୁନ୍‌ ୩୦ ଯାଏ ଚାଲିବ ରବି ଧାନ କିଣା

ଭୁବନେଶ୍ୱର,୯।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ୧୭ ଜିଲାରେ ରବି ଧାନ ସଂଗ୍ରହ ଚାଲିଛି। ୮ଜୁନ୍‌ ପର୍ଯ୍ୟନ୍ତ ୧୦ ଲକ୍ଷ ୯୧ ହଜାର ମେଟ୍ରିକ୍‌ ଟନ୍‌ ଧାନ କିଣା ସରିଛି। ଗତବର୍ଷ ତୁଳନାରେ ଏହା ୪୦% ଅଧିକ ରହିଛି। ରବିଧାନ ପାଇଁ ଏ...

ପ୍ରତି ସୋମବାର ପଞ୍ଚାୟତ ଯିବେ ଭିଏଡବ୍ଲୁ, ବୁଝିବେ ଚାଷୀଙ୍କ ସମସ୍ୟା

ଭୁବନେଶ୍ୱର,୯।୬(ବ୍ୟୁରୋ): ଚଳିତ ବର୍ଷ ୬୨ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେଥିରୁ ୯୬ ଲକ୍ଷ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟ ରହିଛି ବୋଲି ମଙ୍ଗଳବାର କୃଷି ସଚିବ ସୌରଭ ଗର୍ଗ କହିଛନ୍ତି। ଚାଷୀଙ୍କ ସମସ୍ୟା ବୁଝିବାକୁ...

ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ଭୁବନେଶ୍ୱର,୯।୨(ବ୍ୟୁରୋ): କେନ୍ଦ୍ର ପୁଞ୍ଜି ବିନିମେଶ ବିଭାଗ ସଚିବ ତୁହିନ୍‌କାନ୍ତ ପାଣ୍ଡେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ତେବେ ଜ୍ୱର ହେବାରୁ ସେ କୋଭିଡ-୧୯ ପରୀକ୍ଷା କରିଥିଲେ। ତାଙ୍କ ରିପୋର୍ଟ ମଙ୍ଗଳବାର...

ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ପରଲୋକ

ଭୁବନେଶ୍ୱର, ୯।୬(ବ୍ୟୁରୋ): ବିଶିଷ୍ଟ ନ୍ୟୁରୋ ସର୍ଜନ ପ୍ରଫେସର ଡାକ୍ତର ସନାତନ ରଥଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିବା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ଡା. ସନାତନ ଭାରତୀୟ...

ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଏବଂ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ଷୀୟାନ...

CORONAVIRUS UPDATE: ଆଉ ନୂଆ ୧୪୬ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।...

ବିକ୍ଷୋଭ ପରେ ଘୁଞ୍ଚିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା

ଭୁବନେଶ୍ୱର, ୯।୬(ବ୍ୟୁରୋ): ଛାତ୍ରୀଙ୍କ ବିକ୍ଷୋଭ ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଷଷ୍ଠ ସେମିଷ୍ଟର ପରୀକ୍ଷାକୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷା ଦାବିକୁ ଦୃଷ୍ଟିରେ ରଖି କୁଳପତିଙ୍କ ଅନୁମୋଦନକ୍ରମେ କର୍ତ୍ତୃପକ୍ଷ ଏପରି ନିଷ୍ପତ୍ତି ନେଇଛନ୍ତି। ଆପାତତଃ...

ଓଡ଼ିଶାକୁ ଭାଜପାର ଅଭେଦ୍ୟ ଗଡ଼ କର

ଭୁବନେଶ୍ୱର,୯।୬(ବ୍ୟୁରୋ): କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ସରକାରର ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଭାଜପା ପକ୍ଷରୁ କରୋନା ମହାମାରୀକୁ ଦୃଷ୍ଟିରେ ରଖି ସାରା ଦେଶରେ ଭର୍ଚୁଆଲ ରାଲି କରାଯାଉଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦିଲ୍ଲୀରୁ ସୋମବାର ଓଡ଼ିଶାବାସୀଙ୍କୁ...

ଝାରପଡ଼ା ଜେଲରେ ଗଞ୍ଜେଇ, ସିଗାରେଟ, ଟଙ୍କା

ଭୁବନେଶ୍ୱର,୯।୬ (ବ୍ୟୁରୋ): ଖୋର୍ଦ୍ଧା ଜେଲ୍‌ରେ ନିଶା କାରବାର ଚାଲୁଥିବା ଓ କଏଦୀମାନେ ମୋବାଇଲ୍‌ ଫୋନ୍‌ରେ କଥା ହେଉଥିବାର ଭିଡ଼ିଓ ରବିବାର ଭାଇରାଲ ହେବାପରେ ଚଢ଼ାଉ କରାଯାଇଥିଲା। ଏବେ ରାଜ୍ୟର ଅନ୍ୟତମ ବଡ଼ କାରାଗାର କୁହାଯାଉଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌ର ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri