ମେଟ୍ରୋ

ରାଜଧାନୀରୁ ୧ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଆଇଗିଣିଆ ୧୬ ନଂ. ଜାତୀୟ ରାଜପଥ ନିକଟରୁ ମଙ୍ଗଳବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ୨ ନିଶା ବେପାରୀଙ୍କୁ ଗିରଫ କରିଛି। ଏମାନଙ୍କ ନିକଟରୁ ବାଇକ୍‌ ସହ ୧ କେଜି ୮୦୦ ଗ୍ରାମ ଓଜନର ବ୍ରାଉନସୁଗାର...

ସକାଳେ ସ୍ବାଭାବିକ, ସନ୍ଧ୍ୟାରେ ଖାଁ ଖାଁ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦୁଇମାସର ଲକ୍‌ଡାଉନ୍‌ ପରେ ସୋମବାର ଥିଲା ଅନ୍‌ଲକ୍‌-୧.୦ର ପ୍ରଥମ ଦିନ। କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି ଗାଇଡ୍‌ଲାଇନ୍‌ ଅନୁଯାୟୀ ସବୁକିଛି ପୂର୍ବଭଳି ନ ହେଲେ ବି ପ୍ରାୟତଃ ସ୍ବାଭାବିକ ହୋଇଯିବ ବୋଲି ଆଶା କରାଯାଉଥିଲା। ଏଥିପାଇଁ ସକାଳ ହେବାକ୍ଷଣି...

ଏବର୍ଷ ବିଦେଶରେ ଗଡ଼ିବନି ରଥ

ଭୁବନେଶ୍ୱର,୨।୬(ବ୍ୟୁରୋ): କରୋନା ଲାଗି ପୁରୀରେ ଏଥର ଭକ୍ତଙ୍କ ବିନା ରଥଯାତ୍ରା ହେବ। ଶ୍ରୀଜୀଉଙ୍କ ପହଣ୍ଡିରୁ ଆରମ୍ଭକରି ରଥଟଣା ପର୍ଯ୍ୟନ୍ତ ସବୁକିଛି ସେବାୟତ ଓ ପୋଲିସ ଦ୍ୱାରା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ହେଲେ ପ୍ରତିବର୍ଷ ଦେଶ ବିଦେଶରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା...

ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲେ ଏଏସ୍‌ଆଇଙ୍କ ସ୍ତ୍ରୀ

ଭୁବନେଶ୍ୱର,୨।୬ (ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଓଡ଼ିଶା ପୋଲିସରେ ବହୁ ଅଧିକାରୀ କ୍ଷମତାର ଦୁରୁପଯୋଗ କରି ନିଲମ୍ବିତ ହୋଇଛନ୍ତି। ଆଉ କେତେଜଣଙ୍କ ଔଦ୍ଧତ୍ୟ ସୀମା ଟପିଛି। ତେବେ ଭୁବନେଶ୍ୱରରେ କାର୍ଯ୍ୟରତ କମିଶନରେଟ ପୋଲିସର ଜଣେ ଏଏସ୍‌ଆଇ ଓ ତାଙ୍କ ସ୍ତ୍ରୀଙ୍କୁ ନୟାଗଡ଼...

ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ସାମିଲ ହେଲା ଓଡ଼ିଶା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ଓଡ଼ିଶା ସାମିଲ ହେଲା। ସିକିମ, ମିଜୋରାମ ସହିତ ଓଡ଼ିଶାକୁ କେନ୍ଦ୍ର ସରକାର ଇଣ୍ଟିଗ୍ରେଟ୍‌ ମ୍ୟାନେଜମେଣ୍ଟ ଅଫ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ (ଆଇଏମ୍‌-ପିଡିଏସ୍‌)ସ୍କିମ୍‌ରେ ସାମିଲ କରିଛନ୍ତି। ଏ ନେଇ ସୋମବାର କେନ୍ଦ୍ର ଖାଉଟି ବ୍ୟାପାର,...

ଓଡ଼ିଶାରୁ ଚାଲିଲା ୧୨ ଯୋଡ଼ା ଟ୍ରେନ୍

ଭୁବନେଶ୍ୱର, ୨।୬ (ବ୍ୟୁରୋ): ଅନ୍‌ଲକ୍‌-୧.୦ର ପ୍ରଥମ ପର୍ଯ୍ୟାୟରେ ସାରା ଦେଶରେ ୨ଶହ ଯାତ୍ରିବାହୀ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରୁ ୧୨ ଯୋଡ଼ା ଟ୍ରେନ୍‌ ଗଡ଼ିଛି। ସୋମବାର ସକାଳେ ପ୍ରଥମ ଟ୍ରେନ୍‌ ଭାବେ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଭୁବନେଶ୍ୱରରୁ...

ସୌରଶକ୍ତି ଚାଳିତ ହେବ ବିଧାନସଭା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡିଶା ବିଧାନସଭା ସାୈରଶକ୍ତି ଚାଳିତ ହେବ। ବିଧାନସଭା ଛାତ ଉପରେ ସାୈର ଶକ୍ତି ପ୍ରକଳ୍ପ ସ୍ଥାପନ ହେବ। ଏନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା...

୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ...

ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବ। ମାତ୍ର ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଏଣିକି ରାତି...

ଦିନକରେ ସର୍ବାଧିକ: କରୋନା ଆକ୍ରାନ୍ତ, ସୁସ୍ଥ

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାଜ୍ୟରେ ସୋମବାର ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪୫ ସୁସ୍ଥ ହୋଇଥିବାବେଳେ ୮୫୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭...

୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ...

ରାତ୍ରକାଳୀନ କର୍ଫ୍ୟୁରେ ହେବନି କୋହଳ: ରାଜ୍ୟରେ ସନ୍ଧ୍ୟା ୭ରୁ ସକାଳ ୭ ଯାଏ ବଳବତ୍ତର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ଜୁନ୍‌ ୧(ସୋମବାର)ଠାରୁ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରି ରାତି ୯ଟାରୁ ସକାଳ ୫ଟା ଯାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri