ମେଟ୍ରୋ

କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନଓ୍ବାଡି କର୍ମୀଙ୍କ ସହ ଟେଲିଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସରପଞ୍ଚ, ଆଶା ଏବଂ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହ ଗୁରୁବାର ଟେଲିଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କର ତ୍ୟାଗ ଏବଂ ଉତ୍ସର୍ଗୀକୃତ ସେବା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। କରୋନା...

CORONAVIRUS UPDATE: ରାଜ୍ୟରେ ୧୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର ସକାଳେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

୬ ଜିଲାରେ ସକାଳୁଆ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଖାତା ଦେଖା ୨୬ ତାରିଖରୁ ଆରମ୍ଭ ହୋଇଛି। ସକାଳ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲୁଛି। ପ୍ରବଳ ଖରା ଯୋଗୁ ରାଜ୍ୟର ୬ ଜିଲାରେ ସକାଳୁଆ ଖାତା ଦେଖିବାକୁ ରାଜ୍ୟ...

ପ୍ରଚଣ୍ଡ ଗ୍ରୀଷ୍ମ: ୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଆଉଟ ପାଉଟ ହେଉଛି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା। ଦେହ ମୁଣ୍ଡ ଝାଇଁ ଝାଇଁ କରି ଦେଉଛି। ଉପକୂଳରେ ମଧ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଯଦିଓ ତାତି କମ୍‌ ରହିଛି ତେବେ ଦେହମୁଣ୍ଡରୁ ଗମ୍‌ଗମ୍‌ ହୋଇ...

୭ ବରିଷ୍ଠ ପୋଲିସ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୮।୫ (ବ୍ୟୁରୋ): ଓଡିଶା ପୋଲିସରେ ଭାରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟରତ ୭ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବୌଦ୍ଧରେ...

ପଞ୍ଚାୟତରେ ଲୋକଙ୍କୁ କାମ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଗାଁ ଗହଳିରେ ଯେପରି ଲୋକଙ୍କୁ କାମ ମିଳିବ ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱଦେବା ଆରମ୍ଭ କରିଛନ୍ତି। କରୋନା ପରବର୍ତ୍ତୀ ସମୟରେ ଗ୍ରାମପଞ୍ଚାୟତ ସ୍ତରରେ ଜୀବିକା ଉପାର୍ଜନ ଏବଂ ନିଯୁକ୍ତି ବୃଦ୍ଧି କରିବା ପାଇଁ ମୁଖ୍ୟ ଶାସନ ସଚିବ...

ଗତବର୍ଷ ତୁଳନାରେ ଏ ବର୍ଷ ବଢ଼ିଛି ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ଚାଷୀଙ୍କଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଛି। ଗତବର୍ଷ ଅପେକ୍ଷା ଏଥର ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ ହୋଇପାରିଛି ବୋଲି ଖାଦ୍ୟ...

ଆଗକୁ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ପଦକ୍ଷେପ

ଭୁବନେଶ୍ୱର,୨୮।୫ (ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାବେଳେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ବଳବତ୍ତର ରହିଛି। ଏଥିଯୋଗୁ ସାମାଜିକ ତଥା ଆର୍ଥିକ ସ୍ଥିତି ବିଗିଡି ଯାଉଥିବାରୁ କଟକଣାରେ କିଛିଟା କୋହଳ କରାଯାଇଛି। ହେଲେ ଓଡ଼ିଶାର ଲୋକେ ବିଶେଷକରି କଟକ ଓ ଭୁବନେଶ୍ୱରର...

କୃଷି କର୍ମଚାରୀ ସଦର ମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚଳିତ ଖରିଫ୍‌ ଋତୁରେ ଚାଷୀଙ୍କୁ ଉନ୍ନତ ବିହନ, ସାର ଓ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଚାଷୀମାନେ ଯେପରି ସୁବିଧାରେ ଆବଶ୍ୟକତା ଅନୁସାରେ ଏସବୁ ପାଇପାରିବେ ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବକୁ ଜିଲା...

ଆଇସିୟୁରେ ବିଜୟ ମହାନ୍ତି

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଗୁରୁତର ଅସୁସ୍ଥ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ଆଇସିୟୁରେ ଥିବାବେଳେ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଗତ କିଛିବର୍ଷ ହେଲା ନିଜ ପରିବାର...

ଆବୁଧାବିରୁ ଫେରିଲେ ୧୨୨ ପ୍ରବାସୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ)-ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଛି। ଏହି ମର୍ମରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ବୁଧବାର ରାତିରେ ଚତୁର୍ଥ ଅନ୍ତର୍ଜାତୀୟ ବିମାନ ଆବୁଧାବିରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଅବତରଣ କରିଛି।...

ଡିଜିଟାଲ ପ୍ଲାଟଫର୍ମରେ ହେବ ସଂସ୍କୃତି ବିଭାଗ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ନୃତ୍ୟ, ସଙ୍ଗୀତ ଓ ସାରସ୍ବତ କାର୍ଯ୍ୟକ୍ରମର ଡିଜିଟାଲ ପ୍ରସାରଣ ପାଇଁ ନିଷ୍ପତ୍ତି ନିଆଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ ସମସ୍ତ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ହୋଇଯାଇଥିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri