ମେଟ୍ରୋ

ଏଣିକି ୧୪ ଦିନିଆ କ୍ୱାରାଣ୍ଟାଇନ୍‌: ୭ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ନ ହେଲେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଯାଇପାରିବେ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନ୍ୟପକ୍ଷେ ବଢ଼ୁଛି ସଂକ୍ରମିତଙ୍କ ଗଣନା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ଥିବା ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ଅବଧିକୁ ୨୧ ଦିନ ବଢ଼ାଇଥିଲେ। ହେଲେ...

ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ; ସରପଞ୍ଚ-ଏସ୍‌ଏଚ୍‌ଜି-ଜନସାଧାରଣଙ୍କ ପାଇଁ ସମ୍ଭବ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦୁଇ ମାସ ଧରି ସରକାର ରାଜ୍ୟବାସୀଙ୍କ ସହ କରୋନା ସହ ଯୁଦ୍ଧ ଲଢ଼ି ଆସୁଛନ୍ତି। ଏବେ ରାଜ୍ୟରେ କରୋନା ସ୍ଥିତି ବହୁମାତ୍ରାରେ ନିୟନ୍ତ୍ରଣରେ ରହିଛି। ଗତ ଦୁଇ ସପ୍ତାହରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଥିଲେ ସୁଦ୍ଧା ଏହା...

ରାଜଧାନୀରେ ଆଜିଠାରୁ ଖୋଲିଲା ପାର୍କ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜଧାନୀରେ ରବିବାରଠାରୁ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି। ଦୀର୍ଘ ୬୪ ଦିନ ପରେ ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ଆଜିଠାରୁ ଖୋଲାଯାଇଛି। ଏଗୁଡ଼ିକ ସକାଳ ୭ଟାରୁ ଦିନ ୧୦ ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା...

ସବୁଠୁ ତତଲା ଟିଟିଲାଗଡ

ଭୁବନେଶ୍ୱର,୨୩।୫(ବ୍ୟୁରୋ)-ରାଜ୍ୟର ୧୨ ସହରର ତାପମାତ୍ର ଶନିବାର ୪୧ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ବଲଙ୍ଗୀର ଜିଲା ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ର ରେକର୍ଡ ହୋଇଛି। ସେହିପରି ତାଳଚେରରେ ୪୩.୮ ଡିଗ୍ରୀ, ଭବାନୀପାଟଣାରେ ୪୪.୨ଡିଗ୍ରୀ, ବଲାଙ୍ଗୀରରେ ୪୩.୫ଡିଗ୍ରୀ,...

ଉଦ୍ଧାର କାର୍ଯ୍ୟ ଓ ରିଲିଫ ପାଇଁ ପଶ୍ଚିମବଙ୍ଗ ଯିବେ ୩୦୦ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ)-ବାତ୍ୟା ଅମ୍ଫନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗ। ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦ ଓଡ୍ରାଫ ଟିମ ସହ ୫୦୦ ଜଣ କର୍ମଚାରୀ ଶୁକ୍ରବାର ରାତିରୁ ପଶ୍ଚିମବଙ୍ଗ ଅଭିମୁଖେ...

ମଦ ଉପରେ ଲାଗିଲା ୫୦% ‘କୋଭିଡ ଫି’: ୬ ଘଣ୍ଟାରେ ପାଇବେ ହୋମ୍‌ ଡେଲିଭରି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମଦ ମିଳିବାନେଇ ରାଜ୍ୟ ସରକାର ଶନିବାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦ ହୋମ୍‌ ଡେଲିଭରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ଅନ୍ୟ ସବୁଠାରେ ହୋମ୍‌ ଡେଲିଭରି କରାଯିବ। ହେଲେ...

‘ଅମ୍ଫନ୍‌’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍‌’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ୯୨ ବ୍ଲକର ୯୮୩୩ ଗାଁ, ୨୨ ପୌରାଞ୍ଚଳର ୨୭୨ ଓ୍ବାର୍ଡ ପ୍ରଭାବିତ...

ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪୯୭

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଶନିବାର ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୪୯୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମର ୪୧,...

୨୪ ଘଣ୍ଟା ନ ପୁରୁଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୪ ଘଣ୍ଟା ନ ପୁରୁଣୁ ରାଜ୍ୟକୁ ଅମ୍ଫନ ସହାୟତା ମିଳିଛି। ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫୦୦ କୋଟି ଟଙ୍କା ଓଡ଼ିଶାକୁ ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟକୁ ଏହି ଟଙ୍କା ମିଳିଛି। ଏନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)...

ରାଜ୍ୟ ସରକାର ଦେଲେ ଅନୁମତି: ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ। ଏଥିନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ହୋମ୍‌ ଡେଲିଭରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ଅନ୍ୟ ସବୁଠାରେ ହୋମ୍‌ ଡେଲିଭରି କରାଯିବ। ହେଲେ ବିଦେଶୀ...

‘ଅମ୍ଫନ୍‌’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି...

‘ରେନ୍‌ ଦ କ୍ଲବ୍‌’ ବାର୍‌ରେ ଚଢ଼ାଉ: ବିପୁଳ ପରିମାଣର ମଦ ଜବତ; ଚାଲିଥିଲା ବେଆଇନ୍‌ ବିକ୍ରି

କଟକ ରୋଡ,୨୩।୫(ଡି.ଏନ୍‌.ଏ.): କୋଭିଡ-୧୯ ପାଇଁ ରାଜ୍ୟରେ ମଦ ବିକ୍ରି ବନ୍ଦ ରହିଛି। ଏଭଳି ସ୍ଥିତିରେ ଗତ ପ୍ରାୟ ଦୁଇମାସ ଧରି ମଦ ଦୋକାନ ଓ ବାର୍‌ରେ ମଦ ବିକ୍ରି ବନ୍ଦ ରହିଛି। ହେଲେ ବିଭିନ୍ନ ସ୍ଥାନରେ ବେଆଇନ ଭାବେ ମଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri