ମେଟ୍ରୋ

କାଲି ଆସିବେ ପ୍ରଧାନମନ୍ତ୍ରୀ ମୋଦି: ଆକାଶ ମାର୍ଗରୁ ଓଡିଶା, ପଶ୍ଚିମବଙ୍ଗର ବାତ୍ୟା ସ୍ଥିତି ପରଖିବେ

ଭୁବନେଶ୍ୱର, ୨୧।୫(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡିଶା ଗସ୍ତରେ ଆସିବେ ବୋଲି ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଳମ୍ବିତ ରାତିରେ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ପିଏମ୍‌ଓ ପକ୍ଷରୁ ଟୁଇଟ୍‌ କରି ଉଲ୍ଲେଖ କରାଯାଇଛି ଯେ, ପ୍ରଧାନମନ୍ତ୍ରୀ...

ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା: କହିଲେ ‘ଓଡ଼ିଶା ବାତ୍ୟାକୁ ସାହସିକତାର ସହ ମୁକାବିଲା କରିଛି’

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ଅମ୍ଫନ ମୁକାବିଲା ନେଇ ରାଜ୍ୟସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାହସିକତାର ସହ ବାତ୍ୟାକୁ ମୁକାବିଲା କରିଛି। ରାଜ୍ୟବାସୀଙ୍କ ସହ ମୋର ସମବେଦନା ରହିଛି। କ୍ଷତିଗ୍ରସ୍ତଙ୍କୁ ସମସ୍ତ...

୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଆସନ୍ତା ୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରାଯିବ। ଏନେଇ ଗୁରୁବାର ଅପରାହ୍ନରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବା ନେଇ ବିଭାଗ ପକ୍ଷରୁ କୁହାଯାଇଛି। ପ୍ରକାଶ ଯେ, ବାତ୍ୟା...

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଥମେ କରୋନା କଟକଣା ଉପରେ ଅମ୍ଫନ ଯୋଗୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନକୁ ସ୍ଥଗିତ କରାଯାଇଥିଲା। ହେଲେ ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ। ଗୁରୁବାର ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଗଣଶିକ୍ଷା ମନ୍ତ୍ରୀ ସମୀର...

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍‌ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ...

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛିି।  ତେବେ ଏହାକୁ ମିଶାଇ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା...

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୧୦୦ ଟପିଲା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବୁଧବାର ଅପରାହ୍ନରେ କଳାହାଣ୍ଡିରେ ସର୍ବାଧିକ...

ଅଭିଯୁକ୍ତଙ୍କୁ ଗିରଫ ବେଳେ ଏସ୍‌ଓପି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଜଣେ ୩୬ ବର୍ଷୀୟ କନଷ୍ଟେବଳଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା ପରେ ତତ୍ପର ହୋଇଉଠିଛି କମିଶନରେଟ ପୋଲିସ। ଏବେ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିବା ବେଳେ ଏସ୍‌ଓପି (ସ୍ପେଶଲ ଅପରେଶନ ପ୍ରୋସିଜିଓର) ପାଳନ କରିବା ପାଇଁ ପୋଲିସ...

ରାଜଧାନୀରେ ସାମାନ୍ୟ ପ୍ରଭାବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଭୁବନେଶ୍ୱରରେ ବାତ୍ୟା ଅମ୍ଫନ୍‌ର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। ଏହା ପ୍ରଭାବରେ ମଙ୍ଗଳବାରଠାରୁ ଝିପିଝିପି ବର୍ଷା ହୋଇଥିବାବେଳେ ବିଳମ୍ବିତ ରାତିରୁ ବୁଧବାର ମଧ୍ୟାହ୍ନ ଯାଏ ବର୍ଷିଥିଲା। ୪୦ରୁ ୫୦ କି.ମି. ବେଗରେ ପବନ ବହିଥିଲେ ମଧ୍ୟ ରାଜଧାନୀରେ ସେପରି...

୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ...

ଘୁଞ୍ଚିଲା ୟୁପିଏସ୍‌ସି ପରୀକ୍ଷା: ଜୁନ୍‌ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଉଠିବା ପରେ ବୁଧବାର ଆୟୋଗ ପକ୍ଷରୁ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏନେଇ...

କୋଣାର୍କ ହେବ ‘ସୂର୍ଯ୍ୟ ନଗରୀ’: ସ୍ଥାପନ ହେବ ୧୦ ମେଗାଓ୍ବାଟର ସୌର ଶକ୍ତି ପ୍ଲାଣ୍ଟ 

ଭୁବନେଶ୍ୱର,୨୦।୫(ବ୍ୟୁରୋ): ପୁରୀ ଜିଲାର କୋଣାର୍କ ଅଞ୍ଚଳକୁ ସୂର୍ଯ୍ୟ ନଗରୀରେ ପରିଣତ କରାଯିବ। କୋଣାର୍କ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ଏବଂ ଏଠାରେ ଗଢି ଉଠିଥିବା ସହର ସୌର ଶକ୍ତିରେ ଚମକିବ। କେନ୍ଦ୍ର ନୂତନ ଏବଂ ଅଣପାରମ୍ପରିକ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri