ମେଟ୍ରୋ

ସୋମବାରଠାରୁ ଗଡ଼ିବ ‘ମୋ ସାଇକେଲ’: ଜୁନ୍‌ ୩୦ ଯାଏ ଅଧଘଣ୍ଟା ମାଗଣା

ଭୁବନେଶ୍ୱର, ୧୭।୫(ବ୍ୟୁରୋ): କରୋନା କଟକଣା ଓ ଲକ୍‌ଡାଉନ୍‌ ସମୟରେ ସାଇକେଲର ଆବଶ୍ୟକତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଆସନ୍ତା ସୋମବାରଠାରୁ ପୁଣି ‘ମୋ ସାଇକେଲ’ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ତେବେ ଲୋକଙ୍କ ସୁବିଧା ପାଇଁ ରିହାତି...

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବଦଳିଲା ପ୍ରସ୍ତୁତି: ମାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ିବ

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସ୍ତୁତିରେ କେତେକ ପରିବର୍ତ୍ତନ...

ଆସୁଛି ବାତ୍ୟା ଅମ୍ଫନ: ଅସ୍ଥାୟୀ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୪ ଉପକୂଳବର୍ତ୍ତୀ ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ସର୍ବାଧିକ ପ୍ରଭାବିତ ହେବ। ଏହି...

‘ଅମ୍ଫନ୍‌’: ପଶ୍ଚିମବଙ୍ଗର ଦୀଘାକୁ ଛୁଇଁବା ସମ୍ଭାବନା

ଭୁବନେଶ୍ୱର,୧୬।୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଙ୍କଟରେ ଛଟପଟ ହେଉଥିବା ଓଡ଼ିଶା ଏବେ ପୁଣି ଆଉ ଏକ ଭୟଙ୍କର ସାମୁଦ୍ରିକ ଝଡ଼ର ସମ୍ମୁଖୀନ ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ପାରାଦୀପ...

ପ୍ରାକ୍‌ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍‌ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତି ନେଇ ଶନିବାର...

ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି  ୧୯୬ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା...

କରୋନା ସମୟରେ ବାତ୍ୟା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ: ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଭୂତାଣୁ ସମଗ୍ର ରାଜ୍ୟରେ କାୟା ବିସ୍ତାର କରି ଚାଲିଥିବା ବେଳେ ଉପକୂଳ ଓଡ଼ିଶା ପାଇଁ ଆଉ ଏକ ବିପଦ ଆଶଙ୍କା ସୃଷ୍ଟି କରିଛି ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଅମ୍ଫନ’। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ଉପକୂଳରେ...

ବର୍ତ୍ତମାନ ସୁଦ୍ଧା ରାଜ୍ୟକୁ ଫେରିଲେଣି ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ ଫେରିଛନ୍ତି ୫୫,୫୬୭: ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲାକୁ ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ ଶ୍ରମିକ ଆସିଛନ୍ତି। ଏନେଇ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାକୁ...

ବଳ ଗୋଟାଉଛି ‘ଅମ୍ଫନ’: ୨୦୦ କି.ମି. ବେଗରେ ସ୍ଥଳଭାଗ ଛୁଇଁବ, ସବୁ ବନ୍ଦରରେ ୧ ନଂ. ବିପଦ ସଙ୍କେତ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ, ଦକ୍ଷିଣ ପଶ୍ଚିମ ଦୀଘା...

ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ପରଠୁ କରୋନା ଆକ୍ରାନ୍ତ ସଂଖ୍ୟାରେ ଦ୍ରୁତ ଅଭିବୃଦ୍ଧି; ୧୩ ଦିନରେ ଚିହ୍ନଟ ହୋଇଛନ୍ତି ୫୭୪ ନୂଆ ପଜିଟିଭ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ଆଉ ୬୫ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଲାଣି। ହେଲେ ଏହି ସଂଖ୍ୟାକୁ ଯଦି ଅନୁଧ୍ୟାନ କରାଯାଏ ତେବେ...

CORONAVIRUS UPDATE: ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସକାଳେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri