ମେଟ୍ରୋ

ଅର୍ଥନୀତିକୁ ଗତିଶୀଳ ପାଇଁ ୪କ୍ଷେତ୍ରକୁ ଅଗ୍ରାଧିକାର: ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): କରୋନା ମହାମାରୀର ପରବର୍ତ୍ତୀ ସମୟରେ ଅର୍ଥନୀତି କିପରି ଅଧିକ ଗତିଶୀଳ ହୋଇପାରିବ ସେନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମହାମାରୀର ମୁକାବିଲା ସହ...

ଘୂର୍ଣ୍ଣିବଳୟ ପୂର୍ବରୁ ଚାଷୀଙ୍କୁ ସତର୍କକଲା ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ତଜ୍ଜନିତ ଲଘୁଚାପ ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ଗୁରୁବାରଠାରୁ ୧୮ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ଅଛି।...

ବାତ୍ୟା: ୧୮ରୁ ଉପକୂଳରେ ବର୍ଷା, ପବନ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ସମୁଦ୍ର ମଧ୍ୟରେ...

ପରଲୋକରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ: ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମସ୍ଥାନରେ ହେବ ଶେଷକୃତ୍ୟ

ଭୁବନେଶ୍ୱର (ବ୍ୟୁରୋ)/ ନିମାପଡ଼ା(ଡି.ଏନ୍‌.ଏ),୧୫।୫: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଗାନ୍ଧିବାଦୀ ନେତା ଭବାନୀ ଚରଣ ପଟ୍ଟନାୟକଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କୁ ୯୯ବର୍ଷ ହୋଇଥିଲା। ଗତ ଦୁଇମାସ ତଳେ ଛାତିରେ ଯନ୍ତ୍ରଣା ଅନୁଭବ...

ଦୁବାଇରୁ ଫେରିଲେ ୧୫୧ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଗୁରୁବାର ରାତିରେ ଦୁବାଇରୁ ପ୍ରବାସୀ ଓଡ଼ିଆଙ୍କୁ ଆଣି ଏକ ଅନ୍ତର୍ଜାତୀୟ ବିମାନ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛି। ବିମାନରେ ମୋଟ ୧୫୧ ଜଣ ଯାତ୍ରୀ ଆସିଥିବାବେଳେ ସେମାନଙ୍କ ମଧ୍ୟରୁ ୧୪୯ ଜଣ...

କରୋନା ମୁକାବିଲା: ସରପଞ୍ଚଙ୍କ ପାଇଁ ୫୦ ଲକ୍ଷ

ଭୁବନେଶ୍ୱର,୧୪ା୫(ବ୍ୟୁରୋ)- କରୋନା(କୋଭିଡ-୧୯) ସଂକ୍ରମଣ ରୋକିବା କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହେଲେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ଦେବାକୁ ପୂର୍ବରୁ ଘୋଷଣା କରିଛନ୍ତି । ଏବେ ସରପଞ୍ଚମାନଙ୍କୁ ମଧ୍ୟ ଏହି...

ରାଜ୍ୟର ୪ ପ୍ରମୁଖ ସ୍ଥାନରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର,୧୪।୫(ଡି.ଏନ.ଏ.)-ରାଜ୍ୟର ୪ଟି ପ୍ରମୁଖ ସ୍ଥାନରେ ଗୁରୁବାର ଶ୍ରମିକ ସ୍ପେଶାଲ ଟ୍ରେନ ଯୋଗେ ପ୍ରବାସୀମାନେ ଆସି ପହଞ୍ଚିଛନ୍ତି। ପ୍ରାୟ ୪ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଭଦ୍ରକ, ଖୋର୍ଦ୍ଧା, ବାଲେଶ୍ୱର ଓ ବଲାଙ୍ଗୀର ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ଆନ୍ଧ୍ରପ୍ରଦେଶର ଚିତ୍ତୋର ଷ୍ଟେଶନରୁ ଆସିଥିବା...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧୫୮ ଛୁଇଁଲା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମସ୍ତେ ଯାଜପୁର ଜିଲାର। ଏହାକୁ ମିଶାଇ ଏଯାବତ ରାଜ୍ୟରେ ୧୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌...

CORONAVIRUS UPDATE: କେନ୍ଦ୍ରାପଡ଼ାରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗୁରୁବାର ଅପରାହ୍ନରେ କେନ୍ଦ୍ରାପଡ଼ା ଜିଲାରେ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି ପାଇଛି। ସେହିଭଳି କେନ୍ଦ୍ରାପଡ଼ା ଜିଲାରେ ପୂର୍ବରୁ ୯ ଆକ୍ରାନ୍ତ ଥିବା ବେଳେ ଏବେ ଏହି ସଂଖ୍ୟା ୨୨...

ମନ୍ତ୍ରୀସ୍ତରୀୟ ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା: ରାଜ୍ୟରେ କୋଭିଡ-୧୯ ପରୀକ୍ଷଣ, ବେଡ ସଂଖ୍ୟା ବୃଦ୍ଧି ପାଇଁ ପ୍ରସ୍ତାବ ଗୃହୀତ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ କରୋନା ନେଇ ଗୁରୁବାର ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏନେଇ...

ରାଜ୍ୟରେ ୨୧ ଜିଲାକୁ ବ୍ୟାପିସାରିଲାଣି କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ ଆକ୍ରାନ୍ତ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଗୁରୁବାର ଆଉ ୭୩ ପଜିଟିଭ୍‌ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଗଞ୍ଜାମରେ ସ୍ଥିତି ଅସମ୍ଭାଳ: ଆକ୍ରାନ୍ତ ସଂଖ୍ୟା ୨୫୦କୁ ଟପିଲା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri