ମେଟ୍ରୋ

CORONAVIRUS UPDATE: ରାଜ୍ୟରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ରାଜ୍ୟରେ ସୋମବାର ସକାଳେ ପୁଣି ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ପ୍ରଥମେ ବିରିୟାନୀ, ଏବେ ରଙ୍ଗମିଶା ଭାତ: ୧୭ ତାରିଖ ପର୍ଯ୍ୟନ୍ତ ବୁଲା ଜୀବଜନ୍ତୁଙ୍କୁ ଖାଦ୍ୟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଖାଇବାକୁ ପାଉ ନ ଥିବା ବୁଲା କୁକୁର ଓ ଗାଈଗୋରୁଙ୍କୁ ଖାଦ୍ୟ ଯୋଗାଇଦେବାକୁ ରାଜ୍ୟ ସରକାର ଗତ ମାର୍ଚ୍ଚରେ ୫୪ ଲକ୍ଷ ଟଙ୍କା ଅନୁମୋଦନ କରିଥିଲେ। ୫ଟି ମହାନଗର ନିଗମ ସହ ୪୮ ପୌରପାଳିକା ପାଇଁ...

କରୋନା ମୁକାବିଲା: ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଅବଧି ଶେଷ ହେବାକୁ ଆଉ ସପ୍ତାହେ ବାକି ରହିଛି। ଦୀର୍ଘ ୪୭ ଦିନ ଲକ୍‌ଡାଉନ ପରେ ମଧ୍ୟ ଦେଶର ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ କରୋନା...

ଅନୁଗୋଳ ପରେ ବୌଦ୍ଧକୁ ଡେଇଁଲା କରୋନା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭,...

ରାଜ୍ୟରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ;  ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ ୩ ଓ...

୫ ଫୁଟ୍‌ର ନାଗ ଉଦ୍ଧାର

ଚୌଦ୍ୱାର,୧୦।୫(ଡି.ଏନ.ଏ.)-ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଗୁପ୍ତେଶର ସାହି ସ୍ଥିତ ସନାତନ ଜେନାଙ୍କ ଘରୁ ରବିବାର ଏକ ୫ଫୁଟର ନାଗସାପ ଉଦ୍ଧାର କରାଯାଇଛି। ସାପଟି ସନାତନଙ୍କ ଅଗଣାରେ ବୁଲୁଥିଲା। ଏହାଦେଖି ସନାତନଙ୍କ ପରିବାର ଲୋକେ ସ୍ନେକ ହେଲ୍ପଲାଇନକୁ ସୂଚନା ଦେଇଥିଲେ।...

ପ୍ରବେଶ ପଥରେ ହେବ ସ୍ବାଗତ ଓ ସ୍କ୍ରିନିଂ: ବିଏମ୍‌ସି

ଭୁବନେଶ୍ୱର,୧୦।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଏମ୍‌ସି ପକ୍ଷରୁ ନିଆଯାଉଛି ବ୍ୟାପକ ପଦେକ୍ଷପ। ବିଭିନ୍ନ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ ଲୋକଙ୍କ ସ୍ବାବ୍‌ ସଂଗ୍ରହ କରାଯାଉଥିବାବେଳେ ପ୍ରତ୍ୟେକ ଘର ଘର ବୁଲି ତଥ୍ୟ ସଂଗ୍ରହ କରାଯାଉଛି। ରବିବାର ବିଏମସି ପକ୍ଷରୁ ଭୁବନେଶ୍ୱରର...

ପାଣିରେ ପଡ଼ିଲା ଓପିଟିସିଏଲ୍‌ର ୧୫ କୋଟି

ଭୁବନେଶ୍ୱର, ୧୦।୫ (ବ୍ୟୁରୋ): ସାମୁଦ୍ରିକ ଝଡ଼ ’ଫନୀ’କୁ ବର୍ଷେ ପୂରିଗଲା। ବର୍ଷକ ତଳେ ଏହି ଝଡ଼ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ବିଦ୍ୟୁତ୍‌ ଭିତ୍ତିଭୂମି ଉଜାଡି ଦେଇଥିଲା। ଶକ୍ତି ବିଭାଗ ଆକଳନ ଅନୁଯାୟୀ ୧୪ ଜିଲାରେ ପ୍ରାୟ ୫୦୦ କୋଟି ଟଙ୍କାର କ୍ଷୟକ୍ଷତି...

ନିର୍ଦ୍ଦେଶନାମାର ପ୍ରୟୋଗ କମ୍‌, ପ୍ରଚାର ଅଧିକ: କାହା ପାଇଁ ତାଲା, କାହା ପାଇଁ ଖୋଲା

ଭୁବନେଶ୍ୱର, ୧୦।୫ (ବ୍ୟୁରୋ): କରୋନାକୁ ରୋକୁଥିବା ମୁଖ୍ୟଅସ୍ତ୍ର ସାମାଜିକ ଦୂରତ୍ୱ ନିୟମ ଅନୁପାଳନ କ୍ଷେତ୍ରରେ ସାଲିସ୍‌ କରାଯାଉଥିବା ଦେଖିବାକୁ ମିଳିଛି। କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟୀଙ୍କ ପାଇଁ ତାଲାବନ୍ଦ ଥିବାବେଳେ ବଡ଼ ବ୍ୟବସାୟୀଙ୍କ ପାଇଁ ଭୁବନେଶ୍ୱର ବଜାର ଖୋଲା ରହିବା...

କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ଡାକ୍ତରଙ୍କୁ ଘରେ ପୂରାଇଦେଲେନି ଗ୍ରାମବାସୀ

ଭୁବନେଶ୍ୱର,୧୦।୫ (ବ୍ୟୁରୋ): କରୋନା ଯୋଦ୍ଧାଙ୍କୁ ରାଜଧାନୀ ଉପକଣ୍ଠ ନନ୍ଦନକାନନ ଥାନା ଗଣ୍ଡରପୁର ଅଞ୍ଚଳରେ ଅସମ୍ମାନ କରାଯାଇଛି। ରାଜ୍ୟ ବାହାରୁ ଫେରିଥିବା ଜଣେ ଡାକ୍ତର ଓ ତାଙ୍କ ପୁଅ ଝିଅଙ୍କୁ ଘର ମାଲିକଙ୍କ ସହ ଗ୍ରାମବାସୀ ଘରକୁ ପୂରାଇ ଦେଇନାହାନ୍ତି। ଫଳରେ...

ପରଲୋକରେ ବିଜେଡି ନେତା ସୁବାସ ଚୌହାନ

ଭୁବନେଶ୍ୱର/ ବରଗଡ ଅଫିସ, ୧୦।୫:(ବ୍ୟୁରୋ)-  ପରଲୋକରେ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ସୁବାସ ଚୌହାନ। ଶନିବାର ବିଳମ୍ବିତ ରାତି ୩ଟା ୫ ମିନିଟ୍‌ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ...

CORONAVIRUS UPDATE: ୨୦ ଜିଲାକୁ ଡେଇଁଲା କରୋନା; ଏକାଥରେ ୫୮ ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୩୫୨

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର ୧୫, ମୟୁରଭଞ୍ଜ ୧ ଏବଂ ଅନୁଗୁଳ ଜିଲାରେ ୧୩ ଜଣ ରହିଥିବା ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri