ମେଟ୍ରୋ

ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା କରାଯାଉଛି। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ହେଲେ କିଛି...

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି।...

ଟ୍ରେନ୍‌ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍‌ ବଗିରେ କୋଭିଡ କେୟାର ସେଣ୍ଟର ନିର୍ମାଣ କରାଯିବ। ଉକ୍ତ କୋଭିଡ କେୟାର ସେଣ୍ଟରରେ ରେଲଓ୍ବେର ସ୍ବାସ୍ଥ୍ୟ କର୍ମଚାରୀ...

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୩ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

CORONAVIRUS UPDATE : ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ସମସ୍ତେ ସୁରଟ ଫେରନ୍ତା, ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ୨୬ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା ବେଳେ କେନ୍ଦ୍ରପଡ଼ାର ୫ ଓ ଭଦ୍ରକ ଜିଲାର ୨ ଆକ୍ରାନ୍ତ ରହିଛନ୍ତି।...

ପର୍ଯ୍ୟଟନ ଶିଳ୍ପ ପାଇଁ ପୋଷ୍ଟ-ଲକ୍‌ଡାଉନ୍‌ ରୋଡ୍‌ମ୍ୟାପ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ରାଜ୍ୟର ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବାକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଉଭୟ ସହର ଓ ଗ୍ରାମାଞ୍ଚଳରେ ପର୍ଯ୍ୟଟନ ଶିଳ୍ପକୁ ପୁନର୍ବାର ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁରୁବାର ମୁଖ୍ୟ...

ଚାଷୀଙ୍କ ନାମ ପଞ୍ଜୀକରଣ ସମୟସୀମା ଜୁଲାଇ ୩୦କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ୨୦୧୯-୨୦ରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀଙ୍କଠାରୁ ମୁଗ, ବିରି, ଚିନାବାଦାମ, ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଉଛି। ଏଥିଲାଗି ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟସୀମା ଜୁଲାଇ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌...

ବଳାତ୍କାର ମାମଲାରେ କ୍ୟାପିଟାଲ ଥାନା ଏସ୍‌ଆଇ ନିଲମ୍ବିତ

ଭୁବନେଶ୍ୱର,୮।୫(ବ୍ୟୁରୋ): କମିଶନରେଟ ପୋଲିରେ ଲାଗିଛି କଳଙ୍କର ଛିଟା। କ୍ୟାପିଟାଲ ଥାନାର କାର୍ଯ୍ୟରତ ଥିବା ଏସ୍‌ଆଇ ରାକେଶ ସାମଲ ନାମରେ ଆସିଛି ବଳାତ୍କାର ଅଭିଯୋଗ। ଏପରିକି ପୋଲିସର କ୍ଷମତା ପ୍ରଯୋଗ କରି ଯୁବତୀଙ୍କୁ ବାରମ୍ଭାର ବଳାତ୍କାର କରିବା ଓ ମୁଣ୍ଡରେ ବନ୍ଧୁକ...

ଦ୍ୱିଗୁଣିତ କଲେ ସୁରଟ ଫେରନ୍ତା

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମବଙ୍ଗ ପରେ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛନ୍ତି। ଏମାନଙ୍କ ପାଇଁ ୧୩ ଦିନ ଭିତରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଏପ୍ରିଲ୍‌ ୨୫ରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁଥିବାବେଳେ...

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫(ବ୍ୟୁରୋ)-ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪...

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି: ଯୁକ୍ତ୩ ପରୀକ୍ଷାରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ପରାମର୍ଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରୀ କଲେଜର ଯୁକ୍ତ୩ ଶେଷ ତଥା ୬ଷ୍ଠ ସେମିଷ୍ଟର ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଅଗଷ୍ଟ ୩୧ ସୁଦ୍ଧା ଫଳ ପ୍ରକାଶ ପାଇବ। ସେହିପରି ବିଶ୍ବବିଦ୍ୟାଳୟ...

କୋଭିଡ୍‌-୧୯ ମୁକାବିଲା: ୫୨୩୧ କୋଭିଡ୍‌ କୋଚ୍‌ ହସ୍ତାନ୍ତର କରିବ ରେଳପଥ

ଭୁବନେଶ୍ୱର,୮।୫(ବ୍ୟୁରୋ):ରେଳ ମନ୍ତ୍ରଣାଳୟ ପକ୍ଷରୁ ସମଗ୍ର ଦେଶରେ ୫୨୩୧ଟି କୋଚ୍‌କୁ କୋଭିଡ ଯତ୍ନ କେନ୍ଦ୍ରରେ ପରିଣତ କରାଯାଇଥିବାବେଳେ ଏହାକୁ ଖୁବ୍‌ଶୀଘ୍ର ରାଜ୍ୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ। ବିଶେଷ ଲକ୍ଷଣ ନ ଥିବା କୋଭିଡ୍‌ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଓ ସଙ୍ଗରୋଧ ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri