ମେଟ୍ରୋ

ବମିଖାଲ ଅଞ୍ଚଳର ବୋଲି ଫେରାଇଦେଲା ହସ୍ପିଟାଲ, ଚାଲିଗଲା ଜୀବନ

ଭୁବନେଶ୍ୱର,୩।୫(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମଧ୍ୟ ଲୋକେ ଏହି ଅଞ୍ଚଳ ନଁା ଶୁଣିଲେ ଭୟ କରୁଛନ୍ତି। ଏପରିକି ହସ୍ପିଟାଲ, ଡାକ୍ତରମାନଙ୍କ ମନରେ ମଧ୍ୟ ଛନକା ପଶୁଛି। ସୋମବାର ଏହି ଅଞ୍ଚଳରୁ ଆସିଥିବା...

ବିଗିଡ଼ିଗଲା ରାଜଧାନୀ ଚିତ୍ର: ଥୁଣ୍ଟା ହୋଇଯାଇଥିଲା ସବୁଜ ରାଜଧାନୀ, ରାଶନ ପାଇଁ ଲାଗିଥିଲା ୩୦ଦିନ

ଭୁବନେଶ୍ୱର, ୩।୫(ବ୍ୟୁରୋ): ଗତବର୍ଷ ମେ’ ୩ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ର ବିଶେଷ ପ୍ରଭାବ ଭୁବନେଶ୍ୱରରେ ପଡ଼ିଥିଲା। ଏହାଦ୍ୱାରା ବ୍ୟାପକ କ୍ଷୟକ୍ଷତି ମଧ୍ୟ ଘଟିଥିଲା। ଉଜୁଡ଼ି ଯାଇଥିଲା ରାଜଧାନୀର ଚିତ୍ର। ଲୋକେ ପାନୀୟ ଜଳଠାରୁ ଆରମ୍ଭ କରି ଗମନାଗମନ, ବିଦ୍ୟୁତ୍‌...

ରାଜ୍ୟର ୧୪ ସହରରେ କମିଛି ପ୍ରଦୂଷଣ: ଭୁବନେଶ୍ୱର, ବ୍ରହ୍ମପୁରରେ ସର୍ବାଧିକ ୬୦ ପ୍ରତିଶତ ହ୍ରାସ

ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି। କେତେକ ସହରର ବାୟୁର ଗୁଣବତ୍ତା ଭଲ ରହିଥିବାବେଳେ ଆଉ କେତେକ ସହରରେ ସନ୍ତୋଷଜନକ...

ଜୁଲାଇ ୧ରୁ ଖୋଲିବ ଇଞ୍ଜିନିୟରିଂ କଲେଜ: ବାକି ଥିବା ପରୀକ୍ଷା ସହ ନାମଲେଖା ନେଇ ଚିଠି

ଭୁବନେଶ୍ୱର, ୩।୫(ବ୍ୟୁରୋ): ଦେଶର ସମସ୍ତ ଇଞ୍ଜିନିୟରିଂ କଲେଜ ଓ ପ୍ରଫେସନାଲ ଏଜୁକେଶନ ଇନ୍‌ଷ୍ଟିଚ୍ୟୁଟ୍‌ ଆସନ୍ତା ଜୁଲାଇ ୧ରୁ ଖୋଲିବ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ ଫର୍‌ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ରଙ୍କ ପରୀକ୍ଷା ଓ ଶିକ୍ଷାବର୍ଷକୁ...

‘ଫନୀ’କୁ ବର୍ଷେ: ଉଜାଡ଼ି ଦେଇଥିଲା ୧୪ ଜିଲା

ଭୁବନେଶ୍ୱର,୩।୫(ବ୍ୟୁରୋ): ୨୦୧୯ ମେ ୩ ତାରିଖ ଶୁକ୍ରବାର। ଓଡ଼ିଶା ଉପକୂଳକୁ ମାଡ଼ିଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନୀ’। ସକାଳ ୮ଟାରେ ପୁରୀ ଉପକୂଳକୁ ଧକ୍କା ଦେଇ ଘଣ୍ଟାକୁ ୧୭୫ରୁ ୧୮୫ କି.ମି. ବେଗରେ ପବନ ସୁ ସୁ ଗର୍ଜନ କରି...

ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ...

ପ୍ରବାସୀ ଓଡ଼ିଆଙ୍କ ପାଇଁ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ: ଓଡ଼ିଶା ଆସୁଛନ୍ତି ୧୧୫୦ ଜଣ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ପାଇଁ ରାଜ୍ୟ ସରକାର ଏକ ନୂଆ ଅଭିଯାନ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ କରିଛନ୍ତି। ପ୍ରବାସୀଙ୍କୁ କିଭଳି ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଅଣାଯିବ ଏବଂ ନିଜ ପଞ୍ଚାୟତରେ ୧୪...

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ...

କଟକଣା କୋହଳ ପରେ ବାପୁଜିନଗରରେ ଖୋଲିଲା ଦୋକାନ, ମାଇକ୍‌ ଯୋଗେ ସଚେତନ କଲା ପୋଲିସ

ଭୁବନେଶ୍ୱର,୨।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଲକ୍‌ଡାଉନ୍‌ କଟକଣା କୋହଳ କରାଯିବା ପରେ ବାପୁଜିନଗରରେ କିଛି ଦୋକାନ ଖୋଲିଛି। ତେବେ ଏହି ଅଞ୍ଚଳରେ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ପୋଲିସ ପକ୍ଷରୁ ମାଇକ୍‌ ଯୋଗେ ପ୍ରଚାର କରାଯାଉଛି। ଦୋକାନରେ ବ୍ୟବସାୟୀ...

ସରକାରୀ କର୍ମଚାରୀଙ୍କ ପାଇଁ ବଦଳିଲା କ୍ରିଟିକାଲ-ପାର୍ସିଆଲି କ୍ରିଟିକାଲ୍‌ ବର୍ଗ: ରୋଷ୍ଟର ଡ୍ୟୁଟି କରିବେ କର୍ମଚାରୀ

ଭୁବନେଶ୍ୱର,୨।୫(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ କ୍ରିଟିକାଲ ଓ ପାର୍ସିଆଲି କ୍ରିଟିକାଲ୍‌ ବର୍ଗକୁ ବଦଳାଯାଇଛି। କ୍ରିଟିକାଲ ବର୍ଗରେ ୧୫ଟି ବିଭାଗ ରହିଛି। ସେହିଭଳି ପାର୍ସିଆଲି କ୍ରିଟିକାଲ ବର୍ଗରେ ଅନ୍ୟ ସମସ୍ତ ବିଭାଗ ରହିଛି। କୃଷି, ବାଣିଜ୍ୟ ପରିବହନ, ସମନ୍ବୟ, ଅବକାରୀ, ଏଫ୍‌...

ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି: ଗୁରୁତର ରୋଗୀଙ୍କୁ ନ ଫେରାଇବାକୁ ନିର୍ଦ୍ଦେଶ, ଖିଲାପକଲେ ରେଜିଷ୍ଟ୍ରେଶନ ରଦ୍ଦ

ଭୁବନେଶ୍ୱର,୨।୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଶନିବାର ଘରୋଇ ହସ୍ପିଟାଲଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ସେବା ଯୋଗାଇଦେବାରେ କିଛି ହସ୍ପିଟାଲ ଦ୍ୱିଧା ପ୍ରକାଶ କରୁଛନ୍ତି। ଏନେଇ ଅଭିଯୋଗ ଆସିବା ପରେ ରାଜ୍ୟର ବିଭିନ୍ନ ହସ୍ପିଟାଲ...

ଚିନ୍ତା ବଢ଼ାଉଛି ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନା ଯୋଗୁ ସାରା ଦେଶ ଓ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଶୁକ୍ରବାର କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଅବଧିକୁ ଆହୁରି ୨ ସପ୍ତାହ ଯାଏଁ ବୃଦ୍ଧି କରିଛନ୍ତି। ହେଲେ ଲକ୍‌ଡାଉନ ଜାରି ରହିଥିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri