ମେଟ୍ରୋ

ଚିନ୍ତା ବଢ଼ାଉଛି ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନା ଯୋଗୁ ସାରା ଦେଶ ଓ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଶୁକ୍ରବାର କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଅବଧିକୁ ଆହୁରି ୨ ସପ୍ତାହ ଯାଏଁ ବୃଦ୍ଧି କରିଛନ୍ତି। ହେଲେ ଲକ୍‌ଡାଉନ ଜାରି ରହିଥିଲେ...

୬ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟର ୬ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଶନିବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। ଆକ୍ରାନ୍ତ ନଂ ୧୨୩, ୧୨୪, ୧୨୫, ୧୨୬, ୧୨୭ ଏବଂ ୧୨୮ଙ୍କ ବିବରଣୀ ପ୍ରଦାନ କରାଯାଇଛି। ସେଥିରୁ...

ଦୁଇଦିନ ପରେ ‘ଫନୀ’କୁ ପୁରିବ ବର୍ଷେ: ଏବେ ଯାଏ ଭରିନାହିଁ କ୍ଷତ

ଭୁବନେଶ୍ୱର,୧।୫(ବ୍ୟୁରୋ): ବାତ୍ୟା ‘ଫନୀ’କୁ ବର୍ଷେ ପୁରିବାକୁ ଆଉ ଦୁଇ ଦିନ ବାକି। ୨୦୧୯ ମେ’ ୩ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହୋଇଥିଲା ଏହି ସାମୁଦ୍ରିକ ଝଡ଼। ବିଗତ ଦୁଇ ଦଶନ୍ଧି ମଧ୍ୟରେ ଦେଖାଯାଇଥିବା ପ୍ରାକୃତିକ ବିପର୍ଯ୍ୟୟଗୁଡ଼ିକ ମଧ୍ୟରୁ ‘ଫନୀ’...

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୪୯

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ...

ରାଜ୍ୟରେ ପ୍ରବେଶ ପୂର୍ବରୁ ହାତରେ ବାଜିବ ଷ୍ଟାମ୍ପ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଯେଉଁମାନେ ବାହାର ରାଜ୍ୟ ତଥା ଦେଶରୁ ଫେରିବେ ସେମାନଙ୍କ ପାଇଁ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ। ଓ୍ବେବସାଇଟ ଜରିଆରେ ଲୋକେ ରେଜିଷ୍ଟ୍ରେଶନ କରୁଛନ୍ତି। ଆସୁଥିବା ଲୋକେ ରାସ୍ତାରେ ବା ଟ୍ରେନ୍‌ରେ ଆସିପାରନ୍ତି। ରାସ୍ତାରେ ଆସୁଥିଲେ ସେଠାର ଜିଲା ଅଧିକାରୀଙ୍କ ପାସ୍‌...

ରାଜ୍ୟର ୪୮ ଲକ୍ଷ ହିତାଧିକାରୀଙ୍କୁ ମିଳିବ ୧୦୦ ଟଙ୍କା ଲେଖାଏ ଗ୍ରୀଷ୍ମକାଳୀନ ସହାୟତା

ଭୁବନେଶ୍ୱର, ୧।୫(ବ୍ୟୁରୋ): ମାସିକ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା। ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀ ଏହି ସୁବିଧା ପାଇବେ। ଏହି ହିତାଧିକାରୀମାନେ ପ୍ରତି ମାସରେ ୧୦୦ ଟଙ୍କା ଲେଖାଏ ପାଇବେ।...

ରାଜ୍ୟର ୧୪ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୫୫କୁ ବୃଦ୍ଧି

ଭୁବନେଶ୍ୱର,୧ା୫(ବ୍ୟୁରୋ): ରାଜ୍ୟରେ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ଜଣାଯାଇଛି। ଏମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାରୁ ଜଣେ, ଭୁବନେଶ୍ୱରରୁ ୩ଜଣ, ବାଲେଶ୍ୱରରୁ ୩ଜଣ ଏବଂ ଭଦ୍ରକରୁ...

୭ରୁ ସଂଗ୍ରହ ହେବ ଡାଲି, ତୈଳବୀଜ

ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୭ ତାରିଖରୁ ମାର୍କଫେଡ ଚାଷୀଙ୍କଠାରୁ ଡାଲି ଓ ତୈଳବୀଜ ସଂଗ୍ରହ କରିବ। କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ଥିରୀକୃତ ସର୍ବନିମ୍ନ ସହାୟକ ମୂଲ୍ୟଜ (ଏମ୍‌ଏସ୍‌ପି)ରେ ଚାଷୀମାନଙ୍କଠାରୁ ମୁଗ, ବିରି, ଚିନାବାଦାମ ଓ ସୂର୍ଯ୍ୟମୁଖୀ ମଞ୍ଜି କ୍ରୟ କରାଯିବ। ଚଳିତ...

ଲକ୍‌ଡାଉନ କଟକଣା କୋହଳ: ଜନଜାତିଙ୍କ ଜୀବିକା ସୁରକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୧।୫(ବ୍ୟୁରୋ): କୋଭିଡ୍‌-୧୯ରେ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ ଜନଜାତି ଏବଂ ଅନ୍ୟମାନଙ୍କ ଜୀବନଜୀବିକାକୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶେଷ ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନର୍ସରୀ ଚାରା ପ୍ରସ୍ତୁତି...

କମିଶନରେଟ ପୋଲିସର ନୂଆ କଟକଣା: ନିୟମ ନ ମାନିଲେ ଦୋକାନୀ, ଗ୍ରାହକ ଗଣିବେ ୫ଶହ ଜରିମାନା

ଭୁବନେଶ୍ୱର,୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ କଟକ ଓ ଭୁବନେଶ୍ୱରରେ କେତେକ ନିର୍ଦ୍ଦିଷ୍ଟ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଦୋକାନଗୁଡିକରେ ସାମାଜିକ ଦୂରତ୍ୱ ବଜାୟ ସହ ଅନ୍ୟସବୁ ନିୟମ ପାଳନ ଉପରେ ଗୁରୁତ୍ୱ ଦେଇ ଗୁରୁବାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି...

ଗୋଟିଏ ସ୍ଥାନରେ ୫ରୁ ଅଧିକ ଦୋକାନ ଥିଲେ ମିଳିବନି ଅନୁମତି

ଭୁବନେଶ୍ୱର,୧।୫(ବ୍ୟୁରୋ): ଦୋକାନ ଖୋଲିବା ନେଇ ବାରମ୍ବାର ଗାଇଡ୍‌ଲାଇନ୍‌ ଓ କଟକଣା ଲାଗୁ କରାଯାଉଥିବାରୁ ବ୍ୟବସାୟୀମାନେ ଦ୍ୱନ୍ଦ୍ୱରେ ପଡୁଛନ୍ତି। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏହି ଦ୍ୱନ୍ଦ୍ୱକୁ ଦୂର କରି କହିଛନ୍ତି, ଭୁବନେଶ୍ୱରରେ ସମସ୍ତ ଅତ୍ୟାବଶ୍ୟକ...

ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଅନ୍ୟ ରାଜ୍ୟରେ ଅଟକିଥିବା ଶ୍ରମିକମାନେ ଖାଇବା, ରହିବା ଏବଂ କାମ କରିବାର ସୁବିଧା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri