ମେଟ୍ରୋ

ଫନୀରେ ଓଡ଼ିଶା ସହ ଛିଡ଼ାହେବାକୁ କହିଥିଲେ ସୁଶାନ୍ତ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ‘ଏମ୍‌.ଏସ୍‌. ଧୋନୀ’ ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ଯୁବ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କୁ ଆଜି ସମସ୍ତେ ଝୁରୁଛନ୍ତି। ରିଲ୍‌ ଲାଇଫରେ ଜଣେ ସାଦାସିଧା ଯୁବକଭାବେ ଅଧିକାଂଶ ଫିଲ୍ମରେ...

ଖୁବ୍‌ଶୀଘ୍ର ପୁରୀ, କୋଣାର୍କକୁ ଗଡ଼ିବ ମୋ ବସ୍‌

ଭୁବନେଶ୍ୱର, ୧୪ା୬ (ବ୍ୟୁରୋ)- ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଭାୟା ପିପିଲି ଦେଇ ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହେବ। ଏନେଇ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ କେବଳ...

୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୪।୬(ବ୍ୟୁରୋ)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳ ବର୍ଷା ଓ ଆଉ କିଛି...

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ରବିବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ଖବର ଏକପ୍ରକାର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୁଶାନ୍ତଙ୍କ ମୃତ୍ୟୁରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌...

ୟୁଏଇରୁ ଫେରିଲେ ୨୧୫ ପ୍ରବାସୀ ଓଡିଆ

ଭୁବନେଶ୍ୱର,୧୪।୬(ବ୍ୟୁରୋ)-ୟୁଏଇର ସାରଜାହା ବିମାନ ବନ୍ଦରରୁ ୨୧୫ ଜଣ ପ୍ରବାସୀ ଓଡିଆଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ରବିବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ବିମାନରେ ଥିବା ସମସ୍ତ ଯାତ୍ରୀଙ୍କୁ କ୍ୱାରାଣ୍ଟାଇନରେ ରଖାଯିବ। ମହାମାରୀ କରୋନା ଭାଇରସ ପାଇଁ ଦେଶରେ ଲାଗୁ ହୋଇଥିବା...

ଭୁବନେଶ୍ୱରରେ ଆଉ ୧୬ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ରବିବାର ଭୁବନେଶ୍ୱରରେ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ...

ଭୁବନେଶ୍ୱରରେ ପହଞ୍ଚିଲେ ବିଜୟ ମହାନ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଲିଉଡ ଅଭିନେତା ବିଜୟ ମହାନ୍ତି ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ପହଞ୍ଚିଛନ୍ତି। ଦୀର୍ଘ ୨୨ ଘଣ୍ଟାର ଯାତ୍ରା କରି ବିଜୟ ପହଞ୍ଚିଥିବା ସୂଚନା ମିଳିଛି। ପ୍ରକାଶ ଯେ,...

ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ)-ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ରାଜ୍ୟର ସମସ୍ତ ଜିଲାକୁ ଛୁଇଁଛି। ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଉପକୂଳ ଓଡ଼ିଶାରେ ରହିଛି। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା...

ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ  

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ...

ଭୁବନେଶ୍ୱରରେ ପାଳନ ହେବନି ରଜ

ଭୁବନେଶ୍ୱର, ୧୨ା୬ (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼ ଳଗାଉଛନ୍ତି। ବିଏମ୍‌ସି କର୍ତ୍ତୃପକ୍ଷ ଭିଡ଼ ନିୟନ୍ତ୍ରଣ କରିବା ସହ ଗହଳି ସ୍ଥାନକୁ...

ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ

ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ କରାୟତ କରିସାରିଛି। ଭାରତରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାବେଳେ ଆକ୍ରାନ୍ତଙ୍କ...

କ୍ୱାରାଣ୍ଟାଇନ୍‌ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ସରକାର

ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍‌ସି ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ତେବେ ଏହି ସେଣ୍ଟରଗୁଡ଼ିକରେ ହୋଇଥିବା ଖର୍ଚ୍ଚର ହିସାବ ମାଗିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri