ମେଟ୍ରୋ

ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା: ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ସାଧାରଣ ଜନତା, ସରକାରୀ ଅଧିକାରୀଙ୍କ ଉପରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନାର ମୁକାବିଲା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ସଚେତନତା ସତ୍ତ୍ୱେ ଅନେକେ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଥାନାଧିକାରୀଙ୍କୁ...

ବୁଲା ପ୍ରାଣୀଙ୍କ ଖାଇବା ଲାଗି ସରକାର ଖର୍ଚ୍ଚ କରିବେ ୮୦ଲକ୍ଷ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାସ୍ତାରେ ବୁଲୁଥିବା କୁକୁର ଏବଂ ଅନ୍ୟ ପ୍ରାଣୀମାନଙ୍କ ଖାଇବା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ଆଣି ଲକ୍‌ଡାଉନ ସମୟ ଶେଷ ହେବା ପର୍ଯ୍ୟନ୍ତ ବୁଲା ପଶୁଙ୍କୁ ଖାଦ୍ୟ ପ୍ରଦାନ...

ସୀମିତ ଖଣ୍ଡପୀଠରେ କାର୍ଯ୍ୟକରିବ ହାଇକୋର୍ଟ

କଟକ ଅଫିସ୍‌,୧୭ା୪: କେନ୍ଦ୍ର ସରକାରଙ୍କ ତରଫରୁ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ସୀମିତ ଖଣ୍ଡପୀଠରେ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରାଯିବ ବୋଲି ହାଇକୋର୍ଟଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ ୧...

ବାହାରେ ଫସିଥିବା ଶ୍ରମିକଙ୍କ ପରିବାରକୁ ସହାୟତା ଦିଆଯାଉ: ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଦେଶର ବିଭିନ୍ନ ସ୍ଥାନରେ ଓଡ଼ିଆ ଶ୍ରମିକ ଫସି ରହିଛନ୍ତି। ରେଳ ଚଳାଚଳ ଏବଂ ବେସରକାରୀ ପରିବହନ ବନ୍ଦ ରହିଥିବାରୁ ସେମାନେ ବର୍ତ୍ତମାନ ରାଜ୍ୟକୁ ଫେରିବା ସମ୍ଭବ...

‘ଟିକ୍‌ ମି’ ଆପ୍‌ ଦ୍ୱାରା ମିଳିବ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଲୋକେ ଘରେ ରହିଛନ୍ତି। ସେମାନଙ୍କର ଯେପରି ସମସ୍ୟା ନ ଉପୁଜିବ ସେଥିପାଇଁ ଅନ୍‌ଲାଇନ୍‌ ଓ ହୋମ୍‌ ଡେଲିଭରି ସେବାକୁ ଅନୁମତି ଦେଇଛନ୍ତି ସରକାର। ଖୁବ୍‌ଶୀଘ୍ର ‘ଟିକ୍‌ ମି’ ମୋବାଇଲ୍‌ ଆପ୍‌ ମାଧ୍ୟମରେ ଅତ୍ୟାବଶ୍ୟକ ସେବା ପ୍ରଦାନ...

ଭୁବନେଶ୍ୱରରେ ବଢ଼ିବ ପରୀକ୍ଷଣ ସୁବିଧା: ସଂଗ୍ରହ ହେବ ଇଚ୍ଛୁକ ବ୍ୟକ୍ତିଙ୍କ ନମୁନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ଲୋକଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଇଚ୍ଛୁକ ବ୍ୟକ୍ତିଙ୍କର ନମୁନା ସଂଗ୍ରହ କରାଯିବ। ସ୍ବାସ୍ଥ୍ୟ ପରୀକ୍ଷା ଓ ନମୁନା ପରୀକ୍ଷଣ ପାଇଁ ଭୁବନେଶ୍ୱର ଜନସାଧାରଣଙ୍କ ପକ୍ଷରୁ ବହୁ ଅନୁରୋଧ ଆସିବା ପରେ ଗୁରୁବାର ଭୁବନେଶ୍ୱର...

କଳାକାରଙ୍କ ଉପରେ କରୋନା ଚଡ଼କ: ସବୁ ଉପାର୍ଜନବାଟ ବନ୍ଦ

ଭୁବନେଶ୍ୱର, ୧୭ା୪(ବ୍ୟୁରୋ): କଳାକାରଙ୍କ ଉପରେ କରୋନା ଚଡ଼କ। ଲକ୍‌ଡାଉନ୍‌ ପାଇଁ ଉପାର୍ଜନର ସବୁ ବାଟ ବନ୍ଦ ହୋଇଯାଇଥିବାରୁ ରାଜ୍ୟର ହଜାର ହଜାର କଳାକାର ଏବେ ନାନା ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ନା ସେମାନଙ୍କ ହାତରେ କାମ ଅଛି ନା ପେଟ...

ବନ୍ୟପ୍ରାଣୀ, ବନ କର୍ମଚାରୀଙ୍କ ସୁରକ୍ଷା ଚିନ୍ତା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଓ କରୋନା କଟକଣାରୁ ମୁକ୍ତ ରହିଛି ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟ। ତେବେ ସଂକ୍ରମଣ ଭୟ ଥିବାରୁ ଚିନ୍ତା ବଢ଼ିଛି। କୋଭିଡ୍‌-୧୯ ଦ୍ୱାରା ସବୁକିଛି ପ୍ରଭାବିତ ହୋଇଥିବାବେଳେ ଏହି ମହାମାରୀର ମୁକାବିଲା ପାଇଁ ବିଭାଗୀୟ...

ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବ୍ୟବହାର ପାଇଁ ଡାକ୍ତରୀ ପରାମର୍ଶ ଜରୁରୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କୋଭିଡ୍‌-୧୯ ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ (ଏଚ୍‌ସିକ୍ୟୁ) ପରି ଔଷଧ ବାବଦରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଡାକ୍ତରଙ୍କ ବିନା ପରାମର୍ଶରେ ଏହି ଔଷଧ ବ୍ୟବହାର ନ କରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟ ସରକାରଙ୍କ ମୁଖପାତ୍ର(କୋଭିଡ୍‌-୧୯)...

କଣ୍ଟେନ୍‌ମେଣ୍ଟ ଜୋନ୍‌ ଲାଗି ନୂଆ ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ଲାଗି ନିର୍ଦ୍ଦିଷ୍ଟ ଅଞ୍ଚଳରେ ହେଉଥିବା କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିର୍ଦ୍ଦିଷ୍ଟ ଅଞ୍ଚଳରେ ସମ୍ଭାବ୍ୟ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା କଣ୍ଟେନମେଣ୍ଟ ଜୋନ୍‌କୁ ସମ୍ପୂର୍ଣ୍ଣ ବ୍ୟାରିକେଡ୍‌ କରାଯାଇ ପ୍ରବେଶ...

ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କହିଛନ୍ତି ଯେ, ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ। ଦିନକ ପୂର୍ବରୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ରାଜ୍ୟ ସରକାରଙ୍କ ନିକଟରେ କରିଥିବା...

୨୦ ଯାଏ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୩୯ରୁ ୪୧ ଡିଗ୍ରୀ ସେଲସିୟସ୍‌କୁ ଟପିଯାଇଛି। କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗୀରର ସର୍ବୋଚ୍ଚ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri