ମେଟ୍ରୋ

ପିଡିଏସ୍‌ ସାମଗ୍ରୀ ବିକ୍ରି ବେଳେ ଠକିଥିବା ଅଭିଯୋଗ: ଟୁଇଟର ଅଭିଯୋଗ ଉପରେ ଯୋଗାଣ ବିଭାଗ ପକ୍ଷରୁ ଏକାଧିକ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମୁକାବିଲା ସ୍ବରୂପ ହିତାଧିକାରୀଙ୍କ ନିକଟରେ ଆବଶ୍ୟକ ସାମଗ୍ରୀ ପହଞ୍ଚାଯିବା ଉପରେ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଲକ୍‌ଡାଉନ କାରଣରୁ ସାଧାରଣ ଲୋକେ ଯେପରି ଅସୁବିଧା ନ ଭୋଗନ୍ତି, ସେଥିପ୍ରତି ରାଜ୍ୟସ୍ତରରୁ ବ୍ଲକସ୍ତରୀୟ ମନିଟରିଂ ହେଉଛି।...

ସୂର୍ଯ୍ୟନଗର ଆବଦ୍ଧାଞ୍ଚଳରେ ବଳବତ୍ତର ରହିଲା କଟକଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜଧାନୀ ସୂର୍ଯ୍ୟନଗରରେ ଆବଦ୍ଧାଞ୍ଚଳ କଟକଣା ବଳବତ୍ତର ରହିଛି। ବିଏମ୍‌ସି ଦ୍ୱାରା ଜାରି କରାଯାଇଥିବା ପରିବର୍ତ୍ତିତ ବିଜ୍ଞପ୍ତିରେ ବୁଧବାର ଏହା ପ୍ରକାଶ ପାଇଛି। ସମ୍ପୃକ୍ତ ଅଞ୍ଚଳର ମୁଖ୍ୟ ରାସ୍ତାରୁ ସମସ୍ତ ବ୍ୟାରିକେଟ ହଟାଇ ଦିଆଯାଇଛି। ହେଲେ ସୂର୍ଯ୍ୟନଗରର ଆଭ୍ୟନ୍ତରୀଣ...

ନିରାଡମ୍ବରରେ ପାଳିତ ହେବ ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧବାର୍ଷିକୀ, ଜାରି ରହିବ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି। ଏହାକୁ ଦୃଷ୍ଟିରେ...

ଖୁବ୍‌ଶୀଘ୍ର ଆରମ୍ଭ ହେବ କେନ୍ଦୁପତ୍ର, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ

ଭୁବନେଶ୍ୱର,୧୫।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ ବଳବତ୍ତର ରହିଛି। ହେଲେ ଏହାଯୋଗୁ ବିଭିନ୍ନ ଅର୍ଥନୈତିକ କାରବାର ବାଧାପ୍ରାପ୍ତ ହୋଇଛି। ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା କୃଷିଶ୍ରମିକ ଏବଂ ସହାୟକ ପ୍ରଭାବିତ ହୋଇଛନ୍ତି। ହେଲେ ସାଧାରଣ...

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମକୁ...

ଦୃଶ୍ୟମାନ ହେବ ୪ ଗ୍ରହ ମିଳନର ବିରଳ ଦୃଶ୍ୟ

ଭୁବନେଶ୍ୱର, ୧୫ା୪(ବ୍ୟୁରୋ): ଆକାଶରେ ୫ଦିନ ଧରି ଦେଖିବାକୁ ମିଳିବ ୪ ଗ୍ରହଙ୍କ ମିଳନର ବିରଳ ଦୃଶ୍ୟ। ୧୫, ୧୬, ୧୭ ତାରିଖରେ କ୍ରମାନ୍ବୟରେ ବୃହସ୍ପତି, ଶନି ଓ ମଙ୍ଗଳ ଗ୍ରହ ଚନ୍ଦ୍ରର ନିକଟତର ହେବେ। ପାଖାପାଖି ରହି ପ୍ରତିଦିନ ଭୋର୍‌...

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଖଟି ଠାବ କରିବ ଡ୍ରୋନ୍‌

ଭୁବନେଶ୍ୱର,୧୫ା୪ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ରାଜଧାନୀର ୩ଟି ଅଞ୍ଚଳ ଯଥା ସତ୍ୟନଗର,ବମିଖାଲ ଓ ସୂର୍ଯ୍ୟନଗରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛି।...

ଚିତ୍ର, ସ୍ଥାପତ୍ୟ କରୁଛି ସଚେତନ

ଭୁବନେଶ୍ୱର, ୧୫ା୪(ବ୍ୟୁରୋ): ଘରୁ ବାହାରକୁ ବାହାରିଲେ ବିପଦ। ‘ଘରେ ରୁହ… ସୁରକ୍ଷିତ ରୁହ’ର ବାର୍ତ୍ତା ଦେଇ ସଚେତନ କରୁଛି ଚିତ୍ର ଓ ସ୍ଥାପତ୍ୟ। ରାଜ୍ୟର ସର୍ବାଧିକ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବାରୁ ସହରବାସୀଙ୍କୁ ଏନେଇ ସଚେତନ କରିବାକୁ ଏଭଳି...

ବିଗିଡ଼ିଲାଣି କର୍କଟ ରୋଗୀଙ୍କ ସ୍ଥିତି

ଅସମାପିକା ସାହୁ ଭୁବନେଶ୍ୱର, ୧୫।୪(ବ୍ୟୁରୋ):  ମହାମାରୀ କରୋନା ଆତଙ୍କ ଥମିବାର ନାଁ ଧରୁନି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଏହାର ମୁକାବିଲା ବଡ଼ ଚ୍ୟାଲେଞ୍ଜ ହୋଇଛି। ଏପରି ସ୍ଥଳେ ସରକାର, ସ୍ବାସ୍ଥ୍ୟ ବିଭାଗଠାରୁ ଆରମ୍ଭ କରି ଡାକ୍ତର,...

ସରକାରଙ୍କ ତଥ୍ୟ ଭେଳିକି, ଭୟରେ ଜନତା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଉଛି। ଏପରିକି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଏବଂ ଓ୍ବେବ୍‌ସାଇଟ ଯୋଗେ...

ପର୍ଯ୍ୟଟନ, ହୋଟେଲ ଶିଳ୍ପକୁ ବଡ଼ ଝଟକା

ଭୁବନେଶ୍ୱର, ୧୫ା୪(ବ୍ୟୁରୋ): କରୋନା ଯୋଗୁ ବିପୁଳ କ୍ଷତି ସହିଥିବା ରାଜ୍ୟର ହୋଟେଲ ଏବଂ ଟ୍ରାଭେଲ ଟ୍ରେଡ୍‌ ଇଣ୍ଡଷ୍ଟ୍ରି ଆଗାମୀ ଦିନରେ ଆହୁରି କ୍ଷତିଗସ୍ତ ହେବା ଆଶଙ୍କା କରାଯାଉଛି। ଲକ୍‌ଡାଉନ୍‌ ଯୋଗୁ ହୋଟେଲ ଶିଳ୍ପକୁ ବଡ଼ ଝଟ୍‌କା ଲାଗିଛି। ସେହିପରି ଫନୀ...

ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଉଠିଯାଉଛି। ତାତି ଆହୁୁରି କଲବଲ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri