ମେଟ୍ରୋ

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ମୁହଁ ଖୋଲିଲେ ଦାମଙ୍କ ପୁଅ ସମ୍ବିତ, ହାରିବା ନେଇ କହିଲେ ଏହି ବଡ଼ କଥା

ଭୁବନେଶ୍ୱର,୭ା୭: ପାରାଦୀପର ପୂର୍ବତନ ବିଧାୟକ ତଥା ବିଜେଡି ନେତା ସମ୍ବିତ ରାଉତରାୟ ନିର୍ବାଚନର ମାସକ ପରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ନବୀନ ହାରିନାହାନ୍ତି, ତାଙ୍କୁ ସୁଚିନ୍ତିତ ଭାବେ ହରାଇ ଦିଆଯାଇଛି। ‘ଢୋଲ ଭିତରେ ମୂଷା ରହିଲେ, ମୂଷା କିଏ...

ବାର୍‌ ମାଲିକଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୭ା୭: ବାର୍‌ ମାଲିକ ସତ୍ୟ ମହାନ୍ତିଙ୍କୁ ରବିବାର ଲକ୍ଷ୍ମୀସାଗର ପୋଲିସ ଗିରଫ କରିଛି। ‘ରେନ୍‌ ଦ କ୍ଲବ୍‌’ର ମାଲିକ ସତ୍ୟଙ୍କ ନାମରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ଲକ୍ଷ୍ମୀସାଗର...

ପୁରୀରେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପୁରୀ ଅଭିମୁଖେ ଯାଇଛନ୍ତି । ସେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିଛନ୍ତି। ପରେ ସେଠାରୁ ସୁରକ୍ଷା ବଳୟ ଭିତରେ ଯାଇ ବଡଦାଣ୍ଡରେ ପହଞ୍ଚିବେ । ଏ ନେଇ...

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓ ରାଜ୍ୟପାଳ...

ରଥ ପଥ ଜଗନ୍ନାଥ…

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ରବିବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାଯତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରନତ୍ସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ...

ବାଲୁଖଣ୍ଡରେ ହେବ ସଫାରି

ଭୁବନେଶ୍ୱର,୭ା୭(ଅସମାପିକା ସାହୁ)ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଜଙ୍ଗଲ ସଫାରି ହେବ। ପର୍ଯ୍ୟଟକଙ୍କୁ ଜଙ୍ଗଲ ବୁଲିବାର ଅନୁଭୂତି ମିଳିବ। ଅକ୍ଟୋବରରୁ ଏହି କାର୍ଯ୍ୟ ଆରମ୍ଭ ହେବ ବୋଲି ଶନିବାର ବନ୍ୟପ୍ରାଣୀ ପିସିସିଏଫ୍‌ ସୁଶାନ୍ତ ନନ୍ଦ କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିଭିନ୍ନ ସ୍ଥାନରେ...

କଟକରୁ ପୁରୀ ଗଡ଼ିବ ୨୦୦ ବସ୍‌

କଟକ,୭ା୭ (କାର୍ତ୍ତିକ ସାହୁ)ପୁରୀ ରଥଯାତ୍ରାକୁ ଯାତ୍ରୀ ପରିବହନ ପାଇଁ କଟକରୁ ପ୍ରାୟ ୨୦୦ ବସ୍‌ ଗଡ଼ିବ। କଟକ ନେତାଜୀ ବସ୍‌ ଟର୍ମିନାଲ(ସିଏନ୍‌ବିଟି)ରୁ ବସ୍‌ଗୁଡ଼ିକ ଯାତ୍ରୀ ନେଇ ପୁରୀ ଅଭିମୁଖେ ଯାତ୍ରା କରିବେ। ରଥଯାତ୍ରାରେ ପୁରୀକୁ ଯାତ୍ରୀ ପରିବହନ ପାଇଁ ସିଏନ୍‌ବିଟିରେ...

ଚାଣକ୍ୟ ହସ୍ପିଟାଲ ସିଲ୍‌

କଟକ,୭ା୭(ଶିଳ୍ପା ପ୍ରିୟଦର୍ଶିନୀ)କଟକ ରାଣୀହାଟ ଅଞ୍ଚଳରେ ଥିବା ଚାଣକ୍ୟ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି। ଜାତୀୟ ମାନବାଧିକାର କମିଶନ୍‌(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ହସ୍ପିଟାଲରେ ଚଢ଼ାଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ କରାଯାଇଥିଲା।...

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା)ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶନିବାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ତାଳଚେରରେ ୪୩.୦ ମି.ମି., ବୌଦ୍ଧରେ ୩୧.୦ ଓ ନୟାଗଡ଼ରେ ୩୦.୦ ମିମି ବର୍ଷା ହୋଇଛି। ଏହା...

ରଥଯାତ୍ରାବେଳେ ବିପଦପୂର୍ଣ୍ଣ ରେଳଯାତ୍ରାକୁ ବାରଣ

ଭୁବନେଶ୍ୱର,୭।୭(ଅନୁରାଧା ମହାରଣା)ରଥଯାତ୍ରା ମହୋତ୍ସବ ସମୟରେ ଟ୍ରେନ୍‌ଗୁଡିକରେ ମାତ୍ରାଧିକ ଭିଡ଼ ହୋଇଥାଏ। ବିଶେଷକରି ପୁରୀ ଷ୍ଟେଶନରେ ଅତ୍ୟଧିକ ଭିଡ଼ ରହିଥାଏ। ଲୋକେ ବିପଦପୂର୍ଣ୍ଣ ଭାବେ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରୀ ସଚେତନା...

ଆବଶ୍ୟକ ହେଲେ ତାଲା ଭାଙ୍ଗିବୁ

ପୁରୀ,୭ା୭(ଅଜିତ୍‌ କୁମାର ମହାନ୍ତି)ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ବିଚାରପତି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri