ମେଟ୍ରୋ

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପରାମର୍ଶ: ୩୦ ଯାଏ ଜାରି ରହୁ ଲକ୍‌ଡାଉନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଅନୁପାଳନ ହେବା ଆବଶ୍ୟକ। ଏଥିପାଇଁ ଲକ୍‌ଡାଉନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ କରୋନା ଭୂତାଣୁ ସଂକ୍ରମଣ ଓ ଏହାର କୁପ୍ରଭାବକୁ ହ୍ରାସ କରିବା ପାଇଁ ଲକ୍‌ଡାଉନ ଅବଧି ବୃଦ୍ଧି...

ପୁଣି ୪ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୪

ଭୁବନେଶ୍ୱର,୧୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୪କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଁଚିଛି।ଶନିବାର ୪ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ବିଷୟରେ ସବିଶେଷ...

ଏଯାବତ୍‌ ୧୨ କରୋନା ଆକ୍ରାନ୍ତ ହୋଇଛନ୍ତି ସୁସ୍ଥ, ଆଗାମୀ ଦିନରେ ଅନ୍ୟ ରୋଗୀ ସୁସ୍ଥ ହେବା ଆଶା : ଶାଳିନୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶାଳିନୀ ପଣ୍ଡିତ ଶନିବାର ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ପାଇଁ ଶୁଭ ସୂଚନା ହେଉଛି, ୧୦ଜଣ କୋଭିଡ୍‌-୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ...

କରୋନା କବଳରେ ବିଶ୍ୱର ୨୧୦ ଦେଶ : ଲକ୍ଷେ ଟପିଲା ମୃତ୍ୟୁ ସଂଖ୍ୟା, ସଂକ୍ରମିତ ମାମଲାରେ ଭାରତର ସ୍ଥାନ ୨୧

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶନିବାର ମଧ୍ୟ ଜନସାଧାରଣଙ୍କୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରି କହିଛନ୍ତି, ଆଜି ପର୍ଯ୍ୟନ୍ତ...

୩ ଜୋନ୍‌ର ୫୯୧ ଦୋକାନରେ ଉପଲବ୍ଧ ଅତ୍ୟବଶ୍ୟକ ସାମଗ୍ରୀ: ବିଏମ୍‌ସି

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଭୁବନେଶ୍ୱରର ୩ ଜୋନ ଦକ୍ଷିଣ ପୂର୍ବ, ଦକ୍ଷିଣ ପଶ୍ଚିମ ଓ ଉତ୍ତର ଜୋନ୍‌ରେ ୫୯୧ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିଛି। ସମ୍ପୃକ୍ତ ଦୋକାନରୁ ରାସନ, କ୍ଷୀର ଓ ଅନ୍ୟ ଆବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯାଇଛି। ସମ୍ପୃକ୍ତ ବ୍ୟବସାୟୀଙ୍କ ଟ୍ରେଡ୍‌ଲାଇସେନ୍ସ...

କରୋନା ସହାୟତାରୁ ବଞ୍ଚିତ ୧୧ ହଜାର ଉଠାଦୋକାନୀ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ୍‌ ପାଇଁ ପ୍ରତ୍ୟେକ ଉଠାଦୋକାନୀଙ୍କୁ ୩ ହଜାର ଟଙ୍କା ଲେଖାଏଁ କରୋନା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ଏବେ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ୧୧ ହଜାରରୁ ଉର୍ଦ୍ଧ୍ୱ ଉଠାଦୋକାନୀଙ୍କୁ ସହାୟତା ବଣ୍ଟନ ହୋଇଥିବା...

ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି ଦୁଇଜଣ ୟୁନିଟ୍‌-୪ ମଧୁସୂଦନ ନଗର ଅଞ୍ଚଳରେ ଥିବା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ଏମାନଙ୍କ...

‘ମୋ ବସ୍‌’ର ସାହାରା ନେଲା ବିଏମ୍‌ସି: ରାଜଧାନୀର ସିଲ୍‌ ଅଞ୍ଚଳରେ ଯୋଗାଇବ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀର ସିଲ୍‌ ହୋଇଥିବା ଅଞ୍ଚଳରେ ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରାଯାଉଛି। ଶନିବାରଠାରୁ ମୋ ବସ୍‌ରେ ଏହି ସାମଗ୍ରୀ ଅଣାଯିବା ନେଇ ସ୍ଥିର ହୋଇଛି। ପ୍ରତି ସିଲ୍‌ ଅଞ୍ଚଳକୁ ଦିନକୁ ୨ ଥର ସକାଳେ ଓ ସନ୍ଧ୍ୟାରେ...

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି ୫ମ ପର୍ଯ୍ୟାୟ ରଥକାଠ। ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜ୍‌ରୁ ୨ଟି ଟ୍ରକ ଯୋଗେ...

ଭୁବନେଶ୍ୱରର ୫ଟି ସ୍କୁଲରେ ସ୍ବାବ୍‌ ନମୂନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର,୧୧।୪(ବ୍ୟୁରୋ): କରୋନା (କୋଭିଡ-୧୯) ଟେଷ୍ଟ ପାଇଁ ଶନିବାରଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ ଆରମ୍ଭ ହୋଇଛି ସ୍ବାବ୍‌ ନମୁନା ସଂଗ୍ରହ ପ୍ରକ୍ରିୟା। ରାଜଧାନୀର ୫ଟି ସ୍କୁଲରେ ମେଡିକାଲ ଟିମ୍‌ ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରୁଛନ୍ତି। ସକାଳ ୯ଟାରୁ ମଧ୍ୟାହ୍ନ ୧୨...

ପରିବା ବେପାରୀଙ୍କୁ କରୋନା ଭୟ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କଟକ ଓ ଭୁବନେଶ୍ୱରେ ପନିପରିବା ଦର ହୁ ହୁ ହୋଇ ବଢୁଛି। ୪୦ଟଙ୍କା ତଳକୁୁ କାୈଣସି ପନିପରିବା ମିଳୁ ନାହିଁ। ଆଳୁ ପିଆଜଠାରୁ ଆରମ୍ଭ କରି ଅଦା, ରସୁଣ, ପନିପରିବା ସବୁ କିଛି ମହଙ୍ଗା ହୋଇଛି। ଅଦା...

ମାସ୍କ ନାହିଁ ତ ପେଟ୍ରୋଲ ନାହିଁ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର କଟକଣା ଲଗାଉଛନ୍ତି। ଏପରି କି ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ମଧ୍ୟ ମାସ୍କ ପିନ୍ଧିବା ସରକାର ବାଧ୍ୟତାମୂଳକ କରିଛନ୍ତି। ଯେଉଁମାନେ ମାସ୍କ ନ ପିନ୍ଧି ଘରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri