ମେଟ୍ରୋ

ଭଙ୍ଗା ହୃଦୟରେ ମୋହନଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। ଏକ ଲମ୍ବା ଚିଠିରେ ଏହି ଘଟଣା ତାଙ୍କ ହୃଦୟକୁ କଷ୍ଟ ଦେଇଥିବା ନବୀନ...

ଫୋନ୍ ନେଇ ଶ୍ରୀମନ୍ଦିର ଭିତରେ ଫଟୋ ଉଠାଉଛନ୍ତି ଭକ୍ତ, ହାତ ଟେକି ଦେଇଛି ଶ୍ରୀମନ୍ଦିର ପୋଲିସ

ପୁରୀ,୧୧।୭: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ଢିଲା ହୋଇଛି ସୁରକ୍ଷା ବ୍ୟବସ୍ଥା। ଏକସଙ୍ଗେ ଚାରିପଟ ଦେଇ ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁଥିବା ବେଳେ ସୁରକ୍ଷା ତ୍ରୁଟି ପାଇଁ ସାଙ୍ଗରେ ମୋବାଇଲ ନେଇ ଫଟୋ ଉଠାଉଛନ୍ତି। ଯାହା ଶ୍ରୀମନ୍ଦିର ତଥା...

ଜଗନ୍ନାଥଙ୍କ ଭଜନ ଗାଉ ଗାଉ ଟଳିପଡ଼ିଲେ ଅତିରିକ୍ତ ଜିଲାପାଳ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୭: ଗଜପତି ଜିଲା ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତଃ ଦାସ ଜଣେ ନିଷ୍ଠାପର, ଦାୟିତ୍ୱ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ...

ପ୍ରେସ୍‌କ୍ରିପ୍‌ଶନରେ ରହୁନି ଡାକ୍ତରଙ୍କ ସ୍ପଷ୍ଟ ଅକ୍ଷର

କଟକ,୧୧ା୭(ଶିଳ୍ପା ପ୍ରିୟଦର୍ଶିନୀ)ବିଭିନ୍ନ ହସ୍ପିଟାଲରେ ଡାକ୍ତରମାନେ ସ୍ପଷ୍ଟ ଓ ବଡ଼ ଅକ୍ଷରରେ ପ୍ରେସ୍‌କ୍ରିପ୍‌ଶନ୍‌ ଲେଖିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ହେଲେ ଏହାକୁ ଏସ୍‌ସିବି ମେଡିକାଲ ସମେତ ଅନ୍ୟାନ୍ୟ ସରକାରୀ ଓ ଘରୋଇ ହସ୍ପିଟାଲରେ ପାଳନ...

ନିଯୁକ୍ତ ହେବେ ୧୮,୭୮୮ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୧୧ା୭(ଅନିଲ ଦାସ): ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକରେ ୧୯ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିିିଳିବ। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଦ୍ୱାରା ୧୮,୭୮୮ ପ୍ରାର୍ଥୀଙ୍କ ଚୟନ ତାଲିକା ପ୍ରକାଶ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଏକ...

ନଗର ଉନ୍ନୟନ ବିଭାଗରୁ ମାଥିଭାଥାନନ, କ୍ରୀଡ଼ା ବିଭାଗରୁ ଭିନିଲକ୍ରିଷ୍ଣାଙ୍କୁ ହଟାଇଲେ

ଭୁବନେଶ୍ୱର,୧୧ା୭ (ଅନିଲ ଦାସ) ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଫେରିଥିବା ଭାଜପା ସରକାର ଆଇଏଏସ୍‌ ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଇଏଏସ୍‌ ଅଫିସର...

ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି

ଭୁବନେଶ୍ୱର,୧୧ା୭(ଅନିଲ ଦାସ)ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ୨୦୦ କୋଟି ଟଙ୍କାର ଏକ ସ୍ବତନ୍ତ୍ର ପାଣ୍ଠି(କର୍ପସ ଫଣ୍ଡ) ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦିଆଯାଇଥିବା ଏହି...

ଭାଜପା ସରକାରରେ ଆଇଏଏସ ସ୍ତରରେ ପ୍ରଥମ ବଡ଼ ଅଦଳବଦଳ

ଭୁବନେଶ୍ୱର, ୧୦।୭: ନୂଆ ସରକାର ଆସିବା ପରେ ରାଜ୍ୟରେ ପ୍ରଥମ ଥର ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ସରକାର। ବିଜେଡି ସରକାରରେ ଦୀର୍ଘ ଦିନ ପର୍ଯ୍ୟନ୍ତ ଗୋଟିଏ ପଦବୀରେ ଥିବା ଅନେକ ଅଧିକାରୀଙ୍କୁ ବଦଳି କରାଯାଇଛି। ବରିଷ୍ଠ ଅଧିକାରୀ...

ଜାପାନରେ ଗାଡ଼ି ଚଳାଇବେ ଓଡ଼ିଶା ଡ୍ରାଇଭର; ସାରା ଦେଶରେ ପ୍ରଥମ

ଭୁବନେଶ୍ୱର,୧୦ା୭: ଓଡ଼ିଶାର ଚାଳକଙ୍କ ପାଇଁ ବିଦେଶ ନିଯୁକ୍ତିର ସଫଳତା। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କୁ ସମେତ ଓଡିଶାର ୩୦ ଜଣ ଚାଳକ। ଯାହା ସାରା ଦେଶରେ ପ୍ରଥମ। ଖାରବେଳ ଭବନରେ...

‘ନବୀନ ସରକାରଙ୍କ ନିଷ୍ପତ୍ତିକୁ ମୋହର ମାରିଛନ୍ତି ସରକାର’: ବିଜେଡି

ଭୁବନେଶ୍ୱର,୧୦।୭: ବୁଧବାର ରାଜ୍ୟ କ୍ୟାବିନେଟ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ଘୋଷଣା କରିବା ପରେ ଏହାକୁ କଟାକ୍ଷ କରିଛି ବିଜେଡି। ଶଙ୍ଖ ଭବନରେ ବିଜେଡି ଏକ ଖବରଦାତା ସମ୍ମିଳନୀ କରି ଆଶ୍ଚର୍ଯ୍ୟ ପ୍ରକାଶ କରିଛି। ବିଜେଡି ମୁଖପାତ୍ର ଲେନିନ ମହାନ୍ତି...

ନବୀନ-ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ସୁର ରାଉତରାୟ

ଭୁବନେଶ୍ୱର,୧୦।୭: କଂଗ୍ରେସର ପୂର୍ବତନ ନେତା ସୁର ରାଉତରାୟ ନିଜ ଚିରାଚରିତ ମନ୍ତବ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଏଥର ସେ ପୂର୍ବତନ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ବହୁତ ପ୍ରଶଂସା କରିନ୍ତି। ସେ...

କାହିଁକି ପଡିଗଲେ ବଡ଼ ଠାକୁର ବଳଭଦ୍ର, ଜଗନ୍ନାଥଙ୍କ ବାଡଗ୍ରାହୀ କହିଦେଲେ…

ଭୁବନେଶ୍ୱର,୧୦।୭: ଗତକାଲି ପୁରୀରେ ଘଟି ଯାଇଛି ବଡ଼ ଅଘଟଣ। ଆଡପ ପହଣ୍ଡିବେଳେ ଚାରମାଳ ଉପରେ ମୁହଁ ମାଡି ଖସି ପଡିଛନ୍ତି ବଡ଼ ଠାକୁର ବଳଭଦ୍ର। ଯାହାକୁ ନେଇ ଭକ୍ତମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହାକୁ ନେଇ ଭିନ୍ନ ଭିନ୍ନ ଆଡୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri