ମେଟ୍ରୋ

ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨।୪(ବ୍ୟୁରୋ): ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରୀ ଏବଂ ଅନ୍ୟାନ୍ୟ ସଂସ୍ଥା ମିଳିତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ୧୭ ଗୋଷ୍ଠୀ ବେତାର କେନ୍ଦ୍ର ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ହେଲେ ଭଦ୍ରକ...

କରୋନା ପରୀକ୍ଷା ଲାଗି କିଟ୍‌ ଦିଅ

ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍‌-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ଆବଶ୍ୟକ ପରାମର୍ଶ...

୪୦ ଡିଗ୍ରୀ ଟପିଲା ୨ ସହର

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ିଛି। କରୋନା ମହାମାରୀ ପାଇଁ ସମଗ୍ର ଦେଶ ଲକ୍‌ଡାଉନ ଥିବାରୁ ଲୋକମାନେ ଏହି ଗରମରୁ ତ୍ରାହି ପାଇଯାଇଛନ୍ତି। ସକାଳ ୯ଟାରୁ ଅପରାହ୍ନ ୫ଟା ଯାଏ ପ୍ରଚଣ୍ଡ...

‘ଖାଉଟି ସାମଗ୍ରୀର ଅଭାବ ନାହିଁ’

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ସତ୍ତ୍ୱେ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ମାତ୍ର ବଜାରରେ ଏବେଠାରୁ...

ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ ସଂକ୍ରମିତ ଜଣକ ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କ ବୟସ ୬୦...

ବାଳକାଟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖୋଲିଲା କରୋନା ସ୍ବାବ କେନ୍ଦ୍ର, ପ୍ରଥମ ଦିନରେ ୫ ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ

ବାଳକାଟୀ,୧ା୪(ଡି.ଏନ୍‌.ଏ)- ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକର ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ଥାନୀୟ ସରଦେଇପୁରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ କରୋନା ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ ପାଇଁ ବୁଧବାର ଏକ ଲାବରେଟୋରି ଖୋଲାଯାଇଛି। ଖୋଲିବାର ପ୍ରଥମ ଦିନରେ ବ୍ଲକ ଅଞ୍ଚଳରେ ଥିବା...

ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତି ହୋଇପାରନ୍ତି କରୋନା ସଂକ୍ରମିତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଏଭଳି ଏକ ରୋଗ ଯାହାକି ଧର୍ମ, ଜାତି, ଧନି, ଗରିବ,ବର୍ଣ୍ଣ ନିର୍ବିଶେଷରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହା ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତିଙ୍କୁ ସଂକ୍ରମିତ କରିପାରେ। କାନାଡ଼ାର ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀଙ୍କଠାରୁ ଆରମ୍ଭ କରି ପ୍ରିନ୍ସ...

କରୋନା ନେଇ ଗୁଜବ ପ୍ରଚାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ଭୁବନେଶ୍ୱର,୧।୪(ବ୍ୟୁରୋ): ଦେଶ, ସମାଜ ଏବଂ ରାଜ୍ୟ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ଆଗାମୀ ଦିନରେ କରେନା ସହ ଲଢ଼ିବା ପାଇଁ ପ୍ରତିଟି ବୁନ୍ଦା ସାହସ, ଶକ୍ତି ବଜାୟ ରଖିବାକୁ ପଡ଼ିବ। ହେଲେ କିଛି ଦାୟିତ୍ୱହୀନ ବ୍ୟକ୍ତି ଗୁଜବ...

ଦୁବାଇରୁ ଭାୟା କୋଲକାତା ଦେଇ ଭଦ୍ରକ ଆସିଥିଲେ ୪ର୍ଥ କରୋନା ଆକ୍ରାନ୍ତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଥିବା ୪ର୍ଥ କରୋନା ସଂକ୍ରମିତଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ...

ଚତୁର୍ଥ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ୭ଜଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୪ରେ ପହଞ୍ଚିଛି। ବୁଧବାର ସୁଦ୍ଧା ୬୧୦ ନମୂନା ପରୀକ୍ଷାର ରିପୋର୍ଟ ଆସିଥିବା ବେଳେ ସେଥିରୁ ପଜିଟିଭ୍‌ ଅଛନ୍ତି ୪ଜଣ। ପ୍ରଥମ ଦୁଇଜଣଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୫ ଥିବା ବେଳେ ତୃତୀୟ...

ଆସନ୍ତା ଦୁଇ ସପ୍ତାହ ଗୁରୁତ୍ୱପୂର୍ଣ୍ଣ, କରୋନାଠାରୁ ୧୫ ଦିନର ମହଲତ ଛଡ଼ାଇ ଆଣିବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ୨୦୦ ଦେଶରେ କରୋନାର ଚିହ୍ନଟ ହୋଇଥିବା ବେଳେ ବୁଧବାର ଅପରାହ୍ନ ୩ଟା ସୁଦ୍ଧା ଏହା ୨୦୩ଟି ଦେଶ ଏବଂ ୨ ଜାହାଜରେ ପହଞ୍ଚିଲାଣି। ବିଶ୍ୱସ୍ତରରେ...

ଅସୁବିଧାର ସମ୍ମୁଖୀନ ହେବେ ନାହିଁ ଓଡ଼ିଶାର ଖାଉଟି, ସଂକ୍ରମଣକୁ ଦୃଷ୍ଟିରେ ରଖି ଦିନକୁ ନୁହେଁ ସପ୍ତାହକୁ ଦୁଇଥର ବଜାରକୁ ଯାଆନ୍ତୁ: ସୁରେନ୍ଦ୍ର କୁମାର

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଲକ୍‌ଡାଉନ୍‌ ସ୍ଥିତିରେ ସାରା ଓଡ଼ିଶାର ଜନସାଧାରଣଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ ନିମନ୍ତେ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା କରୁଛନ୍ତି। ଏ ନେଇ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟିମ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri