ମେଟ୍ରୋ

ଓଡ଼ିଶାରେ ତୃତୀୟ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ପଜିିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତ ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି। ଗୁରୁବାର ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ରାତିରେ ଖୋଲା ରହିବ ତେଜରାଜି ଦୋକାନ: ଗୋଲେଇ ମଧ୍ୟରେ ରହି ସାମଗ୍ରୀ ଆଣିବାକୁ ପରାମର୍ଶ

ଭୁବନେଶ୍ୱର,୨୬।୩(ବ୍ୟୁରୋ)-ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ତେଜରାତି ଦୋକାନରେ ଅସମ୍ଭବ ଭିଡ ପରିଲକ୍ଷିତ ହେଉଛି। ସେହି ଦୋକାନଗୁଡିକ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଖୋଲା ରହୁଛି। ଏହା ସତ୍ତ୍ୱେ ବଡ ବଡ ମାର୍କେଟରେ ଲୋକମାନେ ପ୍ରବଳ ଜନ...

ଖବରକାଗଜ ହକରଙ୍କ ପାଇଁ କୋହଳ ହେଲା କଟକଣା: ବିତରଣ ପାଇଁ ୪, ବିକ୍ରି ପାଇଁ ୧ ଘଣ୍ଟା

ଭୁବନେଶ୍ୱର,୨୬।୩(ବ୍ୟୁରୋ)-କରୋନା(କୋଭିଡ୍‌-୧୯)ର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଖବରକାଗଜର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲୋକମାନଙ୍କୁ ସଚେତନ କରିବା ସହ ସେମାନଙ୍କ ନିକଟରେ ବାର୍ତ୍ତା ପହଞ୍ଚାଇବାରେ ଖବରକାଗଜ ଗୁରୁ ଦାୟିତ୍ୱ ବହନ କରୁଛି। କଟକଣା ଯୋଗୁ ଖବରକାଗଜ...

ବିନା ବାଧାରେ ଅତ୍ୟାବଶ୍ୟକ ମାଲ ପରିବହନ ଯାନ ଚଳପ୍ରଚଳକୁ ନିଶ୍ଚିତ କର: ଜିଲାପାଳ, ଏସ୍‌ପିଙ୍କୁ  ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯)କୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଜନସାଧାରଣଙ୍କ ନିକଟରେ କିଭଳି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବ ତାହା ସରକାରଙ୍କ ପ୍ରାଥମିକତା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ନିୟୋଜିତ...

୨ଦିନ ପ୍ରବଳ ଖରା

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁକୁ ନେଇ ଲୋକଙ୍କ ମନରେ ଭୟ ଥିବାବେଳେ ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ପ୍ରଚଣ୍ଡ ଖରା ଯୋଗୁ ରାଜ୍ୟର କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲସିୟସକୁ ଛୁଇଁଲାଣି। ଆସନ୍ତା ଦୁଇଦିନ ତାତି ଆହୁରି...

କୋଭିଡ୍‌-୧୯ ମୁକାବିଲା: ୧୫ ଦିନରେ ଖୋଲିବ ୨ ସ୍ବତନ୍ତ୍ର ହସ୍ପିଟାଲ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯) ସଂକ୍ରମଣ ସଂଖ୍ୟା ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘରୋଇ ହସ୍ପିଟାଲ ସହାୟତାରେ କରୋନା ଆକ୍ରାନ୍ତ ରୋଗୀଙ୍କ ପାଇଁ ୧ ହଜାର ବେଡ୍‌ ହସ୍ପିଟାଲ ଆୟୋଜନ କରିଛନ୍ତି।...

କରୋନା ମୁକାବିଲା: ଏସ୍‌ସିବିରେ ହେବ ୭୦୦ ଶଯ୍ୟା, ୫୦ ଆଇସିୟୁ

କଟକ ଅଫିସ,୨୬ା୩:କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ରାଜ୍ୟର ଏହି ସର୍ବବୃହତ ଚିକିତ୍ସାଳୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପ୍ରାକ୍‌ ସତର୍କତା ଦୃଷ୍ଟିକୋଣରୁ ଶଯ୍ୟା ସଂଖ୍ୟା ବୃଦ୍ଧି...

୨ଦିନ ପ୍ରବଳ ଖରା, ୨୯ରେ ଝଡ଼ବର୍ଷା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ଲୋକଙ୍କ ମନରେ ଭୟ ଥିବାବେଳେ ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ପ୍ରଚଣ୍ଡ ଖରା ଯୋଗୁ ରାଜ୍ୟର କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲସିୟସକୁ ଛୁଇଁଲାଣି। ଆସନ୍ତା ଦୁଇଦିନ ତାତି ଆହୁରି...

ଘରୋଇ ହସ୍ପିଟାଲ ସହାୟତାରେ ସ୍ଥାପନ ହେବ ୧ହଜାର ବେଡ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ସଂଖ୍ୟା ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘରୋଇ ହସ୍ପିଟାଲ ସହାୟତାରେ କରୋନା ଆକ୍ରାନ୍ତ ରୋଗୀଙ୍କ ପାଇଁ ୧ହଜାର୍‌ ବେଡ ପାଇଁ ଆୟୋଜନ କରିଛନ୍ତି। ଏ...

ଦିଲ୍ଲୀରେ ଫସିରହିଛନ୍ତି ୭୦ ଓଡ଼ିଆ ଶ୍ରମିକ

ବ୍ରହ୍ମଗିରି,୨୬ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ଭୂତାଣୁ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ୧୯୫ରୁ ଊର୍ଦ୍ଧ୍ୱ ଦେଶକୁ କରୋନା କାୟା ବିସ୍ତାର କରିସାରିଲାଣି। ଏହି ଭୂତାଣୁରୁ ରକ୍ଷା ପାଇବା ଏପର୍ଯ୍ୟନ୍ତ କୌଣସି ମେଡିସିନ ବାହାରି ନ ଥିବାବେଳେ କେବଳ ସଚେତନ...

କରୋନା ମୁକାବିଲା ଲାଗି ଖୋଲିଲା କଣ୍ଟ୍ରୋଲ ରୁମ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭାଇରସର ମୁକାବିଲା ଲାଗି ସାରା ଦେଶରେ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହି ଲକଡାଉନ ଘୋଷଣା ପରେ ଅଧିକାଂଶ ଓଡ଼ିଆ ଲୋକ ଦେଶ ତଥା ରାଜ୍ୟ ବାହାରେ ଅଟକି ରହିଯାଇଛନ୍ତି। ଏହି ଲୋକମାନେ ଓଡ଼ିଶା ଆସିବାକୁ କାକୁତି...

ଏପ୍ରିଲ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱରେ ମହାମାରୀ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢ଼ୁଥିବା ପରିସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୧ ଦିନିଆ ଲକଡାଉନ ଘୋଷଣା କରିଥିଲେ। ରାଜ୍ୟରେ ମଧ୍ୟ କଂରୋନା ସଂକ୍ରମଣର ଭୟ ବଢ଼ୁଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri