ମେଟ୍ରୋ

ଏପ୍ରିଲ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱରେ ମହାମାରୀ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢ଼ୁଥିବା ପରିସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୧ ଦିନିଆ ଲକଡାଉନ ଘୋଷଣା କରିଥିଲେ। ରାଜ୍ୟରେ ମଧ୍ୟ କଂରୋନା ସଂକ୍ରମଣର ଭୟ ବଢ଼ୁଥିବା...

ଅସ୍ଥାୟୀ ଭାବେ ରାଜମହଲ ଛକକୁ ସ୍ଥାନାନ୍ତର ହେଲା ୧ ନଂ ପରିବା ହାଟ

ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ବର୍ତ୍ତମାନ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସାମାଜିକ ଦୂରତା ବଜାୟ ରଖିବା ସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହି...

ସ୍ବତନ୍ତ୍ର କୋଭିଡ-୧୯ ହସ୍‌ପିଟାଲ ଲାଗି ପ୍ରସ୍ତାବ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ (କୋଭିଡ୍‌-୧୯)କୁ ରୋକିବା ଓ ସଂକ୍ରମିତ ରୋଗୀଙ୍କ ନିମନ୍ତେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍‌ ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରସ୍ତାବ...

ଓଡ଼ିଶା ଫେରିଲେ ଆନ୍ଧ୍ରରେ ଫସିଥିବା ୪୫ ବିଇଡି ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଓଡ଼ିଶାରୁ ବିଇଡି ପରୀକ୍ଷା ଦେବା ପାଇଁ ଆସି ଆନ୍ଧ୍ରପ୍ରଦେଶରେ ପ୍ରାୟ ୪୫ଜଣ ଓଡ଼ିଆ ଛାତ୍ରୀଛାତ୍ର ଫସିଥିଲେ। ଏହି ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ ସୁବିଧାରେ ଓଡ଼ିଶା ଫେରାଇ ଦିଆଯାଇଛି। ଆନ୍ଧ୍ରପ୍ରଦେଶର ପ୍ରକାଶସମ୍‌ ଜିଲା...

୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ ତାତି ବଢି ଚାଲିଛି। । ଆସନ୍ତା ସପ୍ତାହ ମଧ୍ୟରେ ପାରଦ ୪୦ ଡିଗ୍ରୀ ସେଲସିୟସକୁ ଛୁଇଁବ। ବଲାଙ୍ଗୀର, ଟିଟିଲାଗଡ, ସୋନପୁର, ସମ୍ବଲପୁର, ଝାରସୁଗୁଡା ଆଦି ଜିଲାରେ ସର୍ବୋଚ୍ଚ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ।...

ବୁଲା ଜୀବଜନ୍ତୁଙ୍କୁ ମିଳୁନି ଖାଦ୍ୟ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱ ଏବେ କରୋନା ମହାମାରୀର ଶିକାର ହୋଇଛି। ଏଭଳିସ୍ଥିତିରେ ସମଗ୍ର ଦେଶ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରରେ ଗତ ରବିବାରଠାରୁ ଲକ୍‌ଡାଉନ ଘୋଷଣା ହେବା ପରଠାରୁ ଅଧିକାଂଶ ଜନସାଧାରଣ ଘରେ ରହିବାକୁ...

ରାଜ୍ୟ ବାହାରେ ଥିବା ସରକାରୀ ରହଣି ସ୍ଥାନର ବୁକିଂ ସ୍ଥଗିତ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ଦେଶର ବିଭିନ୍ନ ସହରରେ ଥିବା ଓଡ଼ିଶା ଭବନ, ଓଡ଼ିଶା ସଦନ, ଓଡ଼ିଶା ନିବାସ ଏବଂ...

ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ କଡ଼ାକଡ଼ି

ଭୁବନେଶ୍ୱର,୨୬ା୩ (ବ୍ୟୁରୋ): ଦେଶରେ କରୋନା ଭାଇରସର ମୁକାବିଲା ଲାଗି ମଙ୍ଗଳବାର ମଧ୍ୟରାତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆସନ୍ତା ୨୧ଦିନ ପର୍ଯ୍ୟନ୍ତ ଘରୁ ପଦାକୁ ବାହାରିବା ଉପରେ କଟକଣା ଲାଗୁ କରାଯାଇଛି। ଜରୁରୀ କାର୍ଯ୍ୟ...

ବୃତ୍ତ ଚିହ୍ନରେ ଠିଆହୋଇ ସାମଗ୍ରୀ କିଣିବେ ଲୋକେ: ହାଟ, ବଜାରରେ ଲକ୍ଷ୍ମଣରେଖା ଟାଣିଲା ବିଏମ୍‌ସି

ଭୁବନେଶ୍ୱର, ୨୬ା୩ (ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ୨୧ଦିନ ପାଇଁ ଲକ୍‌ ଡାଉନ୍‌। ଆବଶ୍ୟକତା ହେଉ ଅବା ଅଧିକ ଅତ୍ୟାବଶ୍ୟକ ସାମଗ୍ରୀ ଘରେ ମହଜୁଦ ରଖିବାକୁ ହେଉ, ଲୋକେ ଏବେ ବଜାର ମୁହାଁ। ଫଳରେ ହାଟ, ବଜାର...

ଜିଲା ରେଡ୍‌କ୍ରସ୍‌ ପାଣ୍ଠିକୁ ୪୪ କୋଟି ୫୦ଲକ୍ଷ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଭାଇରସ୍‌କୁ ନିୟନ୍ତ୍ରଣ କରିବା ପାଇଁ ଅନ୍ୟତମ ପଦକ୍ଷେପ ସ୍ବରୂପ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୩୦ ଜିଲାର ରେଡ୍‌କ୍ରସ ପାଣ୍ଠିକୁ ୪୪କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଓ ମାଲକାନଗିରି ଜିଲାକୁ ୩ କୋଟି...

ରାଜଧାନୀରେ ଶତାଧିକ ଗାଡ଼ି ଧରାପଡ଼ିଲା

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଲକ୍‌ଡାଉନ୍‌କୁ ନ ମାନି ରାଜଧାନୀ ରାସ୍ତାରେ ଗାଡ଼ି ଚଳାଉଥିବା ଲୋକଙ୍କୁ ଧରିଛି କମିଶନରେଟ ପୋଲିସ। ଶତାଧିକ ଗାଡ଼ି ଧରାଯାଇଥିବାବେଳେ କେତେକ ମାଲିକ ଓ ଚାଳକ ଜରିମାନା ଦେଇ ଗାଡ଼ି ନେଇଛନ୍ତି। କ୍ୟାପିଟାଲ ଥାନାଞ୍ଚଳରେ ୧୫ଟି ବାଇକ ଜବତ...

ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ନିବେଦନ

ଭୁବନେଶ୍ୱର,୨୬ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଯୋଗୁ ନିର୍ମାଣ ଶ୍ରମିକମାନେ ହାତବାନ୍ଧି ଘରେ ବସିଛନ୍ତି। ଅନେକ ନିର୍ମାଣ ଶ୍ରମିକ ଦୈନିକ ଓ ସାପ୍ତାହିକ ମଜୁରି ପାଇ ନିଜର ଜୀବିକା ନିର୍ବାହ କରିଥାନ୍ତି। ରୋଜଗାର ବନ୍ଦ ହୋଇଯାଇଥିବାରୁ ସେମାନଙ୍କ ପରିବାରର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri