ବଡ଼ ପଦକ୍ଷେପ: ଆଜିଠୁ ନିଷ୍କ୍ରିୟ ମୋବାଇଲ ନମ୍ବରରେ ମିଳିବନି UPI ସେବା
ଭୁବନେଶ୍ୱର,୧ା୪: ଜାଲିଆତି ଓ ଆର୍ଥିକ ଠକେଇ ନିୟନ୍ତ୍ରଣ ପାଇଁ ୟୁନିଫାଏଡ୍ ପେମେଣ୍ଟସ୍ ଇଣ୍ଟରଫେସ୍(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କ୍ରେ ଲିଙ୍କ ହୋଇଥିବା ଉପଭୋକ୍ତାଙ୍କ ମୋବାଇଲ ନମ୍ବର ଦୀର୍ଘ ସମୟ ଧରି ନିଷ୍କ୍ରିୟ ଥିଲେ...