ମେଟ୍ରୋ

ବିବାହ ଶୋଭାଯାତ୍ରା ଅନୁମତି ରଦ୍ଦ: ଦେହ ଖରାପ ହେଲେ ଛୁଟିରେ ଯିବେ ପୋଲିସ କର୍ମଚାରୀ

ଭୁବନେଶ୍ୱର, ୧୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ବିବାହ ଉତ୍ସବ, ଶୋଭାଯାତ୍ରାକୁ ରଦ୍ଦ କରାଯାଇଛି। ଯେଉଁମାନେ ଅନୁମତି ନେଇଥିଲେ ସେସବୁକୁ ମଧ୍ୟ ରଦ୍ଦ କରାଯାଇଥିବା ଜଣାପଡ଼ିଛି। ଲୋକମାନଙ୍କୁ କୌଣସି ସ୍ଥାନରେ ଏକାଠି ହେବାକୁ ମଧ୍ୟ ମନା କରାଯାଇଥିବା...

କରୋନା ମୁକାବିଲା ଲାଗି ସ୍ବାସ୍ଥ୍ୟ ବିଭାଗର ଗାଇଡ୍‌ଲାଇନ୍‌: ଆକ୍ରାନ୍ତ ଦେଶକୁ ଯାଇଥିଲେ ନିଜେ ସୂଚନା ଦେବାକୁ ନିର୍ଦ୍ଦେଶ, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ରେଗୁଲେଶନ ଜାରି କରାଯାଇଛି। ଏହାନୁଯାୟୀ ସମସ୍ତ ସରକାରୀ, ଘରୋଇ ହସ୍ପିଟାଲରେ ସନ୍ଦିଗ୍ଧଙ୍କ ପାଇଁ ବ୍ୟବସ୍ଥା ରହିବ। ଆସୁଥିବା ସମସ୍ତ ସନ୍ଦିଗ୍ଧଙ୍କ ସବୁପ୍ରକାର ତଥ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ ରଖିବେ। ଆକ୍ରାନ୍ତ...

ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ମୁକୁଳିବା ପାଇଁ କରୋନା ବାହାନା: ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏବେ ବିଧାନସଭା ବଜେଟ ଅଧିବେଶନ ଚାଲିଥିବା ବେଳେ ଏହାକୁ ମାର୍ଚ୍ଚ ୨୯ ଯାଏ ମୁଲତବୀ...

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଡିପୋଜିଟ୍‌ ପ୍ରସଙ୍ଗ: ଗଠନ ହେଲା ଗୃହ କମିଟି

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଘରୋଇ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ହୋଇଥିବା ଜଣାପଡ଼ିବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀମାନେ କଡ଼ା ଭର୍ତ୍ସନା କରୁଥିବା ଦେଖାଯାଇଥିଲା। ତେବେ ଶୁକ୍ରବାର...

କରୋନା ଭୟ: ମାର୍ଚ୍ଚ ୨୯ ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା...

ନୟାଗଡ଼ର କରୋନା ସନ୍ଦିଗ୍ଧଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ନୟାଗଡ଼ର କରୋନା ସନ୍ଦିଗ୍ଧ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଗତ ୪ ଦିନ ହେବ ଥଣ୍ଡା ଏବଂ ଜ୍ୱର ହୋଇଛି। ଶୁକ୍ରବାର ସ୍ବାବ୍‌ ନମୁନା ପରୀକ୍ଷା ଲାଗି ଆର୍‌ଏମ୍‌ସିକୁ...

କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୩୧ ମାର୍ଚ୍ଚ ଯାଏ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ, ପରୀକ୍ଷା ଚାଲୁ ରହିବ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ସଂକ୍ରମଣ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଥିବା ବେଳେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କର୍ନାଟକର କଲ୍‌ବୁର୍ଗୀରେ କରୋନାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ...

କରୋନା ‘ରାଜ୍ୟ ବିପର୍ଯ୍ୟୟ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବଢ଼ି ଚାଲିଥିବା ବେଳେ ଭାରତରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ରୋଗକୁ ନେଇ ସମସ୍ତଙ୍କୁ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଉଛି। ଏହି କ୍ରମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ...

ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କାକୁ ନେଇ ବିଧାନସଭାରେ ହଟ୍ଟଗୋଳ: ୧୧ଟା ୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ରଖିବାକୁ ନେଇ ଶୁକ୍ରବାର ବିଧାନସଭାରେ ପୁଣି ହଟ୍ଟଗୋଳ ହୋଇଛି। ଭାଜପା ସଦସ୍ୟମାନେ ଏହି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଜୋର୍‌ଦାର ଆକ୍ରମଣ କରିଛନ୍ତି। ମହାପ୍ରଭୁଙ୍କ ଟଙ୍କା ସୁରକ୍ଷିତଭାବେ ନ ଫେରିଲେ ଆମେ...

ମାସେ ଭିତରେ ଘରୋଇ ବ୍ୟାଙ୍କରୁ ମହାପ୍ରଭୁଙ୍କ ଟଙ୍କା ଫେରୁ, ନଚେତ ବାଚସ୍ପତି ସମ୍ଭାଳି ପାରିବେନି: ସୁର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ(ସୁର) କୁମାର ରାଉତରାୟ ଶୁକ୍ରବାର ବର୍ଷିଛନ୍ତି। ବିଧାନସଭା ବାହାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ସୁର କହିଛନ୍ତି, ଗୃହ କମିଟି ଗଠନ ହେଉ,...

ରଞ୍ଜନ ଦାସ ହତ୍ୟାକୁ ଦୁର୍ଘଟଣା ରୂପ ଦେଇଛି ପୋଲିସ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କେନ୍ଦ୍ରାପଡା ଜିଲାର ସୂଚନାଧିକାର କର୍ମୀ ରଞ୍ଜନ ଦାସ ହତ୍ୟା ଘଟଣାକୁ ୪୦ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି। ଏହି ଘଟଣାରେ ଠିକାଦାର, ଶାସକ ଦଳର ନେତା ସଂପୃକ୍ତ ରହିଥିବାରୁ ମାମଲାକୁ ଚାପି ଦେବାକୁ ପୋଲିସ ଉପରେ...

ଡାଲି ଜାତୀୟ, ତୈଳବୀଜ ଜମିରୁ ଜଳ ନିଷ୍କାସନ ପାଇଁ ପରାମର୍ଶ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ଉତ୍ତର ଛତିଶଗଡ଼ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ୧୨ରୁ ୧୫ ତାରିଖ ମଧ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ପବନ ହେବାର ସମ୍ଭାବନା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri