ମେଟ୍ରୋ

ଚାଣକ୍ୟ ହସ୍ପିଟାଲ ସିଲ୍‌

କଟକ,୭ା୭(ଶିଳ୍ପା ପ୍ରିୟଦର୍ଶିନୀ)କଟକ ରାଣୀହାଟ ଅଞ୍ଚଳରେ ଥିବା ଚାଣକ୍ୟ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି। ଜାତୀୟ ମାନବାଧିକାର କମିଶନ୍‌(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ହସ୍ପିଟାଲରେ ଚଢ଼ାଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ କରାଯାଇଥିଲା।...

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା)ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶନିବାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ତାଳଚେରରେ ୪୩.୦ ମି.ମି., ବୌଦ୍ଧରେ ୩୧.୦ ଓ ନୟାଗଡ଼ରେ ୩୦.୦ ମିମି ବର୍ଷା ହୋଇଛି। ଏହା...

ରଥଯାତ୍ରାବେଳେ ବିପଦପୂର୍ଣ୍ଣ ରେଳଯାତ୍ରାକୁ ବାରଣ

ଭୁବନେଶ୍ୱର,୭।୭(ଅନୁରାଧା ମହାରଣା)ରଥଯାତ୍ରା ମହୋତ୍ସବ ସମୟରେ ଟ୍ରେନ୍‌ଗୁଡିକରେ ମାତ୍ରାଧିକ ଭିଡ଼ ହୋଇଥାଏ। ବିଶେଷକରି ପୁରୀ ଷ୍ଟେଶନରେ ଅତ୍ୟଧିକ ଭିଡ଼ ରହିଥାଏ। ଲୋକେ ବିପଦପୂର୍ଣ୍ଣ ଭାବେ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରୀ ସଚେତନା...

ଆବଶ୍ୟକ ହେଲେ ତାଲା ଭାଙ୍ଗିବୁ

ପୁରୀ,୭ା୭(ଅଜିତ୍‌ କୁମାର ମହାନ୍ତି)ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ବିଚାରପତି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

ପଥକୁ ଓହ୍ଲାଇବେ ଦାରୁଦିଅଁ

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ୍‌ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇବେ। ରଥରେ ଯିବେ ଶ୍ରୀଗୁଣ୍ଡିଚା ମନ୍ଦିର। ଏଥିପାଇଁ ୩ ରଥ ନନ୍ଦିଘୋଷ, ଦେବଦଳନ ଏବଂ...

ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ ନେଇ ଉଦ୍‌ବେଗ ପ୍ରକାଶ କରାଯାଇଛି। ଏହି କ୍ରମରେ ରାଜ୍ୟ ରାଜସ୍ୱ ସଚିବ ସବୁ...

ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ...

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ...

ଆସିଲା ଖୁସିଖବର: ଜାଣନ୍ତୁ କେଉଁମାନେ ସାମିଲ ହେବେ ହେବେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ

ଭୁବନେଶ୍ୱର,୬।୭: କୃଷକଙ୍କ ପାଇଁ ଆସିଲା ଖୁସିଖବର। କୃଷକ ଭାଇ ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଯୋଗ୍ୟ କାଳିଆ ହିତାଧିକାରୀ ସାମିଲ ହେବେ । କୃଷି ବିଭାଗର ସମୀକ୍ଷା ବୈଠକ ପରେ...

କ୍ରୀଡ଼ା ପାଇଁ ସମର୍ପିତ ଓଡ଼ିଶା ସରକାର; ଚାମ୍ପିୟନ ମହିଳା ରଗ୍‌ବୀ ଦଳକୁ ରାତି ଅଧରେ କଲେ ସ୍ୱାଗତ

ଭୁବନେଶ୍ୱର, ୬।୭: ମହାରାଷ୍ଟ୍ରର ପୁଣେସ୍ଥିତ ବେଲଓ୍ବୋଡ଼ି ଷ୍ଟାଡିୟମରେ ଗୁରୁବାର ଉଦ୍‌ଯାପିତ ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ ଏସ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ବିମାନ କାରଣରୁ ବିଜୟୀ ଓଡ଼ିଶା ଟିମ୍ ଶୁକ୍ରବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ ବେଳେ ସେମାନଙ୍କୁ...

ଭାଜପା ଉପରେ ବର୍ଷିଲେ ପ୍ରମିଳା: ଲକ୍ଷ୍ମୀ ବସ୍‌କୁ ନେଇ କହିଲେ ଏମିତି

ଭୁବନେଶ୍ୱର,୬।୭: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିିଜେଡି। ଏକ ଖବରଦାତା ସମ୍ମିଳନୀ କରି ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଓ ଲୋପାମୁଦ୍ରା ବକ୍ସିପାତ୍ର କହିଛନ୍ତି, ଭାଜପା ସରକାର ରଙ୍ଗ ବଦଳାଇବା ନୀତି ଛାଡନ୍ତୁ। ଲକ୍ଷ୍ମୀ ବସ୍‌ର ନାଁ...

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଖୋର୍ଦ୍ଧା,୬।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ସୂଚନାଯୋଗ୍ୟ,ଏମ୍‌ପି ପାଣ୍ଠି ବିନିଯୋଗରେ ବୋଲଗଡ ବ୍ଲକ ଖଙ୍ଗୁରିଆ ପଞ୍ଚାୟତ ଏକ ଗ୍ରାମରେ ନିର୍ମାଣ ହୋଇଥିବା କୋଠାଘର ବିଲ୍‌ ପାସ କରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri