ମେଟ୍ରୋ

ସରିଲା ମାଟ୍ରିକ ପରୀକ୍ଷା, ୧୮ରୁ ଆରମ୍ଭ ଖାତାଦେଖା

ଭୁବନେଶ୍ୱର,୨।୩(ବ୍ୟୁରୋ): ଚଳିତମାସ ୧୮ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମୋଟ ୬୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷୟିତ୍ରୀ/ଶିକ୍ଷକ ଏହି ଖାତା ମୂଲ୍ୟାୟନ କରିବେ। ନୂଆ ପଦ୍ଧତିରେ ପରୀକ୍ଷା ହୋଇଥିବାରୁ ମୂଲ୍ୟାୟନରେ ସମୟ ଲାଗିବା ସହ ମୂଲ୍ୟାୟନକୁ...

ଫିଟ୍‌ନେସ୍‌ ନ ଥିବାରୁ ସିଜ୍‌ ହେଲା ୨ଟି ବସ୍‌: ୫୧ ହଜାର ଫାଇନ୍‌

ଭୁବନେଶ୍ୱର, ୨।୩(ବ୍ୟୁରୋ): ଦୁଇ ଦୁଇ ଥର ମହଲତ ମିଳିବା ସତ୍ତ୍ୱେ ସୁଧୁରୁ ନାହାନ୍ତି ବେପରୁଆ ଗାଡ଼ି ଚାଳକ। ରବିବାର ଟ୍ବିନ୍‌ ସିଟିରରୁ ସାଢ଼େ ୬ ଲକ୍ଷ ଫାଇନ ଆଦାୟ କରାଯାଇଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନର ୨ଟି...

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ ଆରମ୍ଭ: କ୍ଷତିଗ୍ରସ୍ତଙ୍କୁ ୫୦ ହଜାର ଲେଖାଏ ସହାୟତା ପ୍ରଦାନ

କଟକ ଅଫିସ,୨।୩: କଟକ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ଏବଂ ଉନ୍ନତିକରଣ ପାଇଁ ପୁଣି ଥରେ ସୋମବାରଠାରୁ ଆଖପାଖ ଅଞ୍ଚଳରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଯୋବ୍ରା ଏବଂ ରାଣୀହାଟ ଅଞ୍ଚଳର ୯୫ଟି ଘରକୁ ଉଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ସେମାନଙ୍କୁ...

୫୦୨ଜଣଙ୍କ ଉପରେ ୩.୭୫ ଲକ୍ଷ ଜରିମାନା କଲା ପୋଲିସ

ଭୁବନେଶ୍ୱର,୨।୩(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ ୫୦୨ଜଣ ବେପରୁଆ ଗାଡି ଚାଳକଙ୍କୁ ଚିହ୍ନଟ କରି ୩ଲକ୍ଷ ୭୫ହଜାର ଟଙ୍କାର ଜରିମାନା କରିଛି ଟ୍ରାଫିକ ପୋଲିସ। ରଙ୍ଗରୁଟରେ ଯାଉଥିବାରୁ ୨୩ ଗାଡି ଜବତ କରାଯାଇଛି, ବେଆଇନ ପାର୍କିଂ ପାଇଁ ୩୫ ଜଣଙ୍କୁ ଜରିମାନା,...

ସମସ୍ୟା ବଢ଼ାଉଛି ଫେକ୍‌ କଲ୍‌: ୧୦୮ ଆମ୍ବୁଲାନ୍ସ ଡାକି ସମ୍ପର୍କୀୟଙ୍କ ଘରକୁ ଗଲେ ଯୁବକ

ଭୁବନେଶ୍ୱର,୨।୩(ବ୍ୟୁରୋ): ୧୦୮ ଆମ୍ବୁଲାନ୍ସ ପାଇଁ ଦିନକୁ ଦିନ ଫେକ୍‌ କଲ୍‌ ସମସ୍ୟା ସୃଷ୍ଟି କରୁଛି। ଅନେକ ସମୟରେ ଅସୁବିଧାର ବାହାନା କରି ଲୋକେ ଏହି ଜରୁରିକାଳୀନ ସେବାର ଅପବ୍ୟବହାର କରୁଥିବା ଦେଖିବାକୁ ମିଳିଛି। ନିକଟରେ ଦୁଇଜଣ ଯୁବକ ଏଭଳି ଆମ୍ବୁଲାନ୍ସକୁ...

ରାଜେଶଙ୍କ ମୃତ୍ୟୁ ଘଟଣାରେ ସାଙ୍ଗମାନଙ୍କ ସମ୍ପୃକ୍ତି ଅଭିଯୋଗ

ଭୁବନେଶ୍ୱର,୨।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଭଡ଼ାଘରେ ରହୁଥିବା କଟକ ଜିଲା ବାଙ୍କୀ ଅଞ୍ଚଳର ରାଜେଶ ପ୍ରଧାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆମୋଡ଼ ଆସିଛି। ରାଜେଶଙ୍କ ମୃତ୍ୟୁ ଘଟଣାରେ କେତେଜଣ ସାଙ୍ଗଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ପରିବାର...

ରଙ୍ଗ୍‌ ସାଇଡ୍‌ରେ ପୋଲିସ ଭ୍ୟାନ୍‌: ଫଟୋ ଭାଇରାଲ

ଭୁବନେଶ୍ୱର,୨।୩(ବ୍ୟୁରୋ): ନୂଆ ମୋଟର ଯାନ ଆଇନକୁ ନେଇ ରବିବାର ରାଜଧାନୀରେ ଟ୍ରାଫିକ ଯାଞ୍ଚ ଚାଲିଥିବାବେଳେ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ଓ ଆର୍‌ଟିଓଙ୍କୁ ବିଭିନ୍ନ ପ୍ରକାର ପ୍ରଶ୍ନ ପଚାରି ଯୁକ୍ତି କରୁଥିଲେ। ଆଇନ ସମସ୍ତଙ୍କ ପାଇଁ ସମାନ ବୋଲି ପୋଲିସ...

ମାଲିକର ବଇରି ସାଜିଲେ କର୍ମଚାରୀ: ଭୁଜାଲି ଦେଖାଇ ୫ ଲକ୍ଷର ସାମଗ୍ରୀ ନେଇଗଲେ

ପୁରୁଣା ଭୁବନେଶ୍ୱର,୨।୩ (ଡି.ଏନ.ଏ.): ମାତ୍ର ୩ ମାସ ମାଲିକ ପାଖରେ କାମ କରି ରାତାରାତି ବଡ ଲୋକ ହେବାର ସ୍ବପ୍ନ ଦେଖିଥିଲେ ଜଣେ ଯୁବକ। ଯୁବକ ଜଣକ କାମ କରୁଥିବା ମାଲିକ ବଇରି ସାଜି ଦୋକାନରୁ ୫ ଲକ୍ଷ ଟଙ୍କାର...

କ୍ରମାଗତ କମୁଛି ହସ୍ତତନ୍ତ ସାମଗ୍ରୀ ରପ୍ତାନି: ୨ ବର୍ଷରେ ୨୩୫ କୋଟିରୁ ୭ଲକ୍ଷ ଟଙ୍କାକୁ ଖସିଲା

ଭୁବନେଶ୍ୱର,୨।୩(ବ୍ୟୁରୋ): ଅନ୍ତର୍ଜାତୀୟ ବଜାରରେ ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପର ଲୋକପ୍ରିୟତା ବଢୁଛି। ତାରକସୀ କାମ ସହ ପଥର ମୂର୍ତ୍ତି, ପିପିଲି ଚାନ୍ଦୁଆ ଓ ବିଭିନ୍ନ ସାଜସଜ୍ଜା ସାମଗ୍ରୀର ଚାହିଦା ରହିଛି। ଏହାସତ୍ତ୍ୱେ ହସ୍ତତନ୍ତ ସାମଗ୍ରୀ ରପ୍ତାନି କରିବାରେ ବିଫଳ ହେଉଛନ୍ତି...

୩ରୁ ଆରମ୍ଭ ହେବ ନୀଳାଦ୍ରି ନିଳୟ ଯୋଜନା: ପୁରୀ ସହର ହେବ ଭିକାରିମୁକ୍ତ

ପୁରୀ ଅଫିସ,୨।୩: ପୁରୀ ସହର ଏବଂ ଏହାର ଆଖପାଖ ଅଞ୍ଚଳ ହେବ ଭିକାରିମୁକ୍ତ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନୀଳାଦ୍ରି ନିଳୟ ଯୋଜନା। ଏନେଇ ଜିଲାପାଳ ବଲୱନ୍ତ ସିଂ ରବିବାର ସଂସ୍କୃତି ଭବନରେ...

ମୟୂରଭଞ୍ଜ: ୪ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨।୩(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୪ ନେତାଙ୍କୁ ମୟୂରଭଞ୍ଜ ଜିଲାର ୮ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି। ଜଣେ ନେତାଙ୍କ ହାତରେ ମୟୂରଭଞ୍ଜ ଜିଲାର ଦୁଇଟି ଲେଖାଏ ବିଧାନସଭା କ୍ଷେତ୍ର...

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ: ଦିଗ୍‌ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର

କଟକ ଅଫିସ,୨।୩: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର ଯୋଜନା ଘୋଷଣା କରାଯାଇଛି। ଟଙ୍କା କେମିତି ଖର୍ଚ୍ଚ କରାଯିବ, କେଉଁ ସବୁ ଚିକିତ୍ସା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri