ମେଟ୍ରୋ

ଅଜୟ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଅବସରପ୍ରାପ୍ତ ହିନ୍ଦୀ ପ୍ରଫେସର ଅଜୟ କୁମାର ପଟ୍ଟନାୟକ ୨୦୧୯ ବର୍ଷ ପାଇଁ ଓଡ଼ିଶାରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତାଙ୍କ ଦ୍ୱାରା ଅନୂଦିତ ଓଡ଼ିଆ ପୁସ୍ତକ ‘ଶ୍ରେଷ୍ଠ ହିନ୍ଦୀ ଗଳ୍ପ’ ପାଇଁ ସେ କେନ୍ଦ୍ର...

ଅନୁପଙ୍କ ଗିରଫଦାରିକୁ ବେଆଇନ କହିଲେ ଝିଅ

ଭୁବନେଶ୍ୱର,୨୫ା୨(ବ୍ୟୁରେ।): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ଝିଅ ବବ୍‌ଲି ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋ ଗିରଫ ହୋଇଛନ୍ତି। ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅନ୍ତର୍ଗତ ହମିରପୁର ଜଙ୍ଗଲରେ...

ସରକାରୀ ମେଡିକାଲ କଲେଜରେ ଖାଲିପଡ଼ିଛି ୨୪୪ ପଦବୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ):  ରାଜ୍ୟରେ ୭ ମେଡିକାଲ କଲେଜ ରହିଛି। ଏସବୁ କଲେଜରେ ମୋଟ ୧୨୬୭ ମଞ୍ଜୁରପ୍ରାପ୍ତ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଓ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ରହିଛି। ତେବେ ସେଥିମଧ୍ୟରୁ ୨୪୪ ପଦବୀ ଖାଲି ରହିଛି ବୋଲି ବିଧାନସଭାରେ ସ୍ବାସ୍ଥ୍ୟ...

୨୮ରେ ଜନତା ମଇଦାନରେ ହେବ ଭାଜପାର ଜନସଭା

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ରେ ପୂର୍ବାଞ୍ଚଳ ରାଜ୍ୟ ମିଟ୍‌ରେ ଯୋଗଦେବା ଲାଗି ଦୁଇ ଦିନିଆ ରାଜ୍ୟ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଶାହା ଲୋକସେବା ଭବନଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଦଳୀୟ କାର୍ଯ୍ୟକ୍ରମରେ...

‘ପାଟଣାଗଡ଼’ ରିଲିଜ୍‌ ଉପରେ ରୋକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଉପରେ ନିର୍ମିତ ଫିଲ୍ମ ‘ପାଟଣାଗଡ଼’କୁ ନେଇ ପୁଣିଥରେ ବିବାଦ ଦେଖାଦେଇଛି। ଫିଲ୍ମ ରିଲିଜ୍‌ ପୂର୍ବରୁ ଏହା ଉପରେ ସୋମବାର ଅଙ୍କୁଶ ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ପୁଞ୍ଜିଲାଲଙ୍କ ପତ୍ନୀ ଦାଏର କରିଥିବା ମାମଲା...

ହାତୀ ଆକ୍ରମଣ ନେଇ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ପୁରୀ ଜିଲା ପିପିଲି ଓ ବଳଙ୍ଗାରେ ଏକ ଦନ୍ତାହାତୀ ଆକ୍ରମଣରେ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫ଜଣ ଆହତ ହୋଇଥିଲେ। ସେହିଭଳି ସୋମବାର ମଧ୍ୟ ରାଜଧାନୀରେ ଜଣେ ମହିଳା ହାତୀ ଆକ୍ରମଣର ଶିକାର ହୋଇଥିଲେ। ଏହି ସ୍ପର୍ଶକାତର ଘଟଣାକୁ...

ପୋଲିସ ବିଭାଗରେ ୧୦,୦୫୪ ପଦବୀ ଖାଲି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଦେଶ ତଥା ରାଜ୍ୟରେ ନାଗରିକଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସ ପ୍ରଶାସନ କାର୍ଯ୍ୟ କରିଥାଏ। ସେହିଭଳି ଜାତୀୟ ସମ୍ପତ୍ତି ସୁରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଆପରାଧିକ ଅନୁସନ୍ଧାନ, ସମସ୍ତ ପ୍ରକାର ନିର୍ବାଚନ ପରିଚାଳନା ମଧ୍ୟ ପୋଲିସ ପ୍ରଶାସନ ଦ୍ୱାରା କରାଯାଇଥାଏ।...

୩ ଦିନ ବର୍ଷା: ଘଣ୍ଟାକୁ ୩୦ରୁ ୪୦ କି.ମି. ପବନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ...

ରାଜ୍ୟରେ କମୁଛି ଦଣ୍ଡବିଧାନ ହାର

ଭୁବନେଶ୍ୱର,୨୫ା୨(ବ୍ୟୁରେ): ପୋଲିସର ଦୁର୍ବଳ ତଦନ୍ତ ହେଉ ବା ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅବା ଆଇନର ଗଳାବାଟ ଯୋଗୁ ଅନେକ ଦୋଷୀ ଦଣ୍ଡ ନ ପାଇ ଖସି ଯାଉଛନ୍ତି। ଫଳରେ ରାଜ୍ୟରେ ଦଣ୍ଡବିଧାନ ହାର କମି କମି ଯାଉଛି। ବିଧାନସଭାରେ...

ନରହନ୍ତା ଦନ୍ତା ଚନ୍ଦକାମୁହାହାଁ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ପିପିଲି, ନିମାପଡ଼ା, କଣାସ ଓ ଡେଲାଙ୍ଗ ବ୍ଲକ ଅଞ୍ଚଳରେ ତିନି ଦିନ ଧରି ଉପଦ୍ରବ କରିଥିବା ଦନ୍ତାହାତୀ ସୋମବାର ସନ୍ଧ୍ୟାରେ ଚନ୍ଦକା ଜଙ୍ଗଲମୁହାଁ ହୋଇଛି। ତା’ର ଆକ୍ରମଣରେ ରବିବାର ପିପିଲି ଓ ବଳଙ୍ଗା ଥାନା ଅଞ୍ଚଳର ୪ଜଣଙ୍କ ଜୀବନ ଯାଇଥିବାବେଳେ...

ବିଧାନସଭାରେ ଧାନ ଝଡ଼

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।...

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ: ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ, ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା ସହ ସେମାନଙ୍କ ପେନସନ୍‌ ସୁବିଧାକୁ ମଧ୍ୟ ସ୍ଥାୟୀ ଭାବେ ବନ୍ଦ କରିବାକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri