ମେଟ୍ରୋ

ରାଜଧାନୀରେ ଆମେରିକା ନିର୍ମିତ ବନ୍ଧୁକ

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): ରାଜଧାନୀରେ ଚୋରା ପିସ୍ତଲ କାରବାର, ବନ୍ଧୁକ ମୁନରେ ଲୁଟ୍‌ପାଟ ଭଳି ଘଟଣା ବଢ଼ିଚାଲିଛି । ସୋମବାର ରାତିରେ ବୁଦ୍ଧପାର୍କ ନିକଟରେ କ୍ୟୁଏଟି ଓ ଚନ୍ଦ୍ରଶେଖରପୁର ଥାନା ପୋଲିସର ମିଳିତ ଚଢ଼ାଉରେ ଦେଶୀ ଓ ଆମେରିକା ନିର୍ମିତ ପିସ୍ତଲ...

ହୋର୍ଡିଂରେ ଖିଲାପକାରୀଙ୍କ ନାଁ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ବର୍ଷବର୍ଷ ଧରି ହୋଲଡିଂ ଟ୍ୟାକ୍ସ ଦେଇ ନ ଥିବା ୩୪୩ଜଣ ବଡ଼ ଖିଲାପକାରୀଙ୍କ ତାଲିକା ରାଜଧାନୀର ବିଭିନ୍ନ ରାସ୍ତା ପାର୍ଶ୍ୱରେ ଥିବା ବଡ଼ ହୋର୍ଡ଼ିଂରେ ଲଗାଯାଇଛି। ସେମାନଙ୍କ ନାମକୁ ସର୍ବ ସାଧାରଣରେ ପ୍ରକାଶ କରିବା ସହ ସେମାନେ...

କରୋନା ଭୟ: ଭିତ୍ତିଭୂମି ସଜାଡୁଛି ଏସ୍‌ସିବି

କଟକ ଅଫିସ,୧୮ା୩: ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ପାଇଁ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯାଇଛି। ସନ୍ଦିଗ୍ଧ କିମ୍ବା ଆକ୍ରାନ୍ତ ରୋଗୀ ଆସିଲେ ସେମାନଙ୍କୁ କିଭଳି ସେବା ଯୋଗାଇ ଦିଆଯିବ ସେ ନେଇ ଚିନ୍ତା ବଢିଛି। କରୋନା ନିମନ୍ତେ ସ୍ବତନ୍ତ୍ର ଭାବେ...

ସତର୍କତା, ସଚେତନତା ନେଇ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟାପକ ସଚେତନତା କରୁଛି। ହୋଟେଲ, ଘରୋଇ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋଚିଂ, ମଲ୍‌, ହାଟ, ମନ୍ଦିର, କଲ୍ୟାଣମଣ୍ଡପ, ପାର୍କ, ଖାଦ୍ୟ ଦୋକାନ, ରେଷ୍ଟୁରାଣ୍ଟ ଓ ଡ୍ୟାନ୍ସ ବାର,...

ଶାସ୍ତ୍ରୀୟ ଓଡ଼ିଆ ଭାଷାକୁ ନାହିଁ ଟଙ୍କାଟିଏ କେନ୍ଦ୍ରୀୟ ଅନୁଦାନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଶାସ୍ତ୍ରୀୟ ମାନ୍ୟତା ପାଇଥିବା ଓଡ଼ିଆ ଏବଂ ମାଲାୟଲମ୍‌ ପ୍ରଭୃତି ଭାଷାକୁ କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଅପରପକ୍ଷରେ ମାତ୍ର ୧୫,୦୦୦ ଲୋକ କହୁଥିବା ସଂସ୍କୃତ ଭାଷାର ପ୍ରସାର ଲାଗି ଧ୍ୟାନ ଦିଆଯାଉଛି। କଂଗ୍ରେସ ନେତା ଜୟରାମ ରମେଶ ସୋମବାର...

ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଓଡ଼ିଆ ମୃତ, ୩ ଗୁରୁତର

ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମବଙ୍ଗର ସିଲିଗୁଡ଼ି କଲିମ୍‌ପଙ୍ଗ ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭୁବନେଶ୍ୱର ଅଞ୍ଚଳର ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସ୍ଥାନୀୟ ରେଳବିହାରରେ ରହୁଥିବା ରତିକାନ୍ତ ନନ୍ଦ,...

ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଆଇଏଏସ୍‌ ଅଫିସର ଏସ୍‌.ଭିନିଲକ୍ରିଷ୍ଣା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପରେ ଏବେ ଆଇଏଏସ୍‌ ଅଫିସର ଏସ୍‌.ଭିନିଲକ୍ରିଷ୍ଣା ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ଏ ସମ୍ପର୍କରେ ସେ ଏକ ଭିଡିଓ ଜାରି କରି ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ବିଦେଶରୁ ଫେରିବା ପରେ ସେ ସରକାରଙ୍କ...

ବ୍ରେଥ୍‌ ଆନାଲାଇଜର୍‌ ଟେଷ୍ଟ ବନ୍ଦ ପାଇଁ ଡିଜିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୩(ବ୍ୟୁରୋ):ରାଜ୍ୟରେ ନୂତନ ସଡ଼କ ସୁରକ୍ଷା ଆଇନ ଲାଗୁ ହେବା ପରେ ଯାନବାହନ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଥିଲା। କାଗଜପତ୍ର ତଥା ଅନ୍ୟାନ୍ୟ ନିୟମ ଭଙ୍ଗ କଲେ ଚାଳକଙ୍କଠାରୁ ମୋଟା ଅଙ୍କର ଜରିମାନା କରାଯାଉଥିଲା। ବିଶେଷକରି ମଦ୍ୟପ ଡ୍ରାଇଭରଙ୍କ ଉପରେ ରହିଥିଲା...

ରାଜ୍ୟରେ ପରିବହନ ସେବା ବାଧାପ୍ରାପ୍ତ: ଟ୍ରେନ୍‌ ଟିକେଟ୍‌ ବାତିଲ କରୁଛନ୍ତି ଯାତ୍ରୀ,ଏଣିକି ଆର୍‌ଟିଓରେ ଦୈନିକ ମିଳିବ ୫୦ ଲାଇସେନ୍ସ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଗୋଟିଏ ପଟେ କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅପରପକ୍ଷେ ପରିବହନ ସେବା ବାଧାପ୍ରାପ୍ତ ହେଉଥିବା ଦେଖାଯାଉଛି। ବିଭିନ୍ନ ରେଳଷ୍ଟେଶନରେ ଟିକେଟ ବାତିଲ ପ୍ରକ୍ରିୟା ବଢ଼ୁଥିବା ନଜର ଆସିଛି। ଇଷ୍ଟକୋଷ୍ଟ...

ମାର୍ଚ୍ଚ ୩୧ ଯାଏ କଟକଣା: କଏଦୀଙ୍କୁ ଭେଟିପାରିବେନି ସମ୍ପର୍କୀୟ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଜନଗହଳିପୂର୍ଣ୍ଣ ସ୍ଥାନକୁ ଯିବାକୁ ବାରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ କଏଦୀଙ୍କୁ ସମ୍ପର୍କୀୟ ଭେଟିବାକୁ ନେଇ କଟକଣା ଜାରି କରାଯାଇଛି। ଭୁବନେଶ୍ୱର ଝାରପଡ଼ା ଜେଲରେ...

ଗଜପତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ କ୍ୱାରେଣ୍ଟାଇନ୍‌ ରହିଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏ ନେଇ ଏକ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନିଜ ତରଫରୁ ସରକାରଙ୍କ...

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା, ଜୁଲାଇରୁ ପିଛିଲା ଭାବେ ଲାଗୁ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ମଙ୍ଗଳବାର ମହଙ୍ଗା ଭତ୍ତାକୁ ୫% ବୃଦ୍ଧି କରାଯାଇଛି। ଏହା ଏବେ ୧୨%ରୁ ବୃଦ୍ଧି ପାଇ ୧୭% ହୋଇଛି। ରାଜ୍ୟ ସରକାରୀ କର୍ମଚାରୀମାନେ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ପାଇବେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri