ମେଟ୍ରୋ

ହିତାଧିକାରୀଙ୍କୁ ଆଗୁଆ ମିଳିବ ୪ ମାସର ଭତ୍ତା

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ମିଳିବ। ଏପ୍ରିଲ, ମେ, ଜୁନ୍‌ ଓ ଜୁଲାଇ ମାସର ଆଗୁଆ ଭତ୍ତା ଖୁବ୍‌ଶୀଘ୍ର ହିତାଧିକାରୀଙ୍କୁ ବଣ୍ଟନ କରାଯିବ। ଏ ନେଇ ସୋମବାର ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା...

କରୋନା ସତର୍କତା:ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ବୃଦ୍ଧି

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ସମୟ ବୃଦ୍ଧି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟ ସରକାରଙ୍କୁ...

କରୋନା ପ୍ରଭାବ: ଦିନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସତର୍କତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି। ଏହି ପରିପ୍ରେକ୍ଷୀରେ ଆହାର କେନ୍ଦ୍ର ଖୋଲା ରହିବା ସମୟ ଅବଧିକୁ ସୋମବାରଠାରୁ ବଢ଼ାଯାଇଛି। ଏହା ଦିନ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ...

କଏଦୀଙ୍କୁ ବଣ୍ଟାଯିବ ସାନିଟାଇଜର, ମାସ୍କ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ କଏଦୀମାନଙ୍କୁ ଭିଡିଓ କନ୍‌ଫରେନ୍ସରେ ହାଜର କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଏକ ଚିଠି କରାଯାଇ ଗାଇଡଲାଇନ୍‌ ଜାରି କରାଯାଇଥିଲା। ହେଲେ...

‘ଭୟଭୀତ ନୁହେଁ ସଚେତନ ହୁଅ’

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ବଡ଼ ପଦକ୍ଷେପ ନେଉଛନ୍ତି। ପ୍ରାଥମିକ ସ୍ତରରେ ଗହଳି ସ୍ଥାନକୁ ବନ୍ଦ କରିବା ସହ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ତେଣୁ କରୋନା...

ଗୋଟିଏ ଦିନରେ ମାଉସୀମା’ ମନ୍ଦିରରେ ଲାଗିବ ରଥ

ପୁରୁଣା ଭୁବନେଶ୍ୱର,୧୭।୩(ଡି.ଏନ୍‌.ଏ.): ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନବଦିନାତ୍ମକ ହୋଇଥିବାବେଳେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଞ୍ଚଦିନାତ୍ମକ ହୋଇଥାଏ। କାଳକ୍ରମେ ଠାକୁରଙ୍କ ଏହି ରଥଯାତ୍ରା ମାଉସୀ ମା’ମନ୍ଦିରରେ...

ସ୍ବାସ୍ଥ୍ୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା: ବାପାଙ୍କ ଅନ୍ତିମକ୍ରିୟା ସାରି କାର୍ଯ୍ୟରେ ଯୋଗଦେଲେ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ରବିବାର କରୋନା ମୁକାବିଲା ପାଇଁ ଯେଉଁ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କସରତ ଚାଲିଥିଲା ସେହି...

‘କରୋନା’ ଗୀତ ଗାଇ ଟ୍ରୋଲ ହେଲେ ହ୍ୟୁମାନ ସାଗର

ଭୁବନେଶ୍ୱର, ୧୭।୩(ବ୍ୟୁରୋ)/କଟକ ଅଫିସ : ‘ଝିଅ ନୁହେଁ ତୁ କରୋନା ଭାଇରସ୍‌’। ଏହି ଗୀତକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏହି ଗୀତକୁ ଗାଇ ଟ୍ରୋଲ ହୋଇଛନ୍ତି। ଏହି...

କରୋନା ପାଇଁ ମୋ ବସ୍‌ରେ ସ୍ବତନ୍ତ୍ର ବିଶୋଧନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଭାଇରସର ବିସ୍ତାରକୁ ରୋକିବା ପାଇଁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସମସ୍ତ ମୋ ବସ୍‌ ଓ ବସ ଷ୍ଟପରେ ସ୍ବତନ୍ତ୍ର ବିଶୋଧନ କରାଯାଇଛି। ମୋ ବସ୍‌ର ସିଟ ତଳ, ଷ୍ଟେରିଙ୍ଗ୍‌, ହାତ ରଖିବା ସ୍ଥାନ...

ଆରମ୍ଭରୁ ଅବ୍ୟବସ୍ଥା

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଶହ କୋଟିର ବ୍ୟୟବରାଦ ରହିଛି। ଚିକିତ୍ସା, ସଚେତନତାଠାରୁ ଆରମ୍ଭ କରି ବ୍ୟାପକ ବ୍ୟବସ୍ଥା କରାଯାଉଥିବା କୁହାଯାଉଛି। ଘନଘନ ନିର୍ଦ୍ଦେଶନାମା ଜାରି କରାଯାଇ କଟକଣା ଲଗାଯାଉଛି। ବିମାନ ବନ୍ଦରରେ କଡ଼ା ଯାଞ୍ଚ, ହସ୍ପିଟାଲରେ ଆସୋଲେଶନ...

ଗର୍ଭଗୃହରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ମନା

ପୁରୁଣା ଭୁବନେଶ୍ୱର, ୧୭।୩(ଡି.ଏନ୍‌.ଏ.): ମହାମାରୀ କରୋନା ପାଇଁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି। ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ଯାତ୍ରୀଙ୍କ ପାଇଁ ୭ଟି ଗାଇଡଲାଇନ ବ୍ୟବସ୍ଥା କରାଯାଇଛି। ସେହିପରି ଗର୍ଭଗୃହରେ...

କ୍ୟାପିଟାଲ ହସ୍ପିଟାଲରେ କୋକୁଆ ଭୟ: ମୁହଁ ଖୋଲିଲେ ଆକ୍ରାନ୍ତଙ୍କ ପରିବାର

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଚାଇନା, ଇଟାଲୀ ଆଦି ଦେଶରେ ମୃତ୍ୟୁର ବୀଭିଷିକା ରଚୁଥିବାବେଳେ ଓଡ଼ିଶାରେ ଛନକା ପଶିଥିଲା। ବିଦେଶରେ ବହୁ ଓଡ଼ିଆ ରହୁଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଏନେଇ ପ୍ରସ୍ତୁତି ଆରମ୍ଭ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri