ମେଟ୍ରୋ

ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ...

ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ ନୃତ୍ୟ ପ୍ରଦର୍ଶନ କରିଥିବା ଡ୍ୟାନ୍ସର ଲଭ୍‌ଲୀଙ୍କ ନାମରେ ଖଣ୍ଡଗିରି ଥାନାରେ ଆଇପିସି...

ଜାପାନରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ ରୋଷେୟା କାମ କରୁଥିବା ୨ ଓଡ଼ିଆଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା।...

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍‌ ରହିଛି। ପୂର୍ବତଟ ରେଳପଥ ଲାଗି ଚଳିତ ଥର ୫୮୬୫...

ଆଜି ଶପଥ ନେବେ ହାଇକୋର୍ଟର ନୂତନ ବିଚାରପତି

କଟକ ଅଫିସ,୧୦।୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତି ପାଇଥିବା ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ସୋମବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ...

ବର୍ଷା ପରେ ଥରାଇବ ଶୀତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ସର୍ବାଧିକ ୨୨.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ବୌଦ୍ଧ ୧୫.୩,...

ମନୋଜ ଦାସଙ୍କୁ କଳିଙ୍ଗ ସାହିତ୍ୟ ସମ୍ମାନ

ଭୁବନେଶ୍ୱର, ୯ା୨(ବ୍ୟୁରୋ): ମିଷ୍ଟିକ୍‌ କଳିଙ୍ଗ ସାହିତ୍ୟ ମହୋତ୍ସବର ଚତୁର୍ଥ ସଂସ୍କରଣ ଶନିବାର ସ୍ଥାନୀୟ ଏକ ହୋଟେଲରେ ଉଦ୍‌ଘାଟିତ ହୋଇଛି। ଦୁଇଦିନ ଧରି ହେବାକୁ ଥିବା ଏହି ମହୋତ୍ସବର ପ୍ରଥମ ଦିବସରେ କଥାକାର ତଥା ବିଶିଷ୍ଟ ସାହିତ୍ୟ ଲେଖକ ମନୋଜ ଦାସ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ

ଭୁବନେଶ୍ୱର,୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଜଣାଶୁଣା ଶିଳ୍ପପତି ଗୌତମ ଆଦାନୀ ନବୀନ ନିବାସରେ ଭେଟିଛନ୍ତି। ଏହି ବୈଠକରେ ଆଦାନୀ ଗ୍ରୁପ୍‌ର ରାଜ୍ୟରେ ପୁଞ୍ଜିନିବେଶ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ରାଜ୍ୟରେ ଲଜିଷ୍ଟିକ୍‌, ଶିଳ୍ପଭିତ୍ତିକ ପାର୍କ, ନୂତନ ବୈଷୟିକ ବିଦ୍ୟା...

ମହିଳାଙ୍କୁ ବଳାତ୍କାର କରି ଓଏସ୍‌ଏପି ସିପାହି ଗିରଫ: ପୂର୍ବରୁ ମଧ୍ୟ ଗିରଫ ସହ ନିଲମ୍ବିତ ହୋଇଥିଲେ

ଭୁବନେଶ୍ୱର, ୯ା୨(ବ୍ୟୁରୋ): ବଳାତ୍କାର ଓ ପ୍ରତାରଣା ଅଭିଯୋଗରେ ନୟାପଲୀ ଥାନା ପୋଲିସ ଶନିବାର ଆଉଜଣେ ପୋଲିସ କର୍ମଚାରୀକୁ ଗିରଫ କରିଛି। ସେ ହେଲେ କୋରାପୁଟସ୍ଥିତ ତୃତୀୟ ଓଏସ୍‌ଏପି ବାଟାଲିୟନର ସିପାହି ରାଜକିଶୋର ଭୋଇ (୨୯)। ତାଙ୍କ ଘର ବଲାଙ୍ଗୀର ଜିଲା...

ଗଣତନ୍ତ୍ର ପ୍ରତିଷ୍ଠାରେ ପବିତ୍ର ମୋହନଙ୍କ ପ୍ରମୁଖ ଯୋଗଦାନ ଥିଲା

ଭୁବନେଶ୍ୱର, ୯ା୨(ବ୍ୟୁରୋ): ବର୍ତ୍ତମାନ ଭାରତବର୍ଷ ଯେଉଁ ଗଣତନ୍ତ୍ରକୁ ଆଧାର କରି ଗର୍ବିତ ଓ ପରିଚାଳିତ, ସ୍ବାଧୀନତା ପୂର୍ବରୁ ଏହା ସମଗ୍ର ଭାରତବାସୀଙ୍କ ପାଇଁ ଏକ ପ୍ରକାର ସ୍ବପ୍ନ ଥିଲା। ବ୍ରିଟିଶ୍‌ ଶାସନର ଆଧିପତ୍ୟରେ ରାଜତନ୍ତ୍ର ଓ ଜମିଦାରି ଶୋଷଣ ଓଡ଼ିଶାବାସୀଙ୍କୁ...

ଖଣ୍ଡଗିରି ଯାତ୍ରା: ନଗ୍ନନୃତ୍ୟ ବିରୋଧରେ ତେଜିଲା ସ୍ବର; ଥାନାରେ ଅଭିଯୋଗ କଲା ଓଡ଼ିଶା ନାରୀ ସଚେତନ ମଞ୍ଚ

ଭୁବନେଶ୍ୱର, ୯ା୨(ବ୍ୟୁରେ): ଖଣ୍ଡଗିରି ଯାତ୍ରାରେ ନଗ୍ନନୃତ୍ୟ ପ୍ରଦର୍ଶନକୁ ଓଡ଼ିଶା ନାରୀ ସଚେତନ ମଞ୍ଚ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ମଞ୍ଚ ସଭାପତି ଡଲି ରଥଙ୍କ ନେତୃତ୍ୱରେ ଏକ ଦଳ ପୋଲିସ କମିଶନର(ସିପି) ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଦାବିପତ୍ର ଦେବାକୁ ଯାଇଥିଲେ। ସିପି...

୧୩ ତାରିଖ ଅପରାହ୍ନରେ ସାମାଜିକ ଗଣମାଧ୍ୟମରେ ଉତ୍ତର ରଖିବେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର,୯ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଚଳିତ ମାସ ୧୩ ତାରିଖ(ଗୁରୁବାର) ଅପରାହ୍ନ ୪ଟାରେ ସାମାଜିକ ଗଣମାଧ୍ୟମରେ ଲାଇଭ୍‌ (ସିଧାପ୍ରସାରଣ)ରେ ଆସିବେ। ବିଭାଗ ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri