ମେଟ୍ରୋ

ହୋଲିରେ ମଦ୍ୟପଙ୍କ ଉପରେ ରହିବ କଡ଼ା ନଜର: ସହରରେ ମୁତୟନ ହେବ ୧୩ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର, ୮।୩(ବ୍ୟୁରୋ): ହୋଲିକୁ ଆଖି ଆଗରେ ରଖି କମିଶନରେଟ ପୋଲିସ ବ୍ୟାପକ ପ୍ରସ୍ତୁତି ଚଳାଇଛି। ରାଜଧାନୀରେ ଯେଭଳି କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ନ ଉପୁଜିବ ସେଥିଲାଗି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ହୋଲିଦିନ ସହରରେ ପ୍ରାୟ ୧୩ ପ୍ଲାଟୁନ...

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳିମାଡ଼ ଘଟଣା: ଦୁଇଜଣଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ବାଡ୍‌

ଭୁବନେଶ୍ୱର, ୮।୩(ବ୍ୟୁରୋ): ବାରଙ୍ଗ କାଟେଣି ଛକସ୍ଥିତ ଜଙ୍ଗଲ ଭ୍ୟୁ ରେଷ୍ଟୁରାଷ୍ଟରେ ଗୁଳିକାଣ୍ଡ ଘଟଣାରେ ପୋଲିସ ଦନ୍ତ ଜାରି ରଖିଥିବାବେଳେ ଶନିବାର ସ୍ପେଶାଲ ସ୍କ୍ବାଡ୍‌ ସନ୍ଦେହରେ ୨ ଯୁବକଙ୍କୁ ଉଠାଇ ନେଇ ପଚରାଉଚରା କରୁଛି। ତଦନ୍ତରେ ବାଧା ସୃଷ୍ଟି କାରଣରୁ ପୋଲିସ...

୨୬ ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ, ଶୁଭାରମ୍ଭ: ୫୫୬୭.୫ କୋଟିର ପୁଞ୍ଜିନିବେଶ, ୯୧୬୮ ନିଯୁକ୍ତ

ଭୁବନେଶ୍ୱର, ୮।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୯ମ ପର୍ଯ୍ୟାୟ ଗ୍ରାଉଣ୍ଡ ବ୍ରେକିଂ କାର୍ଯ୍ୟକ୍ରମ ଜରିଆରେ ୨୬ଟି ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା କାର୍ଯ୍ୟକାରୀ ହୋଇପାରିଲେ ୯ ହଜାର ବ୍ୟକ୍ତିବିଶେଷଙ୍କ ପାଇଁ ରୋଜଗାର ସୃଷ୍ଟି ହୋଇପାରିବ। ମାର୍ଚ୍ଚ ୫ରୁ ଆରମ୍ଭ...

କୁଳପତିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଠିକ୍‌ ସମୟରେ ପରୀକ୍ଷା, ଫଳ ପ୍ରକାଶ କର

ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଶ୍ୱବିଦ୍ୟାଳୟରେ ଠିକ୍‌ ସମୟରେ ପରୀକ୍ଷା କରାଯିବ। ସେହିପରି ପରୀକ୍ଷା ଫଳ ମଧ୍ୟ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ। ଆସନ୍ତା ଶିକ୍ଷାବର୍ଷରୁ କୌଣସି ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ...

ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଖୁବ୍‌ଶୀଘ୍ର: ପୋତାହେବ ଓୟୁଏଟି ଫାର୍ମରେ ଥିବା ୨ ପୋଖରୀ

ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ସମ୍ପ୍ରସାରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ କିଛିଦିନ ମଧ୍ୟରେ ଆରମ୍ଭ ହେବ। ବିଶେଷକରି ବିମାନ ଉଡ଼ାଣରେ ବଡ଼ ବିପଦ ସୃଷ୍ଟି କରୁଥିବା ପକ୍ଷୀଙ୍କୁ ନେଇ ଚିନ୍ତା ବଢ଼ିଛି। ସେହିଭଳି ସମ୍ପ୍ରସାରଣରେ ବସ୍ତି...

ରବିବାର ଅନ୍ତର୍ଜାତୀୟ ମହିଳା ଦିବସ: ପେନ୍‌ସିଲ୍‌ ମୁନରେ ଈଶ୍ୱର ରାଓଙ୍କ କଳାକୃତି

ଭୁବନେଶ୍ୱର,୭ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଦିନଟିକୁ ଖାସ୍‌ କରିବାକୁ ଯାଇ ମହିଳାମାନଙ୍କୁ ଫୁଲ, ଉପହାର ପ୍ରଭୃତି ଦିଆଯାଉଥିବାର ନଜିର ରହିଛି। ଏହି ଅବସରରେ ଶିଳ୍ପୀ ଏଲ୍‌. ଈଶ୍ୱର ରାଓ ପେନ୍‌ସିଲ୍‌ ମୁନରେ କଳାକୃତି କରି ମହିଳାମାନଙ୍କୁ ଉକ୍ତ ଦିନର...

ମୋତେ ରାଜ୍ୟ ସଭା ପ୍ରାର୍ଥୀ କରାଯିବା ବଡ଼ ସରପ୍ରାଇଜ୍‌: ସୁଜିତ କୁମାର

ଭୁବନେଶ୍ୱର,୭ା୩(ବ୍ୟୁରୋ): ମୋତେ ରାଜ୍ୟ ସଭା ଲାଗି ପ୍ରାର୍ଥୀ କରିବା ମୋ’ ପାଇଁ ବହୁତ ବଡ଼ ସରପ୍ରାଇଜ୍‌ ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ପ୍ରାର୍ଥୀ ଲାଗି ଯୋଗ୍ୟ ଭାବିଥିବାରୁ ମୁଁ ତାଙ୍କଠାରେ କୃତଜ୍ଞ। ଆଦିବାସୀ ଅଞ୍ଚଳର ବିକାଶ ଲାଗି ମୁଁ...

ନିରାଶ ହେଲେ ବି ଥଇଥାନ: ସୁବାସଙ୍କ ସ୍ଥାନରେ ଦାୟିତ୍ୱ ସମ୍ଭାଳିବେ ରମେଶ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଖାଲି ପଡ଼ିଥିବା ୪ ରାଜ୍ୟ ସଭା ଆସନ ଲାଗି ଶନିବାର ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଥିବା ସୁବାସ ସିଂ ରହିଛନ୍ତି। ରାଜ୍ୟ...

ବିଜେଡିର ପ୍ରାର୍ଥୀ ଘୋଷଣା: ରାଜ୍ୟ ସଭା ଯିବେ ମୁନା ଖାଁ, ସୁବାସ ସିଂ, ସୁଜିତ କୁମାର, ମମତା ମହାନ୍ତ

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଖାଲି ପଡ଼ିଥିବା ୪ ସିଟ୍‌ ଲାଗି ଦଳ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଛି। ନବୀନ ନିବାସରେ ଖବରଦାତାଙ୍କୁ...

କରୋନା ଭୟ: ଚଳିତବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ମଙ୍ଗଳବାର ହୋଲି। ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ହେବା ଭୟକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋଲି ଖେଳିବେ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ପୂର୍ବରୁ...

କରୋନା ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ମନ୍ତ୍ରୀ, ଅଫିସରଙ୍କୁ ବିଦେଶ ଗସ୍ତ ମନା; କୋହଳ ହେବ ବାୟୋମେଟ୍ରିକ୍‌ ଉପସ୍ଥାନ

ଭୁବନେଶ୍ୱର,୭।୩(ବ୍ୟୁରୋ): ବିଶ୍ୱବାସୀଙ୍କ ନିଦ ହଜାଇଥିବା କରୋନା ଭାଇରସ୍‌ ଭାରତରେ ପ୍ରବେଶ କଲାଣି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ରେ ପହଞ୍ଚତ୍ଲାଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ଶନିବାର ଏକ ସମୀକ୍ଷା ବୈଠକ କରିଛନ୍ତି।...

ରମା ବୈଦ୍ୟନାଥନ୍‌ ପାଇବେ ମାହାରୀ ସମ୍ମାନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆଦିଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ତରଫରୁ ବିଶିଷ୍ଟ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ରମା ବୈଦ୍ୟନାଥନ ଚଳିତବର୍ଷ ଲାଗି ସମ୍ମାନଜନକ ମାହାରୀ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ୫୦ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri