ମେଟ୍ରୋ

ଦଶମ ଶ୍ରେଣୀରେ ପଢ଼ାଯିବ ସଡ଼କ ସୁରକ୍ଷା ପାଠ୍ୟକ୍ରମ, ଆଗାମୀ ଶିକ୍ଷାବର୍ଷରୁ ହେବ ସାମିଲ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଏଣିକି ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଛାତ୍ରୀଛାତ୍ରମାନେ ସଡ଼କ ସୁରକ୍ଷା ସମ୍ପର୍କିତ ବିଷୟ ପଢ଼ିବେ। ଆଗାମୀ ଶିକ୍ଷାବର୍ଷରୁ ୧୦ମ ପାଠ୍ୟକ୍ରମରେ ଏହା ରଖାଯିବ। ତେବେ ବିଷୟବସ୍ତୁ କିପରିି ହେବ, ସେ ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ବୋଲି ବୁଧବାର...

ମହିଳା ଆଇନଜୀବୀ ଦୀପାଳି ଆତ୍ମହତ୍ୟା ମାମଲା: ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ପୁରୁଷ ବନ୍ଧୁଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୨୯ା୧(ବ୍ୟୁରୋ):ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଇଥିବା ପୁରୁଷ ବନ୍ଧୁ ବିକ୍ରମ ମିଶ୍ର ମଙ୍ଗଳବାର ଖୋର୍ଦ୍ଧା ଦୌରାଜଜ୍‌ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ୪ ମାସ ଧରି ଫେରାର ରହିଥିବା ବିକ୍ରମ ନିକଟରେ ହାଇକୋର୍ଟରେ ଆତ୍ମସମର୍ପଣ...

ମାଛ, ସୁଜି, ବିଲାତି ଭିତରେ ଆସୁଛି ବ୍ରାଉନସୁଗାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଓଡ଼ିଶାରେ ଚାଲିଥିବା ବ୍ରାଉନସୁଗାର ର଼୍ୟାକେଟର ଚେର ବାଂଲାଦେଶକୁ ଲମ୍ବିଛି। କେତେବେଳେ ଭାୟା କଲିକତା ଦେଇ ତ ପୁଣି କେତେବେଳେ ବଙ୍ଗୋପସାଗର ଦେଇ ଓଡ଼ିଶାକୁ ପଶୁଛି ବ୍ରାଉନସୁଗାର। ମାଛ, ସୁଜି, ବିଲାତି ଭିତରେ ଚାଲାଣ ହେଉଛି ଏହି ନିଶାଦ୍ରବ୍ୟ। ତେବେ...

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍‌ ଓ ମୋ ବସ୍‌ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍‌ପିଓମାନେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଭିଯୋଗ କରିଥିଲେ। କମିଶନର ଏ ନେଇ ମୋ...

ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ ଜୀବନ ବଞ୍ଚାଇଛନ୍ତି ୧୦୮ ଆମ୍ବୁଲାନ୍ସର ଜଣେ ଫାର୍ମାସିଷ୍ଟ ସମୀର କୁମାର ତ୍ରିପାଠୀ।...

ପଞ୍ଚାନନଙ୍କ ଚିତ୍ରକଳା ‘ୱାନ୍‌ନେସ୍‌’ ପୁସ୍ତକରେ ସ୍ଥାନ ପାଇଲା

ପୁରୁଣା ଭୁବନେଶ୍ୱର,୨୯।୧  (ଡି.ଏନ.ଏ.):ପୁଡୁଚେରିର ଆରୋଧନ ଗ୍ୟାଲେରୀ ଦ୍ୱାରା ବିଶ୍ୱର କେତେଜଣ ବିଶିଷ୍ଟ ଚିତ୍ରକର, ମୂର୍ତ୍ତିିକାର, ନୃତ୍ୟଶିଳ୍ପୀ, ଲେଖକ, ଅଭିନେତା, ଫଟୋ ଗ୍ରାଫର ଓ ସଙ୍ଗୀତ ଶିଳ୍ପୀଙ୍କ କୃତୀକୁ ନେଇ ‘ୱାନ୍‌ନେସ୍‌’ ଶୀର୍ଷକ ରଙ୍ଗୀନ ପୁସ୍ତକ ପ୍ରକାଶ ପାଇଛି। ଏହି ପୁସ୍ତକରେ...

ସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦର

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଞ୍ଜାବୀ ଯୁବକ ପରବିନ୍ଦର ପାଲ୍‌ ସିଂଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଓ ତାଙ୍କ ପଗଡ଼ିକୁ ଗୋଇଠାମାଡ଼ ଘଟଣାରେ ପୋଲିସର ପଦକ୍ଷେପକୁ ନେଇ ନାନା ଚର୍ଚ୍ଚା ଜାରି ରହିଛି। ଏନେଇ ନିଜେ ପରବିନ୍ଦର ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିବା...

ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କୁ ଭେଟିଛନ୍ତି। ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଉକ୍ତ...

ଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଶାସ୍ତ୍ରୀୟ ସଙ୍ଗୀତ ଜଗତର ମହାନ୍‌ କିମ୍ବଦନ୍ତୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ବୁଧବାର ସାରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏକ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ ହେବ। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ସଙ୍ଗୀତ ନାଟକ...

୪ ପଲିଥିନ ଫ୍ୟାକ୍ଟ୍ରିରେ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସରକାର ପଲିଥିନ ଓ ପ୍ଲାଷ୍ଟିକ୍‌ ବ୍ୟବହାର ଉପରେ କଟକଣା ଲଗାଇବା ସହ ଏହାର ଉପତ୍ାଦନକୁ ନିୟନ୍ତ୍ରିତ କରିବାରେ ପଦକ୍ଷେପ ନେଉଛନ୍ତି। ହେଲେ କେତେକ ପଲିଥିନ୍‌ ଫ୍ୟାକ୍ଟ୍ରି ବା କାରଖାନାରେ ଏବେ ବି ବେଆଇନ କାରବାର କରୁଥିବାର ଭୁବନେଶ୍ୱର ମହାନଗର ନିଗମ...

ତରୁଣକାନ୍ତି ମିଶ୍ର ପାଇଲେ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା ଅଫିସ,୨୯।୧ :ଖୋର୍ଦ୍ଧାର ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୧ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି...

ଖୋଜିଲେ ମିଳୁନି ଐତିହ୍ୟ ରାଜନଅର

ପୁରୁଣା ଭୁବନେଶ୍ୱର,୨୯।୧ (ଡି.ଏନ୍‌.ଏ.):ଓଡ଼ିଶା ପର୍ଯ୍ୟଟନ ବିଭାଗ ଅଧୀନରେ ଥିବା ତଥା ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ସୂଚୀ ୧୫୨ରେ ସ୍ଥାନ ପାଇଥିବା ପୁରୁଣା ଭୁବନେଶ୍ୱରର ଐତିହ୍ୟ ରାଜନଅର ନିଜର ସ୍ଥିତି ହରାଇଛି। ଜବର ଦଖଲ ସହ କାଳକ୍ରମେ ଅବକ୍ଷୟ କାରଣରୁ ମାଟିରେ ମିଶି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri