ମେଟ୍ରୋ

ଏକାଦଶ ପରୀକ୍ଷା କଡ଼ାକଡ଼ି ନିଷ୍ପତ୍ତିକୁ ବିରୋଧ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ୨ ପ୍ରଥମ ବର୍ଷ (ଏକାଦଶ) ପରୀକ୍ଷା କଡାକଡି କରାଯିବା ଲାଗି ରାଜ୍ୟ ସରକାର ଗତ ୧୪ତାରିଖରେ ନିଷ୍ପତ୍ତି ନେଇଥିଲେ। ତେବେ ଏହାକୁ ବିଭିନ୍ନ କଲେଜର ଛାତ୍ରୀଛାତ୍ରମାନେ ବିରୋଧ କରି ରାସ୍ତାକୁ ଓହ୍ଲାଇଛନ୍ତି। ପୁରୀ, ଭୁବନେଶ୍ୱର ଏବଂ...

ଫେବୃୟାରୀ ୨୯ରୁ ଭୁବନେଶ୍ୱରରୁ ବାରାଣସୀକୁ ବିମାନ ସେବା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବିମାନଯାତ୍ରୀଙ୍କ ପାଇଁ ଖୁସି ଖବର। ସୋମବାର ଭୁବନେଶ୍ୱରରୁ ସୁରଟ୍‌କୁ ବିମାନ ସେବା ଆରମ୍ଭ ହେବା ପରେ ଆସନ୍ତା ଫେବୃୟାରୀ ୨୯ରୁ ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବ। ଇଣ୍ଡିଗୋ ପକ୍ଷରୁ ଏହି ସେବା ପ୍ରଦାନ କରାଯିବ।...

ଘରେ ବସି ଟିକସ ଦେଇପାରିବେ ଘର ମାଲିକ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ସହରାଞ୍ଚଳରେ ବାସ କରୁଥିବା ଲୋକମାନଙ୍କୁ ସେମାନଙ୍କର ସମ୍ପତ୍ତି (ହୋଲ୍‌ଡିଂ) ଟିକସ ଦେବାକୁ ଏନ୍‌ଏସି, ମ୍ୟୁନିସିପାଲିଟି କିମ୍ବା ମହାନଗର ନିଗମ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ। ଘରେ ବସି ଅନ୍‌ଲାଇନ ଜରିଆରେ ଟିକସ ପଇଠ କରିପାରିବେ। ରାଜ୍ୟର ୧୧୪...

୬୩ ଭାରତୀୟଙ୍କ ସମ୍ପତ୍ତି ମୂଲ୍ୟ ଦେଶ ବଜେଟରୁ ଅଧିକ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ମାତ୍ର ୬୩ଜଣ ଭାରତୀୟଙ୍କ ସମ୍ପତ୍ତିର ମୂଲ୍ୟ ଦେଶର ୨୦୧୮-୧୯ ଆର୍ଥିକ ବର୍ଷର ବଜେଟ(୨୪ ଲକ୍ଷ ୪୨ ହଜାର ୨୦୦ କୋଟି ଟଙ୍କା) ଠାରୁ ଅଧିକ। ସେହିଭଳି ବିଶ୍ୱର ୨,୧୫୩ ଲୋକଙ୍କ ପାଖରେ ଯେତିକି ସମ୍ପତ୍ତି ଗଚ୍ଛିତ ରହିଛି, ତାହା...

୨୦୨୩ରୁ କାର୍ଯ୍ୟକ୍ଷମ ହେବ ତାଳଚେର ସାର କାରଖାନା

ଭୁବନେଶ୍ୱର, ୨୧।୧(ବ୍ୟୁରୋ): କୃଷକଙ୍କୁ ଯଥା ସମୟରେ ଉପଯୁକ୍ତ ଦରରେ ସାର ଯୋଗାଇଦେବାକୁ କେନ୍ଦ୍ର ସରକାରଙ୍କ ସାର ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ତାଳଚେରରେ ଏକ ସାର କାରଖାନା ଆରମ୍ଭ ହେବାକୁ ଯାଉଛି। ତାଳଚେର ଫର୍ଟିଲାଇଜର...

୫ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ସୋମବାର ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଲୋପାମୁଦ୍ରା ମହାନ୍ତି ଓୟୁଏଟି, ଶ୍ୟାମଳୀ ମହାପାତ୍ର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ସୀତାରାମ ପଟେଲ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ସହଦେବ ସାମଧିଆଙ୍କୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ବ୍ରହ୍ମାନନ୍ଦ ବେହେରାଙ୍କୁ...

ଜାତିଗତ ଜନଗଣନାକୁ ସ୍ବାଗତ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲା ତୈଳିକ ବୈଶ୍ୟ ସମାଜ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ପଦକ୍ଷେପକୁ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ସ୍ବାଗତ କରାଯାଇଛି। ପଛୁଆବର୍ଗର ବିକାଶ ପାଇଁ ସରକାର ଏଭଳି ଦୃଢ ପଦକ୍ଷେପ ନେଇଥିବାରୁ ସୋମବାର...

ଭୁବନେଶ୍ୱର, ବାଲେଶ୍ୱରରୁ ୫ ବ୍ରାଉନସୁଗାର ଡିଲର ଗିରଫ: ୩୨୪ ଗ୍ରାମ ବ୍ରାଉନସୁଗାର, ୩.୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ପୋଲିସ ଡିଜିଙ୍କ କଡା ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚର ଏସଟିଏଫ୍‌ ଟିମ୍‌ ନିଶା ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛି। ରବିବାର ଏସଟିଏଫ୍‌ ଟିମ୍‌ ବାଲେଶ୍ୱର ଏବଂ ଭୁବନେଶ୍ୱରର ବିଭିନ୍ନ ଯାଗାରେ ଚଢାଉ କରି ୫ ବ୍ରାଉନସୁଗାର ଡିଲରଙ୍କୁ...

‘କୃଷି ଓଡ଼ିଶା-୨୦୨୦’କୁ ଉଦ୍‌ଘାଟିତ; ସରକାର ସୁବବେଳେ ଚାଷୀଙ୍କ ସହ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’ ସୋମବାରଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି। ଏହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ସବୁବେଳେ ଓଡ଼ିଶାର ଚାଷୀଙ୍କ ସହ ଅଛନ୍ତି। ନୂଆ କୃଷି ନୀତି ଚାଷୀ ବିକାଶର...

ଆଜିଠୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର,୨୦।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’। ଦେଶ, ବିଦେଶରେ କୃଷି କ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହିତ...

ଖାଲି ପଡ଼ିଥିବା ଓଇଏସ୍‌ ପଦବୀ ତୁରନ୍ତ ପୂରଣ ଦାବି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଅଧିକାଂଶ ବ୍ଲକ୍‌ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡ଼ିଛି। ଖାଲି ପଡ଼ିଥିବା ବିଇଓ, ଏବିଇଓ, ବିଆର୍‌ସିସି ପଦବୀ ପୂରଣ କରାଯାଉ ନ ଥିବାରୁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ସରକାର ଏଥିପ୍ରତି ଆଦୌ ତପତ୍ରତା ପ୍ରକାଶ...

ସରକାରୀ ଜମି ବିକ୍ରି କରି ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ନିଜକୁ କଟକ ଏସ୍‌ସିବି ମେଡିକାଲର ଡାକ୍ତର କହି କେତେଜଣଙ୍କୁ ସରକାରୀ ଜମି ବିିକ୍ରି କରିଥିଲେ। ସେମାନେ ଠକେଇର ଶିକାର ହୋଇଥିବା ଜାଣିବା ପରେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri