ମେଟ୍ରୋ

ଜୁଲାଇ ପହିଲାରୁ ସବୁ ଜିଲାରେ ଆରମ୍ଭ ହେବ ମିଳିତ ଜନ ଶୁଣାଣି

ଭୁବନେଶ୍ୱର,୨୬।୬: ଜୁଲାଇ ପହିଲାରୁ ସବୁ ଜିଲା ଏବଂ ସରକାରଙ୍କର ସମସ୍ତ ବିଭାଗର ମିଳିତ ଜନ ଶୁଣାଣି ଆରମ୍ଭ ହେବ। ପ୍ରତି ସୋମବାର ସାଧାରଣ ଅଭିଯୋଗ ଲାଗି ବୁଧବାର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ତରରେ ଜିଲାପାଳ ଏବଂ ଏସ୍‌ପି...

ବଜ୍ରପାତରେ ୩ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬: ବରଗଡ଼ ଜିଲା ପଦ୍ମପୁର ଖଲିଆପଲି ପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା...

ଓଡ଼ିଶାରେ ଆଉ ମିଳିବନି ମଦ! ମନ୍ତ୍ରୀ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୨୬।୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା...

MPLADS କାର୍ଯ୍ୟକ୍ରମ ଲାଗି ସମ୍ବଲପୁରକୁ ନୋଡାଲ ଜିଲା ଭାବେ ଚୟନ କଲେ ଧମେନ୍ଦ୍ର

ଭୁବନେଶ୍ୱର,୨୬।୬: ନୋଡାଲ ଜିଲା ଭାବେ ସମ୍ବଲପୁରକୁ ଚୟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ। ସେ ନିଜ ଏମ୍‌ପିଲାଡ୍‌ସ କାର୍ଯ୍ୟକ୍ରମ ଲାଗି ସମ୍ବଲପୁରକୁ ନୋଡାଲ ଜିଲା ଭାବେ ବାଛିଛନ୍ତି। ଏଥିସହ ଅନୁଗୋଳ ଏବଂ ଦେବଗଡ଼ରେ ବହୁ...

ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନରେ, ସୋସିଆଲ ମିଡିଆରେ ଫଟୋ ଶେୟାର କରି ଏମିତି ଲେଖିଲେ ପାଣ୍ଡିଆନ

ଭୁବନେଶ୍ୱର,୨୬।୬: ସାରା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ପୁଞ୍ଜି ନିବେଶ ପ୍ରସ୍ତାବ (୨୦୨୩) କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟୁଇଟ୍‌ କରିଛନ୍ତି। ସେ କହିଛନ୍ତି, ସାରା ଦେଶର...

୬ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୬।୬: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ...

ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି,...

ବଢିବ କି ବବିଙ୍କ ଅଡୁଆ!

ଭୁବନେଶ୍ୱର,୨୬।୬: ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନ ପରିସରରେ ପରିବର୍ଦ୍ଧିତ ନିର୍ମାଣକୁ ଗତ କିଛିଦିନ ହେବ ଭଙ୍ଗା ଯାଉଛି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।...

ସରକାରୀ ସ୍କୁଲରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୨୬।୬(ଅସମାପିକା ସାହୁ): ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବା ପାଇଁ ଅଧିକାରୀମାନେ ‘ଟିମ୍‌ୱର୍କ’ କରିବାକୁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନର କନ୍‌ଭେନ୍‌ଶନ ହଲ୍‌ରେ ସହରାଞ୍ଚଳ ପ୍ରଶାସନର...

ଅଭିଯୋଗ ଶୁଣି ତତ୍‌କ୍ଷଣାତ ନିର୍ଦ୍ଦେଶ ଦେଲେ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ସବୁଦିନ ପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ବହୁ ଲୋକଙ୍କ ସମାଗମ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଆସି ଜଣ ଜଣ କରି ଲୋକଙ୍କ ସମସ୍ୟା ଶୁଣିଥିଲେ ଓ...

ଏମର୍ଜେନ୍ସି ଇତିହାସର ‘ଅଲିଭା କଳାଦାଗ’: କୁଅଁର

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ତତ୍‌୍‌କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରରେ ଭାରତରେ ପ୍ରଥମଥର ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଭାଜପା ତରଫରୁ ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ‘କଳା ଦିବସ’ ପାଳନ କରାଯାଇଛି।...

ଯୁକ୍ତ୩ ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧାବୀ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨,୭୪,୩୩୧ ସିଟ୍‌ ଥିବାବେଳେ ୨,୩୭,୭୯୫ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ମେଧା ତାଲିକାରେ ୧,୭୮,୯୭୬ଜଣ ମନୋନୀତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri