ମେଟ୍ରୋ

୨୦୨୦ ସୁଦ୍ଧା ସବୁ ଗାଁରେ ପହଞ୍ଚିବ ଇଣ୍ଟରନେଟ୍‌

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଭାରତୀୟ କମ୍ପ୍ୟୁଟର ସୋସାଇଟିର ୫୩ତମ ବାର୍ଷିକ ଅନ୍ତର୍ଜାତୀୟ ସମ୍ମିଳନୀ ସିଏସ୍‌ଆଇ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏପରି ଏକ ସର୍ବବୃହତ ଆଇଟି ସମ୍ମିଳନୀ ଅନୁଷ୍ଠିତ ହେଉଛି ଯେଉଁଠାରେ ସାରାଦେଶର ହଜାରରୁ ଊର୍ଦ୍ଧ୍ୱ କମ୍ପ୍ୟୁଟର ପ୍ରଫେସନାଲ ଓ ଛାତ୍ରୀଛାତ୍ର...

ଗରିବଙ୍କୁ ଖାଦ୍ୟ ଯୋଗାଇବ ମୋବାଇଲ୍‌ ଫୁଡ୍‌ ବ୍ୟାଙ୍କ୍‌

ଭୁବନେଶ୍ୱର,୧୭ା୧(ବ୍ୟୁରୋ): କ୍ଷୁଧା ଦୂରୀକରଣ ତଥା ଗରିବଙ୍କୁ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଭୁବନେଶ୍ୱରସ୍ଥିତ ‘ସୋ ଆମ୍‌ ଆଇ(ସାଇ) ଫାଉଣ୍ଡେଶନ ଟ୍ରଷ୍ଟ’ ପକ୍ଷରୁ ‘ହଙ୍ଗର୍‌ ଫ୍ରି ଓଡ଼ିଶା’ କ୍ୟାମ୍ପେନ୍‌ ମାଧ୍ୟମରେ ଏକ ନୂଆ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଗୁରୁବାର କଳ୍ପନାଛକସ୍ଥିତ...

ସହରାଞ୍ଚଳ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଉଦ୍‌ବେଗ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କଠୋର ହୋଇଛନ୍ତି। ସହରାଞ୍ଚଳ ପରିବେଶକୁ ସୁରକ୍ଷିତ ରଖିବା ଲାଗି କି ପଦକ୍ଷେପ ନିଆଯାଇଛି, ଏ ନେଇ ତୁରନ୍ତ ଜବାବ ଦାଖଲ କରିବାକୁ ଏନ୍‌ଜିଟି...

ପ୍ରଥମ ଦିନରେ ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନର ବିଦ୍ୟୁତ୍‌ ବିଚ୍ଛିନ୍ନ ହେଲା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ପୂର୍ବ ଘୋଷଣା ଅନୁଯାୟୀ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଗୁରୁବାର ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଛି। ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବାରୁ ସେମାନଙ୍କ ବିଦ୍ୟୁତ୍‌ କାଟ କରାଯାଇଛି ବୋଲି ସେସୁ...

ଆଜି ଆଇଏଏସ୍‌ ଅଫିସର ସମ୍ମିଳନୀ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ସରକାରୀ ସେବା ବ୍ୟବସ୍ଥାକୁ କିପରି ଅଧିକ ଉନ୍ନତ କରାଯାଇପାରିବ ସେ ନେଇ ପ୍ରଥମଥର ଲାଗି ଶୁକ୍ରବାର ରାଜ୍ୟ ସରକାରଙ୍କ ବରିଷ୍ଠ ଆଇଏଏସ୍‌ ଅଧିକାରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ନିକଟରେ ନୂଆକରି ଉଦ୍‌ଘାଟିତ ହୋଇଥିବା...

ଓଡ଼ିଶା ଫେରିବ ବିଜୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଓଡ଼ିଶା ଫେରିବ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନ। ଏ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟକୁ ଚିଠି କରାଯିବ। ଲୋକ ସେବା ଭବନରେ ବସିଥିବା ବୈଠକରେ ଅନୁମୋଦନ ହେବା ପରେ ଏହି...

ସମୀର ହୋଇପାରନ୍ତି ପରବର୍ତ୍ତୀ ଭାଜପା ସଭାପତି, ଆନୁଷ୍ଠାନିକ ଘୋଷଣା ବାକି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟ ଭାଜପା ସଭାପତି କିଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ବରିଷ୍ଠ ନେତା ସମୀର ମହାନ୍ତି ମଙ୍ଗ ଧରିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଗୁରୁବାର ସଭାପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର...

ବିନା କାଉନ୍‌ସିଲରେ ଭୁବନେଶ୍ୱରକୁ ବର୍ଷେ

ଭୁବନେଶ୍ୱର, ୧୬ା୧(ବ୍ୟୁରୋ): ୨୦୧୯ ଜାନୁୟାରୀ ୧୫ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଶେଷ କାଉନ୍‌ସିଲ ବୈଠକ ବସିଥିଲା। ଏହାପରେ କାଉନ୍‌ସିଲର କାର୍ଯ୍ୟକାଳ ସରିଥିଲେ ମଧ୍ୟ ପୌର ନିର୍ବାଚନ କିମ୍ବା ନୂଆ କାଉନ୍‌ସିଲ୍‌ ଗଠନ ହୋଇପାରିନି। ଇତିମଧ୍ୟରେ ବିନା କାଉନ୍‌ସିଲ୍‌ରେ ଭୁବନେଶ୍ୱରକୁ...

ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ: ଖଣି ଜରିମାନା, ବକେୟା ଟିକସ ଆଦାୟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି କ୍ରମରେ ବୁଧବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପୂର୍ବତନ ଅର୍ଥମନ୍ତ୍ରୀ...

ପୋଲିସ ସମ୍ମୁଖରେ ପଗଡ଼ି ଖୋଲି ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣା: ଓଡ଼ିଶା ଛାଡ଼ି ପଳାଇବୁ ବୋଲି କହିଲେ ପରବିନ୍ଦର

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ଆକ୍ରମଣକାରୀଙ୍କୁ ଚିହ୍ନଟ ପାଇଁ ପୋଲିସ ଡାକିଲା। ଏକାଧିକ ପୋଲିସର ଉପସ୍ଥିତିରେ ହିଁ ଅଭିଯୁକ୍ତମାନେ ମୋତେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କଲେ। ମୋ ପଗଡ଼ିକୁ ତଳେ କଚାଡ଼ି ଅସମ୍ମାନିତ କଲେ। ମୋ ଜାତିକୁ ନେଇ ଖରାପ ଭାଷାରେ ଗାଳିଗୁଲଜ...

ବଦଳୁଛି ଜଳବାୟୁ, ହଜିଯାଉଛି ଶୀତ

ଭୁବନେଶ୍ୱର,୧୬ା୧ (ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ସଙ୍କେତ ସବୁଠି ଦେଖାଗଲାଣି। ବର୍ଷା କମିବା ସହିତ ଅନ୍ୟାନ୍ୟ ଋତୁ ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଲାଣି। ଗତ କିଛି ବର୍ଷ ହେବ ଜଳବାୟୁର ଏଭଳି ଅନିୟମିତତା ଚିନ୍ତାର କାରଣ ପାଲଟିଛି। ଶୀତଦିନ କମିବା...

ଦୁର୍ଘଟଣା ପରେ ବଦଳିଲା ଟ୍ରେନ୍‌ ଗତିପଥ

କଟକ ଅଫିସ,୧୬।୧: କଟକ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସ ଗୁରୁବାର ସକାଳ ପ୍ରାୟ ୭ଟା ସମୟରେ ଲାଇନଚ୍ୟୁତ ହୋଇଛି। ୮ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri