ମେଟ୍ରୋ

ଗଙ୍ଗୁଆ କେନାଲରେ ବୁଡ଼ି ଚାଲିଗଲା ଜୀବନ

ଭୁବନେଶ୍ବର,୨।୧୧: ଚକେଇସିଆଣି ଗଙ୍ଗୁଆ କେନାଲରେ ଶନିବାର ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, କୌଣସି କାରଣବଶତଃ ଯୁବକ ଜଣକ ଗଙ୍ଗୁଆ କେନାଲରେ...

ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପଡ଼ିଲା ମହଙ୍ଗା

ଭୁବନେଶ୍ୱର,୨ା୧୧: ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍‌-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ମାତ୍ର ବିଭିନ୍ନ ସମୟରେ ଏଥିରେ ଅନିୟମିତା ହେଉଥିବା ଅଭିଯୋଗ ହେଉଛି।...

ବଲାଙ୍ଗୀରରେ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ: ଘୋଡ଼ାକୁ ଘାସର ଦାୟିତ୍ବ ଦିଆଗଲେ…

ଭୁବନେଶ୍ୱର,୨।୧୧: ବଲାଙ୍ଗୀର ବେଲପଡ଼ାରେ ଆୟୋଜିତ ସାଧାରଣସଭାରେ ଉଦ୍‌ବୋଧନ ଦେଇ ପୂର୍ବ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ୨୪ ବର୍ଷ ହେଲା ବଲାଙ୍ଗୀରକୁ ଅବହେଳା କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ନରସିଂହ...

ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…

ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ କରି ରାସ୍ତା କଡ଼ ଗଛରେ ବାନ୍ଧି ଅତି ନିର୍ଦ୍ଦୟ ଭାବେ ୩ରୁ ୪ଜଣ...

ଏତେ ଫୁଟିଲା ଯେ, ଖାଲି ଧୂଆଁ ଧୂଆଁ

ସରିଲା ଦୀପାବଳି । ଧୂଆଁମୟ ଭୁବନେଶ୍ବର । ଦିପାବଳୀ ପରେ କୁହୁଡିର ଭ୍ରମ ସୃଷ୍ଟି କଲା ଧୂଆଁ । ପାଞ୍ଜିର ଦ୍ବନ୍ଦ୍ବ ଭିତରେ ୨ ଦିନ ଦୀପାବଳି ପାଳନ ପରେ ରାଜଧାନୀର ଅବସ୍ଥା ବେହାଲ ହୋଇପଡିଛି । ରାସ୍ତାରେ ପାଖାପାଖି...

କମିଲା ନବୀନଙ୍କ ସୁରକ୍ଷା ବ୍ୟବସ୍ଥା, ଜଗିବେ ମାତ୍ର ଦୁଇ କନଷ୍ଟେବଳ

ଭୁବନେଶ୍ୱର,୨।୧୧: ମୋହନ ସରକାର କ୍ଷମତାକୁ ଫେରିବା ପରେ ଦ୍ୱିତୀୟ ଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଦ ହରାଇଥିଲେ ବି ସେ ରାଜ୍ୟର ୫-୫ ଥର କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ରହିଛନ୍ତି।...

ତୃତୀୟ ଥର ମା’ ହେଲା ବାଘୁଣୀ ‘ରୁପା’

ଭୁବନେଶ୍ୱର,୨ା୧୧: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁସିର ଲହରି ଖେଳିଯାଇଛି। ବାଘୁଣୀ ‘ରୁପା’ ତୃତୀୟ ଥର ପାଇଁ ମା’ ହୋଇଛି। କ୍ରିଷ୍ଣା ଏବଂ ରୁପା ମିଳନରେ ଏକ ଶାବକ ଜନ୍ମ ହୋଇଛି। ଏହାକୁ ମିଶାଇ ରୁପା ୪ ଛୁଆ ଜନ୍ମ ଦେଇଛି।...

ମୁଁ ବିରୋଧୀଦଳ ନେତା ଥିଲାବେଳେ ନେଉନଥିଲି ସୁରକ୍ଷା, ଏବେ ନବୀନଙ୍କୁ ଘାରୁଛି ଭୟ, କାହିଁକି ଏମିତି କହିଲେ ଜୟନାରାୟଣ

ଭୁବନେଶ୍ୱର,୨।୧୧: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହ୍ରାସ ପାଇବ ସୁରକ୍ଷା ବ୍ୟବସ୍ଥା। ନବୀନଙ୍କ ସହ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପାଇବ। ଏନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ। ସେ କହିଛନ୍ତି, ଏହା ଏକ...

ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ କହିଲେ ମୁଁ ଭାବୁନି ସେମାନେ…

ଭୁବନେଶ୍ୱର,୨ା୧୧: ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇସ୍କନ ରଥଯାତ୍ରା ବନ୍ଦ ପାଇଁ ଆମେ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଥିଲୁ। ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ଭାବେ ଗଜପତି ମହାରାଜା ଚିଠି କରିଥିଲେ। ଗତକାଲି...

ବଲିଉଡ୍‌ରେ ଓଡିଆ ପୁଅଙ୍କ କମାଲ: ସୋନପୁରର ରାଜ୍‌…

ଭୁବନେଶ୍ୱର,୨।୧୧: ବଲିଉଡ୍‌ରେ ଓଡିଆ ପୁଅଙ୍କ କମାଲ। ଭୁଲଭୁଲେୟା-ଥ୍ରୀରେ  ଯାଦୁ  ଦେଖାଇଛନ୍ତି ଓଡିଆ ପୁଆ। ଆସିଷ୍ଟାଣ୍ଟ ଡିରେକ୍ଟର ବା ସହ ନିର୍ଦ୍ଦେଶକ ଭାବେ କାମ କରି ସୋନପୁର ଜିଲାର  ରାଜ କିଶୋର ହୋତା ଚର୍ଚ୍ଚାକୁ ଆସିଛନ୍ତି। ରାଜ କିଶୋର ଅନେକ ଦିନ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ଆସିବ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨ା୧୧: ଶନିବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ନଭେମ୍ବର ଶେଷ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri