ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଓଡ଼ିଶାରୁ ୨୦ ଉଦ୍ୟୋଗୀ ଜାଗୃତି ଯାତ୍ରାରେ ସାରା ଭାରତ ଭ୍ରମଣ କରିବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍ଡିଏ) ତତ୍ତ୍ୱାବଧାନରେ ଓଡ଼ିଶାରୁ ୧୦ ନାନୋ ୟୁନିକର୍ନ ଓ ୧୦ ଷ୍ଟାର୍ଟଅପ୍ ଏହି ଯାତ୍ରାରେ ସାମିଲ ହେବେ। ଏନେଇ...
ଭୁବନେଶ୍ୱର,୨୩ା୧୨ (ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏଥିଲାଗି ସମ୍ମିଳିତ ପ୍ରୟାସ ହେବ। ସମ୍ପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉପଯୁକ୍ତ ସମନ୍ବୟ ରକ୍ଷା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ଖୁବଶୀଘ୍ର ଏକ ମିଳିତ ବୈଠକ ବସିବାର...
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ପୁରୀରେ ମଙ୍ଗୁ ମଠ ଭଙ୍ଗାଯିବାକୁ ନେଇ ପୁଣିଥରେ ଜୋରଦାର ବିରୋଧ କରାଯାଇଛି। ଶନିବାର ପୁରୀରେ ଶିଖ୍ ସମାଜ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଥିବାବେଳେ ରବିବାର ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନଠାରେ ଏନେଇ ଏକ ବିଶାଳ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।...
Page 1,925 of 2,285« First«...102030...1,9231,9241,9251,9261,927...1,9301,9401,950...»Last »
Archives
Model This Week
ପିଲାଙ୍କ ଧରିତ୍ରୀ