ମେଟ୍ରୋ

ଲୋକଙ୍କ ବିଶ୍ୱାସ ଜିତିଛି ଛାପା ଗଣମାଧ୍ୟମ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ଗଣମାଧ୍ୟମ ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ନୁହେଁ। ଆମ ଦେଶର ଗଣତନ୍ତ୍ର ୩ଟି ସ୍ତମ୍ଭ ଉପରେ ଛିଡ଼ାହୋଇଛି। ହେଲେ ଦେଶର ଏବେକାର ପରିସ୍ଥିତିରେ ଗଣମାଧ୍ୟମର ଭୂମିକା ବଢ଼ିଯାଇଛି। ଯେଉଁଠି ଖୋଦ୍‌ ସରକାର ଇଣ୍ଟରନେଟ୍‌ ସେବା ବନ୍ଦ କରି କଶ୍ମୀର ଓ...

ମାଲକାନଗିରି ଜିଲାରେ ପୁଷ୍ଟିହୀନତା ସମସ୍ୟା:ପ୍ରତି ଜିଲାରେ ନିଯୁକ୍ତ ହେବେ ସ୍ବତନ୍ତ୍ର ଅଧିକାରୀ

କଟକ ଅଫିସ,୧୭।୧୨: ଅପପୁଷ୍ଟିକୁ ରୋକିବା ପାଇଁ ସରକାର ବହୁବିଧ ଯୋଜନା କରିଛନ୍ତି। ମାତ୍ର ଏହାର ପ୍ରଭାବ ମାଲକାନଗିରି ଜିଲାରେ ପଡୁନାହିଁ। ଉକ୍ତ ଜିଲାରେ ବହୁ ସଂଖ୍ୟକ ଶିଶୁ ପୁଷ୍ଟିହୀନତାର ଶିକାର ହେଉଛନ୍ତି। ଏପରି କି ଏହି ରୋଗର ଶିକାର ହୋଇ...

ଚର୍ଚ୍ଚାରେ ୨୦୦୦ ଟଙ୍କିଆ ନୋଟ୍‌

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ୮ ନଭେମ୍ବର ୨୦୧୬ରେ କେନ୍ଦ୍ର ସରକାର ବିମୁଦ୍ରୀକରଣ ଲାଗୁ କରିବା ପରେ ୧୦୦୦ ଓ ୫୦୦ ଟଙ୍କିଆ ବଡ଼ ନୋଟ୍‌ ରାତାରାତି ଅଚଳ ହୋଇଯାଇଥିଲା। ଦେଶବ୍ୟାପୀ ଏହାକୁ ନେଇ ଚହଳ ପଡ଼ିଯିବା ପରେ ଜନସାଧାରଣ ନିଜ ପାଖରେ...

ଲଘୁ ଖଣିଜ ସମ୍ପଦ ଲୁଟ୍‌ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍‌, କ୍ରୋମାଇଟ ଭଳି ବୃହତ୍‌ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ, ମାଙ୍କଡ଼ା ପଥର, ମୁଗୁନି ପଥର, ମାଟି, ଚୂନପଥର ଭଳି ଅନେକ ଲଘୁଖଣିଜ ପଦାର୍ଥ...

କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍‌ କଭର ମଧ୍ୟରେ ଏହି ରିପୋର୍ଟ ଦାଖଲ କରାଯାଇଛି। ଖୁବ୍‌ଶୀଘ୍ର ତଦନ୍ତ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା...

ବ୍ୟକ୍ତିଗତ ଜମି ଉପରେ ପ୍ରଭାବଶାଳୀଙ୍କ ଆଖି: ନ୍ୟାୟ ନ ପାଇ ନିରୀହ ଛଟପଟ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ପ୍ରଭାବଶାଳୀଙ୍କ ଚାପରେ ସରକାରୀ ଓ ବେସରକାରୀ ବ୍ୟକ୍ତିଗତ ଜମି ଜବରଦଖଲ କ୍ୟାନ୍‌ସର ପରି ବ୍ୟାପି ଚାଲିଛି। ଏହାର ବଳିଷ୍ଠ ପ୍ରମାଣ ହେଉଛି, ଚଳିତବର୍ଷ ଭୁବନେଶ୍ୱର ସିନିୟର ସିଭିଲ କୋର୍ଟରେ ୨୧ଶହ ମାମଲା, ଜୁନିୟର ସିଭିଲ କୋର୍ଟରେ ୧୬୦୦...

ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌...

ଠିକାଦାରଙ୍କ ଘର ଉପରକୁ ଦୁର୍ବୃତ୍ତଙ୍କ ବୋମାମାଡ଼

କଟକରୋଡ,୧୬।୧୨(ଡି.ଏନ.ଏ.): ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ଜଣେ ଠିକାଦାରଙ୍କ ଘର ଉପରକୁ ରବିବାର ରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି। ଉକ୍ତ ଠିକାଦାର ହେଲେ ଏହି ଥାନା ଅଧୀନ ରତ୍ନାକର ବାଗରେ ରହୁଥିବା ସଚିଦାନନ୍ଦ ପାତ୍ର। ସୂଚନା ଅନୁଯାୟୀ, ରାତି...

ଚାକିରି କରାଇ ଦେବା ନାଁରେ ୮ଲକ୍ଷ ଠକେଇ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଇଓସିଏଲ୍‌ କମ୍ପାନୀରେ ଚାକିରି କରାଇ ଦେବାକୁ କହି ୮ଲକ୍ଷ ଟଙ୍କା ଠକେଇ ହୋଇଥିବା ଖଣ୍ଡଗିରି ଥାନାରେ ରବିବାର ରାତିରେ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଛନ୍ତି ଏହି ଥାନା ଅଧୀନ ଜଗମୋହନ ନଗରରେ ରହୁଥିବା ସାଗର ପାଢ଼ି। ଏ...

ଓଏମ୍‌ଇସିଏଲ ପାଇପାରେ ୨ଟି ଖଣି

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଗାମୀ ଦିନରେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମ ଲିମିଟେଡ(ଓଏମ୍‌ଇସିଏଲ୍‌)କୁ ୨ଟି ଖଣି ଆବଣ୍ଟିତ କରାଯାଇପାରେ। ଏହି ଖଣି ୨ଟି ହେଉଛି-ସୁକିନ୍ଦା କ୍ରୋମାଇଟ୍‌ ଏବଂ ଗୁହାଳୀ ଲୁହାପଥର ଖଣି। ଓଡ଼ିଶା ସରକାର ଏ ସଂକ୍ରାନ୍ତରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ସହ...

ସିଏଏକୁ ବିରୋଧ ଜାରି, ଲଗାତର ୫ଦିନ ଟ୍ରେନ୍‌ ବାତିଲ୍‌: ସ୍ଥିତି ସୁଧୁରିଲେ ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ପଶ୍ଚିମବଙ୍ଗ, ଆସାମ ସମେତ କେତେକ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ଚାଲିଥିବା ଆନ୍ଦୋଳନ ଓ ହିଂସା ଯୋଗୁ ଟ୍ରେନ୍‌ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି। ସମଗ୍ର ଆସାମ, ପଶ୍ଚିମବଙ୍ଗର ହାଓଡ଼ା ଓ ଉଲୁବେରିଆ...

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri