ମେଟ୍ରୋ

ତଦନ୍ତ ହେଉ, ସତ ଆପେ ଜଣାପଡ଼ିବ: ମନ୍ତ୍ରୀ ସମ୍ପଦ ସ୍ବାଇଁ

ଭୁବନେଶ୍ୱର, ୨୮।୬(ସୁନିତ୍‌ ମିଶ୍ର): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇସେନ୍ସ (କିସ୍‌)ର ଜଙ୍ଗଲ ଜମି କିସମ ପରିବର୍ତ୍ତନ ନେଇ କିଛି କାର୍ଯ୍ୟାନୁଷ୍ଠାନ ହେବ କି ବୋଲି ରାଜ୍ୟ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କୁ ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ...

ହେଲମେଟ୍‌ ନ ପିନ୍ଧିଲେ ଅଟକିବ ଦରମା

ଭୁବନେଶ୍ୱର,୨୯।୬: ରାଜ୍ୟରେ ଦିନକୁ ଦିନ ଟ୍ରାଫିକ ନିୟମ କଡ଼ାକଡ଼ି ହେବାରେ ଲାଗିଛି। ଟ୍ରାଫିକ ନିୟମ ନ ମାନିଲେ ମୋଟା ଅଙ୍କର ତଣ୍ଡ ଗଣୁଛନ୍ତି ଅମାନିଆ । ଏହାରି ମଧ୍ୟରେ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍‌ ପିନ୍ଧିବା ବାଧ୍ୟତାମୂଳକ ବୋଲି ଏକ...

ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ମିଳିବ ବେଲ୍‌

ଭୁବନେଶ୍ୱର,୨୯।୬(ସତ୍ୟଜିତ୍‌ ରାଉତ): ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ଜାମିନ ମିଳିପାରିବ। ଜେଲରେ ଥିବା ବହୁ ଗରିବ ଲୋକଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ଓକିଲଙ୍କୁ ନିୟୋଜିତ କରି ଜାମିନ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ଲୋକଙ୍କୁ ଜାମିନ...

ଶରତଙ୍କ ଇସ୍ତଫା ଖବରକୁ ନେଇ ବଡ଼ ବୟାନ ଦେଲେ ଅଜୟ କୁମାର

ଭୁବନେଶ୍ୱର, ୨୯।୬(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ରାଜ୍ୟରେ ପ୍ରଥମ ଥର ଲାଗି ଭାଜପା ସରକାର କ୍ଷମତାକୁ ଆସିଥିବା ବେଳେ ୨୦୧୯ ତୁଳନାରେ କଂଗ୍ରେସର ବିଧାୟକଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ବିଜେଡି ୨୪ ବର୍ଷ ଧରି ସରକାରରେ ଥିବାବେଳେ ଏଥର ରାଜ୍ୟବାସୀ...

୩୦ରେ ସମ୍ବର୍ଦ୍ଧିତ ହେବେ ୭୮ ବିଧାୟକ, ୨୦ ଏମ୍‌ପି

ଭୁବନେଶ୍ୱର, ୨୮।୬(ସୁନିତ୍‌ ମିଶ୍ର)): ରାଜ୍ୟବାସୀଙ୍କ ଆଶୀର୍ବାଦରେ ଭାଜପା ପ୍ରଥମ ଥର ପାଇଁ ଓଡ଼ିଶାରେ ଏକାକୀ ସରକାର ଗଠନ କରିପାରିଛି। ଏଥିସହ ଦେଶବାସୀଙ୍କ ଆଶୀର୍ବାଦ ପାଇ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି । ରାଜ୍ୟବାସୀ ଏଥର...

ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୮।୬(ଅସମାପିକା ସାହୁ)- ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଆସନ୍ତା ୨ଦିନ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଫଳରେ ୩୦ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ...

୩୯ବର୍ଷ ପରେ ଦ୍ୱିତୀୟ ଅଣ ଓଡ଼ିଆ ଅଫିସର ନେଲେ ରାଜ୍ୟରେ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୮।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପଦକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନାରେ ପଡିଛି ପୂର୍ଣ୍ଣଚ୍ଛେଦ। ଏବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା। ଦୀର୍ଘ ୩୯ ବର୍ଷ ପରେ ଜଣେ ଅଣ...

ଏଣିକି ସରକାରୀ କର୍ମଚାରୀ ହେଲମେଟ ପିନ୍ଧିବା ବାଧ୍ୟତାମୂଳକ, ନହେଲେ ମିଳିବନି ଦରମା

ଭୁବନେଶ୍ୱର,୨୮।୬: ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ବା ଦୁର୍ଘଟଣା ରୋକିବାକୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯାଇଛି । ଅମାନିଆଙ୍କୁ ସାବାଡ କରିବାକୁ ଏଥିରେ ସଂସ୍କାର ମଧ୍ୟ ଆସିଛି । ଯେଉଁମାନେ ଟ୍ରାଫିକ ନିୟମ ଅବମାନନା କରୁଛନ୍ତି ସେମାନଙ୍କଠାରୁ ମୋଟା ଅଙ୍କର...

‘ସୁଭଦ୍ରା ଯୋଜନା’କୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୮।୬: ଖୁବ୍‌ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା । ଯାହା ନିର୍ବାଚନରେ ପ୍ରତିଶ୍ରୁତି ଦିଆଯାଇଥିଲା ତାକୁ ବାସ୍ତବ ରୂପରେଖ ଦେବେ ସରକାର । ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏବେ ସୁଭଦ୍ରା ଯୋଜନାର...

ମଦକୁ ନେଇ ବଡ଼ ଖବର, ଆହୁରି ଏତେ ମଦ ଦୋକାନ ଖୋଲିବାକୁ ବିଜ୍ଞପ୍ତି ପ୍ରକାଶ କଲେ ସରକାର

ଭୁବନେଶ୍ୱର, ୨୮।୬: କିଛିଦିନ ପୂର୍ବରୁ ଓଡ଼ିଶାରେ ମଦ ବ୍ୟାନ ହେବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ। କହିବାର ୧୨ଘଣ୍ଟା ନ ଜାଉଣୁ ଅବକାରୀ ବିଭାଗର ବରିଷ୍ଠ ଅଧିକାରୀ ଏପରି ଯୋଜନା ନ...

ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌: ମନ୍ତ୍ରୀ

ନୂଆଦିଲ୍ଲୀ/ପୁରୀ,୨୮।୬: ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହାକୁ ନେଇ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର...

ବଦଳିବ ମେକ ଇନ ଓଡ଼ିଶା ନାଁ! ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୮।୬: ବଦଳିପାରେ ମେକ ଇନ ଓଡ଼ିଶା ନାଁ । ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ଇସାରା ଦେଇଛନ୍ତି । ମେକ ଇନ ଓଡ଼ିଶା ଜାଗାରେ ଉତ୍କଳ ଇନଭେଷ୍ଟ ସମିଟ ହୋଇପାରେ ବୋଲି ଜଣାପଡିଛି। ଉତ୍କଳ ଇନଭେଷ୍ଟ ସମିଟ ଜରିଆରେ ପୁଞ୍ଜି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri