ମେଟ୍ରୋ

କେୟାର ହସ୍ପିଟାଲ ମାଲିକ ପାକିସ୍ତାନୀ ବୋଲି ଅଭିଯୋଗ ଆଣିଲେ ବିରୋଧୀ: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ମନ୍ତ୍ରୀ କହିଛନ୍ତି, ‘ବିରୋଧୀଙ୍କ...

ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନେତା ସତ୍ୟପ୍ରକାଶ ନାୟକ ପାଣିଗ୍ରାହୀ ଅଭିଯୋଗ ଆଣିଛନ୍ତି। ସତ୍ୟପ୍ରକାଶଙ୍କ...

ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ...

ନୂଆ ମୋଟର ଯାନ ଆଇନ:ଶେଷ ବେଳକୁ ଆର୍‌ଟିଓରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟ ସରକାର ଦେଇଥିବା ୩ ମାସର ଡେଡ୍‌ ଲାଇନ୍‌ ଆଉ ୪ଦିନରେ ସରୁଛି। ନୂଆ ମୋଟର ଯାନ ଆଇନକୁ କଡାକଡ଼ି ପାଳନ କରିବାକୁ ଟ୍ରାଫିକ ପୋଲିସ ଓ ଆର୍‌ଟିଓ ପୂରା ପ୍ରସ୍ତୁତ ରହିଛି। ହେଲେ ଏବେବି ବହୁ ଗାଡ଼ି ଚାଳକ...

‘ମୋ ସାଇକେଲ’କୁ ବର୍ଷେ ପୂରିଲା

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):‘ମୋ ସାଇକେଲ’ ସେବାକୁ ବର୍ଷେ ପୂରିଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ମଙ୍ଗଳବାର କ୍ରୁଟ କାର୍ଯ୍ୟାଳୟରୁ ରୋଟାରୀ ଭବନ ଯାଏ ଏକ ସାଇକ୍ଲୋଥନ୍‌ କରାଯିବା ସହ ୬ଜଣ ମୋ ସାଇକେଲ ଚାଳକଙ୍କୁ ସମ୍ବର୍ଦ୍ଧିତ...

ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ...

ଭୁବନେଶ୍ୱରରେ ଖୋଲିବ ସୋସିଆଲ ମିଡିଆ ମନିଟରିଂ ସେଲ୍‌

ଭୁବନେଶ୍ୱର,୨୭-୧୧(ବ୍ୟୁରୋ)/କଟକ(ଅଫିସ):ବଢ଼ି ଚାଲିଥିବା ସାଇବର ଅପରାଧ ଏବେ ପୋଲିସର ଚିନ୍ତା ବଢ଼ାଇଛି। ତେଣୁ ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ସୋସିଆଲ ମିଡିଆ ମନିଂଟରିଂ ସେଲ୍‌ ଖୋଲିବାକୁ ଯାଉଛି। ସାରା ରାଜ୍ୟର ସୋସିଆଲ ମିଡିଆ ଉପରେ ଏହା ନଜର ରଖିବ। କୌଣସି ଗୁଜବ ଓ ଅନ୍ୟ...

ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା।...

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌ ବିଭୂତି ଭୂଷଣ ପଟ୍ଟନାୟକ ଓଡ଼ିଶା କୋ-ଅପରେଟିଭ ସୋସାଇଟି ଆକ୍ଟ-୧୯୬୨ ଅଧୀନ କ୍ଷମତା...

ଆଧାରକରଣରେ ଓଡ଼ିଶା ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଚଳିତ ବର୍ଷ ୪.୫୮ କୋଟି ସାବାଳକଙ୍କ ମଧ୍ୟରୁ ପ୍ରାୟ ୯୩.୧ ଶତକଡା ଲୋକଙ୍କ ଆଧାର ପ୍ରସ୍ତୁତ କରାଯାଇଛି। ୦-୫ ବର୍ଷ ବୟସ ମଧ୍ୟରେ ୧୮,୨୬,୦୩୮ ଶିଶୁଙ୍କ ପଞ୍ଜୀକରଣ କରାଯାଇ ୪୬% ଲକ୍ଷ୍ୟ ହାସଲ କରାଯାଇଛି। ୫-୧୮ ବର୍ଷ ବୟସ ମଧ୍ୟରେ...

ରାଜ୍ୟରେ ଜଙ୍ଗଲ ପରିମାଣ ୫୧, ୩୪୫ ବର୍ଗ କି.ମି.

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଓଡ଼ିଶାରେ ସମ୍ପୂର୍ଣ୍ଣ ଜଙ୍ଗଲର ପରିସୀମା ୫୧ ହଜାର ୩୪୫ ବର୍ଗ କି.ମି. ରହିଛି। ୨୦୧୪ ମସିହା ପୂର୍ବରୁ ଏହା ୫୦ ହଜାର ୩୪୭ ବର୍ଗ କି.ମି. ରହିଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ...

ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ

ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏଥିପାଇଁ ରାଷ୍ଟ୍ରପତିଙ୍କ ବରୁଣେଇ ଗସ୍ତ ଚୂଡାନ୍ତ ହୋଇଛି। ସୁରକ୍ଷା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri