ମେଟ୍ରୋ

ବ୍ରାଉନସୁଗାର କାରବାର: ଖୁବ୍‌ଶୀଘ୍ର ଚାକିରିରୁ ବିଦା ହେବେ କନଷ୍ଟେବଳ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୋଲିସ ବିଭାଗରେ ଥାଇ କରୁଥିଲେ ବ୍ରାଉନସୁଗାର ବେପାର। କ୍ୟୁଏଟି ଓ ନୟାପଲ୍ଲୀ ଥାନା ପୋଲିସ ଦ୍ୱାରା ଏହା ଧରାପଡ଼ିବା ପରେ ଗିରଫ ହୋଇଛନ୍ତି ଭୁବନେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳ ଜେ. ଭାରିମଲ। ଏହାପରେ ତାଙ୍କ ଆପରାଧିକ ପେଡି...

ବିଶାଖାପାଟଣା-ସୁବେଦାରଗଞ୍ଜ ସୁବିଧା ସ୍ପେଶାଲ ଭାୟା ଭୁବନେଶ୍ୱର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୨୬ରୁ ଡିସେମ୍ବର ୧୨ ପର୍ଯ୍ୟନ୍ତ ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ। ଯାତ୍ରୀ ଗହଳି କମାଇବା ଲାଗି ଏହି ଟ୍ରେନ ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ଚଳାଚଳ କରିବ। ବିଶାଖାପାଟଣା-ସୁବେଦାରଗଞ୍ଜ(୮୨୮୫୧-୮୨୮୫୨)...

ରାଜ୍ୟର ୨,୦୬୩ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦସଙ୍କୁଳ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୭୨ହଜାର ୫୮୭ଟି ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନବାଡ଼ି କେନ୍ଦ୍ର ଚାଲୁଛି। ଏଥିମଧ୍ୟରେ ୪୦ହଜାର ୭୮୮ କେନ୍ଦ୍ର ନିଜସ୍ବ ଘରେ ଓ ୪ ହଜାର ୭୦୨ଟି ଭଡ଼ା ଘରେ ଚାଲୁଛି। ବର୍ତ୍ତମାନ ୧୦ହଜାର ୫୦୭ ଅଙ୍ଗନଓ୍ବାଡ଼ି କେନ୍ଦ୍ରର...

ନିୟମ କଡ଼ାକଡ଼ି କଲା ବିଏମ୍‌ସି: ଖୋଲାରେ ମଳତ୍ୟାଗ, ପରିସ୍ରା କଲେ ଜରିମାନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଏଣିକି ଭୁବନେଶ୍ୱରରେ ଖୋଲାରେ ମଳତ୍ୟାଗ କଲେ କିମ୍ବା ପରିସ୍ରା କଲେ ଜରିମାନା ଦେବାକୁ ପଡିବ। ଏନେଇ ନିୟମ କଡ଼ାକଡ଼ି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଖୋଲାରେ ମଳତ୍ୟାଗ କଲେ ୨ଶହ ଟଙ୍କା ଓ ପରିସ୍ରା କଲେ ୧୫୦...

ଜ୍ଞାନକୁ ସ୍କୁଲ ବହିରେ ସୀମିତ ରଖ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଜୀବନରେ ସମସ୍ୟା ନିଶ୍ଚିତ ରହିବ। କିନ୍ତୁ ତାକୁ ସାହସର ସହିତ ମୁକାବିଲା କରିବାକୁ ପଡ଼ିବ। ଆତ୍ମବିଶ୍ୱାସ ଓ ସକାରାତ୍ମକ ମନୋଭାବ ନେଇ କାମ କଲେ ସଫଳତା ନିଶ୍ଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରାଜ୍ୟସ୍ତରୀୟ ଶିଶୁ...

ଆର୍ଥିକ ମାନ୍ଦାବସ୍ଥାର ପ୍ରତିବାଦ: ୨୦ରୁ ୨୩ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ):ଦେଶର ଅର୍ଥନୀତି ନିମ୍ନଗାମୀ ହୋଇଛି। ନେତୃତ୍ୱାଧୀନ କେନ୍ଦ୍ରର ଏନ୍‌ଡିଏ ସରକାରଙ୍କ ଜନବିରୋଧୀ ଆର୍ଥିକ ନୀତି ଏଥିପାଇଁ ଦାୟୀ ବୋଲି କଂଗ୍ରେସ କହିଛି। ଏହି କ୍ରମରେ ଦଳ ପକ୍ଷରୁ ସାରା ଦେଶରେ ଜନ ଆନ୍ଦୋଳନ ଡାକରା ଦିଆଯାଇଛି। ଆସନ୍ତା ୨୦ରୁ ୨୩...

ବିରୋଧୀଙ୍କ ଅଭିଯୋଗ: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ କାର୍ଯ୍ୟ ନୈରାଶ୍ୟଜନକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟର ଅପେକ୍ଷାକୃତ ପଛୁଆ ଅଞ୍ଚଳ ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ସ୍ବତନ୍ତ୍ର ପରିଷଦ ଗଠନ କରାଯାଇଛି। ହେଲେ ଏହାର କାର୍ଯ୍ୟ ଆଶାନୁରୂପ ନୁହେଁ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ଏ ନେଇ ଶନିବାର ବିଧାନସଭାରେ କଂଗ୍ରେସ ପକ୍ଷରୁ ନରସିଂହ...

ସବୁ ଜିଲାରେ ହେବ ବିଜ୍ଞାନ ପାର୍କ: ପ୍ରଥମ ପର୍ଯ୍ୟାୟରେ ୧୦ ଜିଲା, ଖର୍ଚ୍ଚ ହେବ ୬ କୋଟି

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟର ୧୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ସେହି ଜିଲାଗୁଡିକ ହେଲା ଗଞ୍ଜାମ, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ଭଦ୍ରକ, ପୁରୀ, ବଲାଙ୍ଗୀର, ସୁନ୍ଦରଗଡ ଓ ଜଗତ୍‌ସିଂହପୁର। ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ୨୦ଟି ଜିଲାରେ ମଧ୍ୟ ପାର୍କ...

୧୭୫୩ କୋଟିର ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ: ୫୫୬୬ ନିଯୁକ୍ତି ଲକ୍ଷ୍ୟ, ମୋଟ ୬ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ସରକାର ସମସ୍ତ ପ୍ରୟାସ ଜାରିରଖିଛନ୍ତି। ଉତ୍ତମ ନିବେଶ ସହ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ପ୍ରକ୍ରିୟା ଜାରି ରହିଛି, ସେହିକ୍ରମରେ ଶନିବାର ଓଡ଼ିଶା ସରକାର ୧୭୫୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ...

ଓଡ଼ିଶା ହିନ୍ଦୁ ଦେବୋତ୍ତର (ସଂଶୋଧନ) ବିଧେୟକ-୨୦୧୯ ଗୃହୀତ: ଗୋବର୍ଦ୍ଧନ ପୀଠ ଦେବୋତ୍ତର ମୁକ୍ତ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦେବୋତ୍ତର ବିଭାଗ ଅଧୀନରୁ ପୁରୀସ୍ଥିତ ଗୋବର୍ଦ୍ଧନ ପୀଠ ମୁକ୍ତ ହୋଇଛି। ଗୋବର୍ଦ୍ଧନ ମଠର ଧାର୍ମିକ ଅଗ୍ରଗଣ୍ୟତା ଓ ଗୁରୁତ୍ୱ ଦୃଷ୍ଟିରୁ ଏହାକୁ ହିନ୍ଦୁ ଦେବୋତ୍ତର ଅଧିନିୟମ-୧୯୫୧ର ପରିସରରୁ ବାଦ୍‌ ପାଇଁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଥିଲା।...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୭-୧୧ (ବ୍ୟୁରୋ):କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ବଡ଼ଗଡ଼ ଥାନା ଅଧୀନ ଝରଣା ସାହିର ବିନୋଦ କୁମାର ବେହେରାଙ୍କୁ ଶନିବାର ପୋଲିସ ଗିରଫ କରିଛି। ତାଙ୍କୁ ପଚରାଉଚରା ପରେ...

ଦାରିଦ୍ର୍ୟରୁ ମୁକ୍ତି ପାଇଁ ବିଦ୍ୟା ଅଧ୍ୟୟନ ଦରକାର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭-୧୧(ବ୍ୟୁରୋ): ନିଜ ନିଷ୍ପତ୍ତିର ମାଲିକ ନିିଜେ ହେବା ଉଚିତ। ନିଜର ଇଚ୍ଛା ଅନୁଯାୟୀ କ୍ୟାରିୟର କରିବା ଦରକାର। କେବଳ ସାର୍ଟିଫିକେଟ୍‌ ପାଇଁ ପାଠ ନ ପଢି ରୁଚି ଓ ଇଚ୍ଛା ଅନୁଯାୟୀ ବିଦ୍ୟା ଅଧ୍ୟୟନ କରିବା ଦରକାର। ଦାରିଦ୍ର୍ୟରୁ ମୁକ୍ତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri