ମେଟ୍ରୋ

ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ‘ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି’

ଭୁବନେଶ୍ୱର, ୧୭-୧୧(ବ୍ୟୁରୋ) ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି। ଯେତେବେଳେ ସମାଜ ନିଜ ଅଧିକାର ସହ ଦାୟିତ୍ୱ ପ୍ରତି ସଚେତନ ହୁଏ ସେତେବେଳେ ସମାଜ ଆଗକୁ ବଢ଼େ। ଆଜିର ସମାଜରେ ଆମେ ନିଜର ଅଧିକାର ପ୍ରତି ଯେତେ ସଚେତନ, ଦାୟିତ୍ୱ...

ସିପେଟ୍‌ ପକ୍ଷରୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ) ସିପେଟ୍‌ ସିଏସ୍‌ଟିଏସ୍‌ ଭୁବନେଶ୍ୱର ଏବଂ ରାଉରକେଲାସ୍ଥିତ ଏନ୍‌ଏସ୍‌ପିସିଏଲ୍‌ର ମିଳିତ ସହଯୋଗରେ ଚତୁର୍ଥ ବର୍ଷ ଲାଗି ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳଗୁଡିକରେ ବେକାର ଯୁବତୀଯୁବକଙ୍କୁ ଦକ୍ଷତା ତାଲିମ ଦ୍ୱାରା ନିଯୁକ୍ତି ସୃଷ୍ଟି...

ସ୍ମିତାରାଣୀଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି ଜିଦ୍‌ରେ ଅଟଳ ଭାଜପା: ବେକରେ କଳା ଗାମୁଛା ପକାଇ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ସଦସ୍ୟଙ୍କ ଧାରଣା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ଦିନଠାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଭାଜପା ସିବିଆଇ ତଦନ୍ତ ଦାବି କରିିଆସୁଛି। ଲଗାତାର ତିନି ଦିନ ଧରି ଭାଜପା ବିଧାୟକମାନେ...

ଗଜପତି ମହାରାଜାଙ୍କ ଭ୍ରମଣ ପୁସ୍ତକ ‘ମାଜେଷ୍ଟିକ୍‌ ମାରା’କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଭ୍ରମଣ ପୁସ୍ତକକୁ ଉନ୍ମୋଚନ କରିଛନ୍ତି। କେନିଆର ମଶାଇ ମାରା ଅଭୟାରଣ୍ୟର ଭ୍ରମଣ ଅନୁଭୂତିକୁ ନେଇ ପୁସ୍ତକର ଶୀର୍ଷକ ‘ମାଜେଷ୍ଟିକ୍‌ ମାରା’ ରଖାଯାଇଛି। ଉନ୍ମୋଚନ ସମୟରେ କେନିଆ ଜାତୀୟ...

ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ ଦର୍ଶାଯିବା ଘଟଣା: ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ଦର୍ଶାଯିବା ଘଟଣାକୁ ନେଇ ଶନିବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିବୃତି ଦେଇଥିଲେ। ଏହାପରେ ଏବେ ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ବିଭାଗ ପକ୍ଷରୁ...

ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ କୁହାଯିବା ଘଟଣା: ଗଣଶିକ୍ଷା ମନ୍ତ୍ରୀ କହିଲେ ‘ତ୍ରୁଟି ଅନିଚ୍ଛାକୃତ’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆମ ବାପୁଜୀ: ଏକ ଝଲକ’ ଶୀର୍ଷକ ଲିଫ୍‌ଲେଟ୍‌ (ପ୍ରଚାରପତ୍ର)ରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ବୋଲି ଦର୍ଶାଯାଇଛି। ତେବେ ଏହି ତ୍ରୁଟି ଅନିଚ୍ଛାକୃତ ବୋଲି ଶନିବାର...

ରାଫେଲ ଡିଲ୍‌ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ: ଆଜି ସବୁ ଜିଲାରେ ଭାଜପାର ଆନ୍ଦୋଳନ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୧୮ରେ ରାଫେଲ ସଂକ୍ରାନ୍ତ ରାୟକୁ ଚ୍ୟାଲେଞ୍ଜ କରି ଆଗତ ସମୀକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଉକ୍ତ ଆବେଦନର କୌଣସି ଆଧାର ନ ଥିବା ମଧ୍ୟ ଜଣାଇଛନ୍ତି। ରାଫେଲ ଡିଲ୍‌କୁ ନେଇ ଦାଖଲ କରାଯାଇଥିବା ୩ଟି ପୁନର୍ବିଚାର ଆବେଦନକୁ...

‘କଳାକାରଙ୍କୁ ବିବାଦରେ ଛନ୍ଦିବା ଠିକ୍‌ ନୁହେଁ’

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହୋଇ ୨୦୨୦ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଚାଲିବ। କଂସ ରାଜୁତିରେ ୧୧ଦିନ ଧରି କମ୍ପି ଉଠିବ ମଥୁରାନଗରୀ। ଏହି ମୁକ୍ତାକାଶ ରଙ୍ଗମଞ୍ଚର ମହାନାୟକ କଂସ ମହାରାଜ...

‘ଭୋଟର ତାଲିକା ଯାଞ୍ଚ ଅବଧି ବଢ଼ିଲା’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଚାଲୁ ରହିଥିବା ଭୋଟର ତାଲିକା ଯାଞ୍ଚ କାର୍ଯ୍ୟକ୍ରମର ଅବଧିକୁ ଭୋଟରମାନଙ୍କ ସୁବିଧା ପାଇଁ ଭାରତର ନିର୍ବାଚନ କମିଶନ ଚଳିତ ମାସ ୩୦ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଶୁକ୍ରବାର ସୁଦ୍ଧା ମୋଟ ୪,୮୫,୨୪୧...

ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ...

ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି।...

୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍‌ ୨୮ ତାରିଖରେ ଏକ ନିୟମାବଳୀ ଜାରି କରିଛନ୍ତି। ଏହି ନିୟମାବଳୀ ଆଧାରରେ ଜିଲାପାଳଙ୍କଠାରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri