ମେଟ୍ରୋ

ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଓଡ଼ିଶା ପ୍ରତିଭା ପୂଜା ସଂସଦ ପକ୍ଷରୁ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକଭାବେ ସମ୍ମାନିତ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ନିଦ୍ଦେର୍ଶକଙ୍କ କାର୍ଯ୍ୟାଳୟରେ...

ମେସର୍ସ ରିଲାଏନ୍ସକୁ ୨.୧୫ କୋଟି ଷ୍ଟାମ୍ପ ଡ୍ୟୁଟି ଛାଡ଼ିଲେ ସରକାର

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ରାଜ୍ୟ ସରକାର ମେସର୍ସ ରିଲାଏନ୍ସ (ଓଡିଶା ପଲି ଫାଇବର୍ସ ଲିମିଟେଡ) ଇଣ୍ଡଷ୍ଟ୍ରିଜ କମ୍ପାନୀକୁ ୨ କୋଟି ୧୫ ଲକ୍ଷ୬୪ ହଜାର ୬୪୮ ଟଙ୍କାର ଷ୍ଟାମ୍ପ ଡ୍ୟୁଟି ଛାଡ କରିଛନ୍ତି। ଶିଳ୍ପ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ମଙ୍ଗଳବାର ରାଜ୍ୟ...

ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ବିମାନଯୋଗେ ନୂଆଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ୫ ଦିନିଆ ବୋଲି ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚି ନିଜସ୍ବ ବାସଭବନକୁ ଯିବେ। ସେହିଦିନ ତାଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁଁ ବୋଲି...

ଫେବୃୟାରୀ ୩ ରୁ ଆଇଏସ୍‌ସି ଦ୍ୱାଦଶ, ୨୭ରୁ ଆଇସିଏସ୍‌ଇ ଦଶମ ପରୀକ୍ଷା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ-୨୦୨୦ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଦଶମ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ...

ଫେବୃୟାରୀ ୧୫ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ୨୦୨୦ ଫେବୃୟାରୀ ୧୫ରୁ ଉଭୟ ଦଶମ ଓ ଦ୍ୱାଦଶ...

ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା ହେବ। ତେବେ ପରୀକ୍ଷା ନେଇ ବୋର୍ଡ କର୍ତ୍ତୃପକ୍ଷ ବିଧିବଦ୍ଧ ସୂଚନା ଦେବେ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି। ସେ କହିଛନ୍ତି ଯେ, ସାଧାରଣତଃ ଫେବୃୟାରୀ...

୨୦୨୦-୨୧ ଆର୍ଥିକ ବର୍ଷ:ବଜେଟ ପାଇଁ ମତାମତ ଆହ୍ବାନ କଲା ଅର୍ଥ ବିଭାଗ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ପ୍ରସ୍ତୁତି ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବଜେଟ ସହ ଜଡ଼ିତ ସମସ୍ତ ଅଂଶୀଦାରଙ୍କ ସହଭାଗିତାକୁ ଏଥିରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ସେହିକ୍ରମରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବିଭାଗୀୟ ପ୍ରମୁଖ...

କୃଷକଙ୍କ ପାଇଁ ‘ସମୃଦ୍ଧି’

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ରାଜ୍ୟରେ କୃଷି ଓ କୃଷକର ଉନ୍ନତି ପାଇଁ ରାଜ୍ୟ ସରକାର ନୂଆ କୃଷି ନୀତି-୨୦୧୯ ‘ସମୃଦ୍ଧି’ ପ୍ରଣୟନ କରିଛନ୍ତି। ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌ ଏହି କୃଷି ନୀତିକୁ ଅନୁମୋଦନ କରିଛି। ରାଜ୍ୟରେ ୧୯୯୬ରେ ଓଡ଼ିଶା କୃଷି ନୀତି ପ୍ରଣୟନ ହୋଇଥିଲା।...

ଓଡ଼ିଶା ବିଜୁ ସଂଯୋଗ: ଅନଲାଇନ ପଞ୍ଜିକରଣର ୪୮ ଘଣ୍ଟା ମଧ୍ୟରେ ପାଇପାରିବେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ) – ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରେ ବଞ୍ଚତ୍ତ...

ବଜେଟ ପାଇଁ ସାଧାରଣ ଜନତାଙ୍କଠାରୁ ମତାମତ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ବଜେଟ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବାକୁ ଚାହୁଁଛି ରାଜ୍ୟ ଅର୍ଥ ବିଭାଗ। ଏଥିଲାଗି ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ବାନ କରାଯାଇଛି। ଏ ସଂକ୍ରାନ୍ତ ସମସ୍ତ ତଥ୍ୟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ତେବେ...

ହେଟେଲରେ ବଙ୍ଗୀୟ ଯୁବତୀଙ୍କୁ ମାରପିଟ୍‌, ୨ ଅଟକ

କଟକ ରୋଡ୍‌,୧୭।୧୨(ଡି.ଏନ୍‌.ଏ.): ରାଜଧାନୀର ଏକ ହୋଟେଲରେ ମଙ୍ଗଳବାର ଜଣେ ବଙ୍ଗୀୟ ଯୁବତୀଙ୍କୁ ଅସଦାଚରଣ ସହ ମାରପିଟ୍‌ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି। ତେବେ ସମ୍ପୃକ୍ତ ଯୁବତୀଙ୍କ ଘର...

ରାଜ୍ୟରେ ବଢ଼ିଚାଲିଛି ମହିଳା ବିରୋଧୀ ହିଂସା, କେବେ ପ୍ରତିଷ୍ଠା ହେବ ଫାଷ୍ଟଟ୍ରାକ୍‌ କୋର୍ଟ: ଭାଜପା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଅପରାଧୀଙ୍କର ପୋଲିସ ପ୍ରତି ଆଉ ଭୟ ନାହିଁ। ଏସବୁ ହିଂସାର ବିଚାର ପାଇଁ ଆନ୍ଧ୍ରପ୍ରଦେଶର ୭୨ଟି, ତାମିଲନାଡ଼ୁରେ ୬୯ଟି, ପଶ୍ଚିମବଙ୍ଗରେ ୮୮ଟି ଓ ମହାରାଷ୍ଟ୍ରରେ ୧୦୦ଟି ଫାଷ୍ଟଟ୍ରାକ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri