ଭୁବନେଶ୍ୱର ବାର୍ କାଉନସିଲ ନିର୍ବାଚନ ପାଇଁ ଚାଲିଛି ମତଦାନ: ୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୪୧୦୫ ଭୋଟର
ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ଶନିବାର ସକାଳ ୭ଟା ୩୦ରୁ ଭୋଟିଂ ଆରମ୍ଭ ହୋଇଯାଇଥିବାବେଳେ ଏହା ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଭୁବନେଶ୍ୱର ବାର୍ ଆସୋସିଏଶନଠାରେ...