ମେଟ୍ରୋ

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ ନୂତନ ପ୍ରକଳ୍ପ କାର୍ଯ୍ୟାଳୟ ଅନୁଗୋଳ ସହରର ହେମସରପଡା ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଓଡିଶା...

‘ମୋ ସରକାର’ରେ ସାମିଲ ହେଲା କୃଷି ବିଭାଗ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଗୁରୁବାର ଲୋକସେବା ଭବନରେ ଏହାର ଶୁଭାରମ୍ଭ କରିଛନ୍ତି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରକୃତ...

୩ ରେଳ ଷ୍ଟେଶନରେ ହେବ ବାୟୋଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ବର୍ଜ୍ୟ ପରିଚାଳନା ପାଇଁ ପୁରୀ, କଟକ ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ବାୟୋଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହେବ। ଷ୍ଟେଶନରୁ ବାହାରୁଥିବା କଠିନ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରି ତାହାକୁ ବ୍ୟବହାରଯୋଗ୍ୟ କରାଯିବ। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ ପ୍ରଶ୍ନରେ ରେଳମନ୍ତ୍ରୀ...

ପ୍ରତାରିତ ନ କରି ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ଦିଅନ୍ତୁ: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):‘ଜାଗା ମିଶନ’କୁ ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମିଳିଥିବା ନେଇ ରାଜ୍ୟ ସରକାର ଦାବି କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବୟଂ ଏନେଇ ଟୁଇଟ୍‌ କରିବା ପରେ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇଥିଲେ। କିନ୍ତୁ ଏହି ଆୱାର୍ଡ ପ୍ରଦାନ...

ବିଦେଶରେ ‘ମୋ ସ୍କୁଲ’:ଓଡ଼ିଆଙ୍କଠାରୁ ସାହାଯ୍ୟ ପାଇଁ ପ୍ରୟାସ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):‘ମୋ ସ୍କୁଲ’ ଯୋଜନା ସଂକ୍ରାନ୍ତରେ ଆମେରିକାରେ ରହୁଥିବା ଓଡ଼ିଆଙ୍କୁ ଅବଗତ କରାଇବା ସହ ସେମାନଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଆରମ୍ଭ ହୋଇଛି ପ୍ରୟାସ। ଏଥିପାଇଁ ‘ମୋ ସ୍କୁଲ’ ଯୋଜନାର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଆସନ୍ତା ୧୫ ତାରିଖରେ କାଲିଫର୍ନିଆସ୍ଥିତ...

କନ୍ଧମାଳରେ ଖୋଲିବ ‘କିସ୍‌’ର ଶାଖା:‘କିସ୍‌’ ଓ ‘ଏମ୍‌ଡିଏଚ୍‌’ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):କନ୍ଧମାଳ ଜିଲା ଫୁଲବାଣୀ ସହରରେ ଖୁବ୍‌ଶୀଘ୍ର କିସ୍‌ର ଏକ ଶାଖା ଖୋଲିବାକୁ ଯାଉଛି। ଭାରତର ଲୋକପ୍ରିୟ ମସଲା ଉତ୍ପାଦନକାରୀ କମ୍ପାନୀ ଏମ୍‌ଡିଏଚ୍‌ ଓ କିସ୍‌ ସହଯୋଗରେ ଏହି ନୂତନ ଶାଖା ଖୋଲାଯିବ। ଗୁରୁବାର ଏନେଇ ନୂଆଦିଲ୍ଲୀରେ କିସ୍‌ ଓ...

ଉଚ୍ଚଶିକ୍ଷା ବିଭାଗରେ ୫-ଟି କଡ଼ାକଡ଼ି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଉଚ୍ଚଶିକ୍ଷା ବିଭାଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମକୁ କଡ଼ାକଡ଼ି ଲାଗୁ କରାଯିବ। ଅଧ୍ୟାପକ ଏବଂ ଛାତ୍ରୀଛାତ୍ରଙ୍କ ଉପସ୍ଥାନକୁ ଗୁରୁତ୍ୱ ଦିଆଯିବ। ଅଧ୍ୟାପକ ଉପସ୍ଥାନ ରେକର୍ଡ ପାଇଁ ବାୟୋମେଟ୍ରିକ୍‌ ପଦ୍ଧତି ବ୍ୟବହାର କରାଯିବ। ସେହିପରି କାର୍ଯ୍ୟଦିବସରେ ଶିକ୍ଷାନୁଷ୍ଠାନରେ ୭ ଘଣ୍ଟା...

ଓଏସ୍‌ଏସ୍‌ସି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ହେବାକୁ ଥିବା ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ କରାଯାଇଛି। ଡିସେମ୍ବର ୧୮ରେ ହେବାକୁ ଥିବା ଡାଟା ଏଣ୍ଟ୍ରି ଅପରେଟର(ଏଚ୍‌ଓଡି)-୨୦୧୫ର ସାର୍ଟିଫିକେଶନ୍‌ ଭେରିଫିକେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସେହିଭଳି ଡିସେମ୍ବର...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସୌଜନ୍ୟମୂଳକ...

ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ...

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଜାରି: କିଛି ଅବୈଧ ନିର୍ମାଣ ଛାଡ଼ିବାକୁ ନେଇ ଉତ୍ତେଜନା

ପୁରୁଣା ଭୁବନେଶ୍ୱର,୧୨।୧୨(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବିଏମ୍‌ସି, ବିଡିଏ, ମନ୍ଦିର ପ୍ରଶାସନର ମିଳିତ ଟିମ୍‌ ଗୁରୁବାର ପୂର୍ବାହ୍ନ ୧୦ଟାରେ ମନ୍ଦିର ଦକ୍ଷିଣ ଦ୍ୱାରପଟୁ ଭାଙ୍ଗିବା କାର୍ଯ୍ୟ ଆରମ୍ଭ କରିଥିଲେ। ଏଠାରେ ଥିବା ୬ଟି...

ରାଜ୍ୟ ସରକାରଙ୍କ ହାତୀ ସୁରକ୍ଷା ଚିନ୍ତା: ହେବ ଅଭୟାରଣ୍ୟ, ବେକରେ ଲାଗିବ ରେଡିଓ କଲାର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ବିଗତ ଦିନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ହେଉ ଅଥବା ଟ୍ରେନ୍‌ ଧକ୍କାରେ ହାତୀଙ୍କ ଅକାଳ ମୃତ୍ୟୁକୁ ନେଇ ରା୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି। ସରକାର ହାତୀଙ୍କ ସୁରକ୍ଷା ପାଇଁ ନୂତନ ଉଦ୍ୟମ କରିବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri