ମେଟ୍ରୋ

ଲୋୟର ପିଏମ୍‌ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ ପକ୍ଷରୁ ହଜାର ହଜାର ଅଙ୍ଗନଓ୍ବାଡି କର୍ମୀ ମାଷ୍ଟରକାଣ୍ଟିନଠାରେ ଏକତ୍ର ହୋଇ ଏକ ବିଶାଳ...

ନୂଆ ପିଆଜ ଆସିଲେ ଦର କମିବ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଗତ ୨/୩ ମାସ ହେବ ପିଆଜର ଅହେତୁକ ଦର ବୃଦ୍ଧି ଲୋକମାନଙ୍କୁ ଅତିଷ୍ଠ କରି ରଖିଛି। ନୂଆ ଅମଳ ନ ଆସିବା ଯାଏ ରାଜ୍ୟରେ ପିଆଜ ଦର୍‌ କମିବା ଆଶା କ୍ଷୀଣ। ତେବେ ଆଉ ମାସେ ଏଭଳି ଦର୍‌ ବୃଦ୍ଧି...

‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ତତ୍ପରତା: ଦିଲ୍ଲୀରେ ଜମି ମାଗିଲେ ନବୀନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ):ନୂଆଦିଲ୍ଲୀରେ ‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ସହଯୋଗ ଲୋଡ଼ି କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ହେଲା ରାଜ୍ୟ ସରକାରଙ୍କ ଦ୍ୱାରା ଏହା ପ୍ରତିଷ୍ଠା...

ଚଳିତବର୍ଷ ଧାନ ସଂଗ୍ରହ ବଢ଼ିଛି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟକୁ ଭଲ ବର୍ଷା ଦେଇଛି। ରାଜ୍ୟର ମୁଖ୍ୟ ଫସଲ ଧାନ ଉତ୍ପାଦନ ବୃଦ୍ଧି ପାଇଛି। ଖରିଫ ଋତୁରେ ରାଜ୍ୟ ସରକାର ଗତବର୍ଷ ତୁଳନାରେ ୨୮ ପ୍ରତିଶତ ଧାନ ଅଧିକ ସଂଗ୍ରହ କରିଛନ୍ତି । ରାଜ୍ୟ...

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ‘ଓ୍ବାର୍ଲଡ ହାବିଟାଟ’(ବିଶ୍ୱ ଆବାସସ୍ଥଳୀ)ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ସରକାର ବସ୍ତିବାସିନ୍ଦାଙ୍କୁ ଜାଗା...

ଯାଞ୍ଚ ପରେ ଠପ୍‌ ବିବାହମଣ୍ଡପ, କଲ୍ୟାଣମଣ୍ଡପ ସିଲ୍‌ ପ୍ରକ୍ରିୟା: ବାହାଘର ବାହାନାରେ ରହିଲା ସ୍ଥଗିତ

ଭୁବନେଶ୍ୱର, ୯ା୧୨ (ବ୍ୟୁରୋ): ଭୁବନେଶ୍ୱରର ଦୁଇ ଜୋନ ଦକ୍ଷିଣ ପୂର୍ବ ଓ ଉତ୍ତର ଜୋନରେ କଲ୍ୟାଣମଣ୍ଡପ ଓ ବିବାହ ମଣ୍ଡପଗୁଡ଼ିକର ଯାଞ୍ଚ ସରିଛି। ଯାଞ୍ଚ ପରେ ଟ୍ରେଡ ଲାଇସେନ୍ସ, ହୋଲ୍ଡିଂ ଟ୍ୟାକ୍ସ, ବିଲ୍ଡିଂ ପ୍ଲାନ, ଓ୍ବୋଷ୍ଟ ମ୍ୟାନେଜ୍‌ମେଣ୍ଟ, ଉପୁଜୁଥିବା ଟାଫିକ୍‌...

ପାଠ୍ୟପୁସ୍ତକରେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ ଅଫିସ, ୯ା୧୨:ବାଲୁକା କଳାକୁ ନେଇ ଓଡ଼ିଶାର ଯେଉଁ କେତେଜଣ ବେଶ୍‌ ପ୍ରସିଦ୍ଧି ଲାଭ କରିଛନ୍ତି ସେମାନଙ୍କ ମଧ୍ୟରୁ ପ୍ରମୁଖ ହେଉଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ତାଙ୍କ ବାଲୁକା କଳା କେବଳ ଓଡ଼ିଶା କି ଭାରତ...

ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ଅଭୟ

କଟକ ଅଫିସ୍‌, ୯।୧୨:ସୋମବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱଗ୍ରହଣ କରିଛନ୍ତି। ଅନ୍ତରୀଣ ଡିଜି ଭାବେ ଅବସ୍ଥାପିତ ସତ୍ୟଜିତ ମହାନ୍ତି ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ନୂଆ...

ହ୍ରାସ ପାଇବ ପିଆଜ ଦର

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ରାଜ୍ୟରେ ପିଆଜର ଅହେତୁକ ଦର ବୃଦ୍ଧି ସାଧାରଣ ଖାଉଟିଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏନେଇ ପିଆଜ ଦର ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କଲା ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ ହୋଇଛି। ପୂର୍ବାହ୍ନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଧେୟକ ଆଗତ କରିଛନ୍ତି। ଏହି ବିଧେୟକକୁ ସମର୍ଥନ ଦେଇଛି ବିଜେଡି। ଗୃହରେ ବିଧେୟକକୁ ଗୃହୀତ...

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିର ପରିସରର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି। ଏ ନେଇ ସୋମବାର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ମନ୍ଦିର ସିଂହଦ୍ୱାରରୁ ଭଜନ ମଣ୍ଡପ ଏବଂ ସିଂହଦ୍ୱାରରୁ...

ନାଗରିକତ୍ୱ ସଂଶୋଧନ ବିଧେୟକ: ସମର୍ଥନ କରିବ ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): କେନ୍ଦ୍ର ସରକାର ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ କରିବାକୁ ଯାଉଛନ୍ତି। ଏହି ବିଧେୟକକୁ ଗୃହୀତ କରିବା ପାଇଁ ଭାଜପା ପକ୍ଷରୁ ଉଭୟ ସଦନରେ ବିଭିନ୍ନ ରାଜନୈତିକ ଦଳର ସହଯୋଗ ଲୋଡ଼ାଯାଇଛି। ସେହିକ୍ରମରେ ବିଜେଡିର ସହଯୋଗ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri