ମେଟ୍ରୋ

ପୁରୀ ଗଣବଳାତ୍କାର ମାମଲା: ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ, ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ମାମଲାକୁ ନେଇ ରାଜନୀତି ଜୋର ଧରିଛି। ପୁରୀର ବିଭିନ୍ନ ସ୍ଥାନରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଥିବାବେଳେ ରାଜଧାନୀରେ ମଧ୍ୟ ଏହାର ତାତି ଦେଖିବାକୁ ମିଳିଛି। ଛାତ୍ର କଂଗ୍ରେସ ପକ୍ଷରୁ ଶିଶୁ ଭବନ ଛକରେ...

‘ମଧୁ ଆପ୍‌’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍‌’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ...

ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ

ପୁରୀ ଅଫିସ୍‌,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ ଏହି ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ୍‌ ସିଂ...

ଚାଷୀଙ୍କୁ ଦିଆଯିବ ୬୫୦୦ କୋଟି ଟଙ୍କାର ଫସଲ ଋଣ

ଭୁବନେଶ୍ୱର,୩।୧୨: (ବ୍ୟୁରୋ): ଚଳିତ ରବିଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ୬୫୦୦ କୋଟି ଟଙ୍କାର ଫସଲ ଋଣ ଦେବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ରବିଋତୁରେ ଚାଷୀମାନଙ୍କୁ ସ୍ବଳ୍ପମିଆଦୀ ଫସଲ ଋଣ ପ୍ରଦାନକୁ ଦ୍ୱରାନ୍ବିତ କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ପଦକ୍ଷେପ...

ନନ୍ଦନକାନନ, ନୀଳାଚଳ ଏକ୍ସପ୍ରେସର ସମୟ ପରିବର୍ତ୍ତନ

ଭୁବନେଶ୍ୱର,୩।୧୨:(ବ୍ୟୁରୋ): ପୁରୀ-ନୂଆଦିଲ୍ଲୀ ଆନନ୍ଦବିହାର ଟର୍ମିନାଲ ନନ୍ଦନକାନନ ଓ ପୁରୀ-ନୂଆଦିଲ୍ଲୀ ଆନନ୍ଦବିହାର ଟର୍ମିନାଲ ନୀଳାଚଳ ଏକ୍ସପ୍ରେସର ଗୟା ଓ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜଙ୍କ୍‌ଶନ ମଧ୍ୟରେ ଚଳାଚଳ ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଆସନ୍ତା ୧୫ ତାରିଖଠାରୁ ନନ୍ଦନକାନନ ଏକ୍ସପ୍ରେସ୍‌ ପୁରୀରୁ...

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ମାମଲା: ସରକାରଙ୍କ ନୂତନ କମିଟିକୁ ରଦ୍ଦ ପାଇଁ ଆବେଦନ

କଟକ ଅଫିସ,୩।୧୨:ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାର ୫ବର୍ଷ ତଳେ ଏକ କମିଶନ ଗଠନ କରିଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ସି.ଆର୍‌. ପାଲ୍‌ଙ୍କ ଅଧ୍ୟକ୍ଷତାରେ ଏହି କମିଶନ ଗଠନ କରାଯାଇଥିଲା। ମାତ୍ର ସରକାର...

୩ ମାସରେ ୮୫୮୩ ମଦ୍ୟପ ଡ୍ରାଇଭର ଗିରଫ

ଭୁବନେଶ୍ୱର, ୩।୧୨:(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠୁ ରାଜ୍ୟ ପୋଲିସ ପକ୍ଷରୁ ଧରପଗଡ ଜୋରଦାର କରାଯାଉଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ମଦ୍ୟପ ଡ୍ରାଇଭରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଶେଷ ୩...

ପ୍ରଥମ ଦିନରେ ୬୩୩ଜଣଙ୍କୁ ଧରାଗଲା ଚାଲାଣ: ଏଣିକି ଅନ୍‌ଲାଇନରେ ଲର୍ନିଂ ଲାଇସେନ୍ସ, ଫିଟ୍‌ନେସ

ଭୁବନେଶ୍ୱର,୩।୧୨:(ବ୍ୟୁରୋ): ଆଗକୁ ଆଉ ଲର୍ନିଂ ଲାଇସେନ୍ସ କାଗଜରେ ଦିଆଯିବ ନାହିଁ। ଏଥର ଏହା ଅନ୍‌ଲାଇନ ମାଧ୍ୟମରେ ମିଳିବ। ଆର୍‌ଟିଓ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସେହିପରି ଫିଟ୍‌ନେସ ସାର୍ଟିଫିକେଟ ମଧ୍ୟ ଆଉ କାଗଜ ମାଧ୍ୟମରେ ଦିଆ ନ ଯାଇ ଅନ୍‌ଲାଇନ...

ନଦୀକୁ ବିପଦ ବର୍ଜ୍ୟପାଣି

ଭୁବନେଶ୍ୱର,୩।୧୨: (ବ୍ୟୁରୋ): ଓଡ଼ିଶାରେ ବଡ଼ ନଦୀ ସମେତ ଉପନଦୀକୁ ମିଶାଇ ପ୍ରାୟ ୩୩ଟି ନଦୀ ବିଭିନ୍ନ ଜିଲା ଦେଇ ପ୍ରବାହିତ ହେଉଛି। ଜଳବାୟୁ ପରିବର୍ତ୍ତନ ସହ ଅନ୍ୟାନ୍ୟ କାରଣରୁ ଏହି ନଦୀଗୁଡ଼ିକ ମଧ୍ୟରୁ ଅଧିକାଂଶରେ ଜଳ ପ୍ରବାହ ହ୍ରାସ ପାଇଗଲାଣି।...

ନିରଞ୍ଜନଙ୍କ ବିରୋଧରେ ଦିଲ୍ଲୀ ଗଲେ ୬ ନେତ୍ରୀ

ଭୁବନେଶ୍ୱର, ୩।୧୨:(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପଦବୀରୁ ହଟାଇବା ପାଇଁ ଦଳର କେତେଗୁଡ଼ିଏ ଗୋଷ୍ଠୀ ସମ୍ପୂର୍ଣ୍ଣ ସକ୍ରିୟ ହୋଇପଡ଼ିଛନ୍ତି। ନିକଟରେ ଗୋଟିଏ ଗୋଷ୍ଠୀ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ନିରଞ୍ଜନଙ୍କୁ ନ ହଟାଇଲେ ଦଳ...

ଆଜି ଗଣଶିକ୍ଷା ବିଭାଗ ଆଣିବ ମଧୁ ଆପ୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ମଧୁ ଆପ୍‌କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟନ କରାଯିବ। ଉତ୍କଳମଣି ମଧୁସୂଦନ ଦାସଙ୍କ ନାମରେ ଏହି ଆପ୍‌ଟିକୁ ନାମିତ କରାଯାଇଛି। ଏହି ଆପ୍‌ ପ୍ରଥମେ ଗଞ୍ଜାମ...

ମାର୍ଚ୍ଚ ୩୧ ସୁଦ୍ଧା ନିଲାମ ହେବ ୨୦ ଖଣି

ଭୁବନେଶ୍ୱର/ଯୋଡ଼ା,୩।୧୨(ବ୍ୟୁରୋ/ଡି.ଏନ୍‌.ଏ. ): ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଲିଜ୍‌ ଅବଧି ଶେଷ ହେଉଥିବା ୨୦ ଖଣିର ପୁନଃ ଟେଣ୍ଡର କରାଯିବ। ଏ ନେଇ ଖଣି ଓ ଇସ୍ପାତ ବିଭାଗ ଯୁଗ୍ମ ସଚିବ ମଞ୍ଜୁଲତା ସ୍ବାଇଁ ସୋମବାର ଖଣି ନିର୍ଦ୍ଦେଶକଙ୍କୁ ଚିଠି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri