ମେଟ୍ରୋ

କେବଳ ପ୍ରଚାରରେ ସଫଳତା

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ରର ଏନ୍‌ଡିଏ ସରକାର ୨୦୧୬ ମେ ୧ ତାରିଖରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମ୍‌ୟୁଓ୍ବାଇ)ର ଶୁଭାରମ୍ଭ କରିଥିଲେ। ଏହା ପରଠାରୁ ଦେଶର ସବୁଆଡ଼େ ଏହି ଯୋଜନାର ବ୍ୟାପକ ପ୍ରଚାର ଚାଲିଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା କେନ୍ଦ୍ରର...

ଟୋକନ ବ୍ୟବସ୍ଥାକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଟୋକନ ବ୍ୟବସ୍ଥାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରୁଥିବା ବେଳେ ବୁଧବାର ବିଧାନସଭାରେ ଶାସକ ଦଳର ସଦସ୍ୟମାନେ ମଧ୍ୟ ଏହି ବ୍ୟବସ୍ଥା ଯୋଗୁ ଧାନ କିଣାରେ ବିଳମ୍ବ ହେଉଥିବା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ବିଧାନସଭା ପ୍ରଶ୍ନୋତ୍ତର...

ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବ ଆଇଏସ୍‌ଓ ସାର୍ଟିଫିକେଟ୍‌

ଭୁବନେଶ୍ୱର, ୨୭ା୧୧(ବ୍ୟୁରୋ): ବିଶାଖାପାଟଣା ପରେ ଏବେ ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବାକୁ ଯାଉଛି ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍‌ ଷ୍ଟାଣ୍ଡାର୍ଡାଇଜେଶନ(ଆଇଏସ୍‌ଓ) ସାର୍ଟିଫିକେଟ୍‌। ସେହିଭଳି କଟକ ଷ୍ଟେଶନ ମଧ୍ୟ ଏହି ଦୌଡ଼ରେ ରହିଛି। ଏଥିପାଇଁ ମଙ୍ଗଳବାର ଭୁବନେଶ୍ୱର ଓ କଟକ ରେଳ ଷ୍ଟେଶନରେ...

ବିଜେଡିକୁ ଫେରିବାକୁ ମନ ବଳାଇଲେଣି ଦାମ: କହିଲେ ‘ଦଳରେ ରହିବାକୁ ଚାହେଁ, ହେଲେ ପଦପଦବୀ ନେବି ନାହିଁ ନା ନିର୍ବାଚନ ଲଢ଼ିବି’

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଜେଡି ଫେରିବାକୁ ମନ ବଳାଇଲେଣି ବରିଷ୍ଠ ନେତା ଡା. ଦାମୋଦର ରାଉତ। ବୁଧବାର ସେ ଖୋଲାଖୋଲି ନିଜ ମନକଥା କହିଛନ୍ତି। ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ ଦାମ କହିଛନ୍ତି, ବିଜେଡି ମୋତେ ବହିଷ୍କାର କଲା ପରେ ଭାଜପା ପ୍ରଲୋଭିତ...

କେୟାର ହସ୍ପିଟାଲ ମାଲିକ ପାକିସ୍ତାନୀ ବୋଲି ଅଭିଯୋଗ ଆଣିଲେ ବିରୋଧୀ: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ମନ୍ତ୍ରୀ କହିଛନ୍ତି, ‘ବିରୋଧୀଙ୍କ...

ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନେତା ସତ୍ୟପ୍ରକାଶ ନାୟକ ପାଣିଗ୍ରାହୀ ଅଭିଯୋଗ ଆଣିଛନ୍ତି। ସତ୍ୟପ୍ରକାଶଙ୍କ...

ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ...

ନୂଆ ମୋଟର ଯାନ ଆଇନ:ଶେଷ ବେଳକୁ ଆର୍‌ଟିଓରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟ ସରକାର ଦେଇଥିବା ୩ ମାସର ଡେଡ୍‌ ଲାଇନ୍‌ ଆଉ ୪ଦିନରେ ସରୁଛି। ନୂଆ ମୋଟର ଯାନ ଆଇନକୁ କଡାକଡ଼ି ପାଳନ କରିବାକୁ ଟ୍ରାଫିକ ପୋଲିସ ଓ ଆର୍‌ଟିଓ ପୂରା ପ୍ରସ୍ତୁତ ରହିଛି। ହେଲେ ଏବେବି ବହୁ ଗାଡ଼ି ଚାଳକ...

‘ମୋ ସାଇକେଲ’କୁ ବର୍ଷେ ପୂରିଲା

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):‘ମୋ ସାଇକେଲ’ ସେବାକୁ ବର୍ଷେ ପୂରିଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ମଙ୍ଗଳବାର କ୍ରୁଟ କାର୍ଯ୍ୟାଳୟରୁ ରୋଟାରୀ ଭବନ ଯାଏ ଏକ ସାଇକ୍ଲୋଥନ୍‌ କରାଯିବା ସହ ୬ଜଣ ମୋ ସାଇକେଲ ଚାଳକଙ୍କୁ ସମ୍ବର୍ଦ୍ଧିତ...

ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ...

ଭୁବନେଶ୍ୱରରେ ଖୋଲିବ ସୋସିଆଲ ମିଡିଆ ମନିଟରିଂ ସେଲ୍‌

ଭୁବନେଶ୍ୱର,୨୭-୧୧(ବ୍ୟୁରୋ)/କଟକ(ଅଫିସ):ବଢ଼ି ଚାଲିଥିବା ସାଇବର ଅପରାଧ ଏବେ ପୋଲିସର ଚିନ୍ତା ବଢ଼ାଇଛି। ତେଣୁ ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ସୋସିଆଲ ମିଡିଆ ମନିଂଟରିଂ ସେଲ୍‌ ଖୋଲିବାକୁ ଯାଉଛି। ସାରା ରାଜ୍ୟର ସୋସିଆଲ ମିଡିଆ ଉପରେ ଏହା ନଜର ରଖିବ। କୌଣସି ଗୁଜବ ଓ ଅନ୍ୟ...

ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri