ମେଟ୍ରୋ

ଓଡ଼ିଶାର ଅର୍ଥନୀତି ସ୍ଥିତି ଭଲ ଅଛି: ୮ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ଅନୁମୋଦିତ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭାରେ ସୋମବାର ୮ ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌କୁ ଅନୁମୋଦନ ମିଳିଛି। ଏହାକୁ ଆଗତ କରି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ଏହି ବିଲ୍‌କୁ ମଞ୍ଜୁର କରାଗଲେ ବିଭିନ୍ନ ଜନକଲ୍ୟାଣ ଓ...

ଆସିଗଲେ ଶୃଙ୍ଖଳିତ ସଦସ୍ୟ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭା ଗୃହ କାର୍ଯ୍ୟ ସୋମବାର ୩ଟାରେ ଆରମ୍ଭ ହେବା କ୍ଷଣି କଂଗ୍ରେସ ସଦସ୍ୟମାନେ ଜଗତ୍‌ସିଂହପୁର ବଳାତ୍କାର ଘଟଣାରେ ରୁଲିଂ ଦାବି କରି ଗୃହ ମଝିକୁ ଚାଲି ଆସିଥିଲେ। ବାଚସ୍ପତି କଂଗ୍ରେସର ୪ଜଣ ସଦସ୍ୟଙ୍କୁ ନିଜ ଆସନକୁ ଫେରିଯିବା ଲାଗି...

ଆଜି ବିଧାନସଭାରେ ପାଳନ ହେବ ୭୦ତମ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଭାରତର ୭୦ତମ ସମ୍ବିଧାନ ଦିବସ ମଙ୍ଗଳବାର ସାରା ଦେଶରେ ଅନୁଷ୍ଠିତ ହେବ। ସେହି ଅନୁଯାୟୀ ଏହି ଦିବସ ଓଡିଶା ବିଧାନସଭାରେ ମଧ୍ୟ ଅନୁଷ୍ଠିତ ହେବ। ଏହା ପାଳନ କରାଯିବା ଲାଗି ନୀତିଗତ ନିଷ୍ପତ୍ତି ନିଆଯାଇଛି। ଓଡିଶା ବିଧାନସଭାର କନ୍‌ଫରେନ୍ସିଂ...

ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଜମି ହଡ଼ପ ଅଭିଯୋଗ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ...

୮ ଜିଲାରୁ ୧,୭୫,୫୫୮ କୁଇଣ୍ଟାଲ ଧାନ ସଂଗୃହୀତ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ସାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ବରଗଡ, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ନୂଆପଡା, ବଲାଙ୍ଗୀର, ମାଲକାନଗିରି ଏବଂ କୋରାପୁଟ ଆଦି ଜିଲାରୁ ଧାନ କ୍ରୟ ଆରମ୍ଭ ହୋଇଛି। ଚଳିତ ମାସ ୨୫ ତାରିଖ ତଥା ସୋମବାର...

ରାୟଗଡ଼ା ନିର୍ବାଚନ ମାମଲା: ୬ ସପ୍ତାହ ସମୟ ନେଲେ ବିଧାୟକ

କଟକ ଅଫିସ, ୨୬ା୧୧: ରାୟଗଡ଼ା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ରୁଜୁ ମାମଲାରେ ବିଧାୟକ ମକରନ୍ଦ ମୁଦୁଲି ନିଜ ଓକିଲଙ୍କ ଜରିଆରେ ସୋମବାର ହାଜର ହୋଇଛନ୍ତି। ତେବେ ଜବାବ ରଖିବା ପାଇଁ ବିଧାୟକଙ୍କ ଓକିଲ ଗୋପାଳ ଅଗ୍ରୱାଲ ୬ ସପ୍ତାହ...

ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୧୯୮୮ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ୍‌ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ବର୍ତ୍ତମାନ ଓଏସ୍‌ଏପିର...

ଠିକାଦାର ମହାସଂଘର ଆମରଣ ଅନଶନ ଆରମ୍ଭ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ସୋମବାରଠାରୁ ଆମରଣ ଅନଶନ ଆରମ୍ଭ ହୋଇଛି। ରାଜ୍ୟର ୫ ହଜାରରୁ ଊର୍ଦ୍ଧ୍ୱ ଠିକାଦାର ବିଧାନସଭା ଘେରାଉ କରିବା ସହ ୧୦ ଦଫା ଦାବି ନେଇ ଧାରଣାରେ ବସିଛନ୍ତି। ବିଭାଗୀୟ...

୧୦ ସୁଦ୍ଧା କମିବ ପିଆଜ ଦର

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧୦ରୁ ପିଆଜ ଦର କମିବା ସମ୍ଭାବନା ରହିଛି। କାରଣ ଇଜିପ୍ଟରୁ ସରକାର ପ୍ରାୟ ୧ ଲକ୍ଷ ୨୦ ହଜାର ଟନ୍‌ ପିଆଜ ଆମଦାନୀ କରିଛନ୍ତି। ଏହା ରବିବାର ଦେଶରେ ପହଞ୍ଚତ୍ ସାରିଛି। ଖୁବ୍‌ଶୀଘ୍ର ସାରା...

ବଳାତ୍କାର ପ୍ରସଙ୍ଗରେ ଗୃହରେ ଝଡ଼

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅଧୀନ ତିରୁନା ଗ୍ରାମପଞ୍ଚାୟତର ତେନ୍ତୋଇ ଗ୍ରାମର ଜଣେ ଅନୁସୂଚିତ ଜାତି(ଏସ୍‌ସି) ଝିଅର ଆତ୍ମହତ୍ୟା ଘଟଣାକୁ ନେଇ ସୋମବାର ବିଧାନସଭାର ଶୂନ୍ୟକାଳରେ ହୋ ହଲ୍ଲା ଦେଖିବାକୁ ମିଳିଥିଲା। ନିକଟରେ ଇଂଲିଶ ଦୈନିକରେ ପ୍ରକାଶିତ ଏକ...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିଛନ୍ତି। କଂଗ୍ରେସ ବିଧାୟକ ଦଳର ନେତା...

ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍‌ଦାର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା ପାଇଁ ଆର୍‌ଟିଓ ଏବଂ ପୋଲିସ ପ୍ରସ୍ତୁତିକୁ ଜୋର୍‌ଦାର କରିଛି। ଏଣିକି ଆଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri