ମେଟ୍ରୋ

ଦାମଙ୍କ ଇସ୍ତଫା ଦଳ ଉପରେ ପ୍ରଭାବ ପକାଇବ ନାହିଁ: ଅରୁଣ ସିଂ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭାଜପାରେ ଦାମୋଦର ରାଉତଙ୍କୁ ଅଣଦେଖା କରାଯାଇନାହିଁ। ବରଂ ଦଳ ପକ୍ଷରୁ ତାଙ୍କୁ ସୁଯୋଗ ଦିଆଯାଇଥିଲା। ନିର୍ବାଚନ ଲଢ଼ିବାକୁ ଦଳ ତାଙ୍କୁ ଟିକେଟ ଦେଇଥିଲା। ମାତ୍ର ସବୁବେଳେ ଦଳ ଗୋଟିଏ ବ୍ୟକ୍ତିଙ୍କୁ ନିର୍ବାଚନ ଲଢ଼ିବାକୁ ସୁଯୋଗ ଦେଇପାରିବ ନାହିଁ। ତେଣୁ...

ସମ୍ବିତଙ୍କ ପରେ ପ୍ରୀତିନନ୍ଦାଙ୍କ ପ୍ରତିକ୍ରିୟା: କହିଲେ ‘ଭାଜପାରେ ଯୋଗ ଦେବା ଭଳି ଛାଡ଼ିବା ମଧ୍ୟ ବାପାଙ୍କ ନିଷ୍ପତ୍ତି’

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବୁଧବାର ବରିଷ୍ଠ ଭାଜପା ନେତା ଦାମୋଦର ରାଉତ ଦଳରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତି ସରଗରମ। ଏହାକୁ ନେଇ ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ରଖି ଦାମ ଭାଜପାକୁ ଯିବା ନିଷ୍ପତ୍ତି ଭୁଲ...

ବାପାଙ୍କ ମନପ୍ରାଣ ବିଜୁବାବୁ; ଭାଜପାରେ ମିଶିବା ଭୁଲ ନିଷ୍ପତ୍ତି ଥିଲା: ସମ୍ବିତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ ଆଉ ଏବେ ଏବେ ଭାଜପାରୁ ବୁଧବାର ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ଡା. ଦାମୋଦର ରାଉତ। ଗୋଟିଏ ପଟେ ବିଜେପୁର ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା...

ନବୀନ@୭୪: ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୁଧବାର ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଟୁଇଟ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଓଡ଼ିଆ ଏବଂ ଇଂରାଜୀରେ ଟୁଇଟ୍‌ କରି ସେ କହିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ:ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟା ସରଳୀକରଣ ହେବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ରାଜ୍ୟର ୩୦ଟି ଯାକ ଜିଲାରେ ସମନ୍ବିତ ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବା ସହ ଭିନ୍ନକ୍ଷମଙ୍କୁ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟାକୁ ସରଳୀକରଣ କରାଯିବ। ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ ଅବସରରେ ଏନେଇ ସୂଚନା ଦେଇଛନ୍ତି ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ...

ଉତ୍‌ଖନନ ପରେ ଭୁଲିଗଲେ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):କେବଳ ଉପକୂଳ ନୁହେଁ, ଆଭ୍ୟନ୍ତରୀଣ ଓଡ଼ିଶାରେ ବି ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ଘଟିଥିଲା। ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଆଦିି ଜିଲାରେ ବୌଦ୍ଧ ଧର୍ମାବଲମ୍ବୀ ବସବାସ କରିବା ସହ ବୁଦ୍ଧଙ୍କ ମୂର୍ତ୍ତି ପୂଜାର୍ଚ୍ଚନା କରୁଥିଲେ। ଭୁବନେଶ୍ୱରସ୍ଥିତ ଭାରତୀୟ ପ୍ରତ୍ନତାତ୍ତ୍ୱିକ...

ଧରିତ୍ରୀ ପ୍ରଭାବ:ଆର୍ମି ପରୀକ୍ଷାର୍ଥୀଙ୍କ ରହଣି ପାଇଁ ୭ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଦୁଇଦିନ ରାସ୍ତା କଡ଼ ଫୁଟ୍‌ପାଥ, ରେଳ ଷ୍ଟେଶନରେ ରାତି ବିତାଇବା ପରେ ଶେଷରେ ଆର୍ମି ରାଲି ପାଇଁ ଆସିଥିବା ହଜାର ହଜାର ପରୀକ୍ଷାର୍ଥୀଙ୍କ ମୁଣ୍ଡଗୁଞ୍ଜିବାକୁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା। ବିଏମ୍‌ସି ପକ୍ଷରୁ ସହରର ୭ଟି ସ୍ଥାନରେ ଅସ୍ଥାୟୀ ରହଣିସ୍ଥଳ...

ରାଜଧାନୀରେ ଆର୍ମି ପରୀକ୍ଷାର୍ଥୀଙ୍କ ଆତଙ୍କ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆର୍ମିରେ ଭର୍ତ୍ତି ହେବା ପାଇଁ ଭୁବନେଶ୍ୱରସ୍ଥ ୧୨୦ ବାଟାଲିୟନର ରାଲିରେ ଯୋଗଦେବାକୁ ଆସିଥିବା କେତେଜଣ ପରୀକ୍ଷାର୍ଥୀଙ୍କ ଆତଙ୍କରାଜ ସୋମବାର ଦେଖିବାକୁ ମିଳିଛି। ଅପରାହ୍ନ ପ୍ରାୟ ୪ଟାରେ ଆଇ.ଜି.ପାର୍କରେ ଜନ୍ମଦିନ ପାଳୁଥିବା କେତେଜଣ ଯୁବତୀଙ୍କୁ ସେମାନେ ଅଶ୍ଳୀଳ କମେଣ୍ଟ କରିଥିଲେ। ଏହାକୁ...

‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଲକ୍ଷେ ଛୁଇଁଲା

ଭୁବନେଶ୍ୱର,୧୬।୧୦(ବ୍ୟୁରେ): ଗୋଟିଏ ଦିନରେ ‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଏକ ଲକ୍ଷ ଛୁଇଁଲା। ସୋମବାର ‘ମୋ ବସ୍‌’ରେ ୧୦୧୮୮୧ ଜଣ ଯାତ୍ରୀ ଯାତ୍ରା କରିଥିଲେ। ଯାହା ‘ମୋ ବସ୍‌’ ଆରମ୍ଭ ହେବା ଦିନଠାରୁ ସର୍ବକାଳୀନ ରେକର୍ଡ। ଏହା ଦ୍ୱାରା ‘ମୋ...

ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ଇସ୍ତଫା ପତ୍ର ଦେବା ପରେ କ୍ଷୋଭ ପ୍ରକାଶ କରି ଦାମ...

ହାତୀ ପାଇଁ ବିପଦ ରକେଟ ବାଣ:ଆଇନ ଉଲ୍ଲଂଘନ, ଡବ୍ଲ୍ୟୁଏସ୍‌ଓ ଲେଖିଲା ଚିଠିି

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଫସଲ ଖାଇବାକୁ ଆସୁଥିବା ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ନିଆଁ ହୁଳା ଦେଖାଇବା ସହ ରକେଟ୍‌ ବାଣ ବ୍ୟବହାର କରୁଛନ୍ତି। ଅନୁଗୋଳ ବନଖଣ୍ଡ ତାଳଚେର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଏଭଳି ପରିସ୍ଥିତି ଦେଖିବାକୁ ମିଳୁଛି। ତେବେ ରକେଟ ବାଣ...

ସାରା ଦେଶରେ ଲାଗୁ ହେବ ଏକକ ଇ-ଟୋଲ ଆଦାୟ ବ୍ୟବସ୍ଥା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ ଏକକ ଇ(ଇଲେକ୍ଟ୍ରୋନିକ)-ଟୋଲ୍‌ ଆଦାୟ ବ୍ୟବସ୍ଥ। ବର୍ତ୍ତମାନ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ରାଜପଥର ଟୋଲ୍‌ ପ୍ଲାଜାଗୁଡ଼ିକରେ ଆର୍‌ଏଫ୍‌ଆଇଡି (ରେଡିଓ ଫ୍ରିକ୍ୟୁନ୍ସି ଆଇଡିଏଣ୍ଟିଫିକେଶନ) ଆଧାରିତ ‘ଫାଷ୍ଟାଗ’ ଜରିଆରେ ଟୋଲ୍‌ ଆଦାୟ କରାଯାଉଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri